କାହିଁକି ପ୍ରେମ ସମ୍ପର୍କରେ ଆସିଥାଏ ତିକ୍ତତା

ପ୍ରେମରେ ମନମାଳିନ୍ୟ ଓ ଛୋଟ ଛୋଟ ଝଗଡ଼ା ଲାଗି ରହିଥାଏ। ଏହି ସମ୍ପର୍କରେ ଆଗକୁ ବଢ଼ିବା ଯେତିକି ସହଜ ହୋଇଥାଏ ସମ୍ପର୍କକୁ ବାନ୍ଧିରଖିବା କଷ୍ଟକର ହେଇଯାଏ। ମାତ୍ର ଛୋଟ ଛୋଟ କଥାରେ ସମ୍ପର୍କ ଭାଙ୍ଗିଦେବା ଫଳରେ ଉଭୟେ ପ୍ରେମୀଯୁଗଳଙ୍କ ଉପରେ ଏହାର ପ୍ରଭାବ ପଡିଥାଏ। ତେବେ ଏପରି କିଛି କାରଣ ରହିଛି ଯାହା ସମ୍ପର୍କକୁ ଭାଙ୍ଗି ଦେଇଥାଏ ଜାଣନ୍ତୁ ସେ ସମ୍ପର୍କରେ।

ଅନ୍ୟ ସ୍ଥାନକୁ ଯିବା ମାତ୍ରେ ସାଥିକୁ ଭୁଲିଯିବା: କିଛି ଲୋକ ଏପରି ଅଛନ୍ତି ଯେଉଁମାନଙ୍କୁ ଅନ୍ୟସ୍ଥାନ ବୁଲିଯିବା ପସନ୍ଦ ହୋଇଥାଏ। ମାତ୍ର ଏପରି କିଛି ଲୋକ ଅଛନ୍ତି ଯେ ଅନ୍ୟସ୍ଥାନକୁ ଯାଇ ପାର୍ଟନରଙ୍କୁ ଭୁଲିଯାଇଥାନ୍ତି। ତେବେ ଏହି ଅଭ୍ୟାସ ଅପଣଙ୍କ ସାଥୀ ସହ ଗଢ଼ିଉଠିଥିବା ପ୍ରେମ ସମ୍ପର୍କକୁ ଭାଙ୍ଗି ଦିଏ।

ବ୍ୟସ୍ଥତା: ନିଜ କାମକୁ ନେଇ ବ୍ୟସ୍ଥ ରହିବା ପ୍ରାୟ ସମସ୍ତଙ୍କୁ ପସନ୍ଦ ହୋଇଥାଏ। ନିଜ କାମକୁ ପ୍ରାଥମିକତା ଦେବା ଜରୁରୀ ହୋଇଥାଏ। ମାତ୍ର ବେଳେ ବେଳେ ଆବଶ୍ୟକତାଠାରୁ ଆପଣଙ୍କ ଅଧିକ ବ୍ୟସ୍ଥତା ଏହି ସମ୍ପର୍କରେ ମନମାଳିନ୍ୟ ସୃଷ୍ଟି କରିଥାଏ। ଯାହା ସମ୍ପର୍କ ଭାଙ୍ଗିବାର ଗୋଟେ କାରଣ ହୋଇଯାଏ।

ମେସେଜର ରିପ୍ଲାଏ ନ ଦେଲେ: ଇଣ୍ଟରନେଟ୍‌ ସମାଜରେ ଅନ୍‌ଲାଇନ୍‌ ଥାଇ ମଧ୍ୟ ପାର୍ଟନରଙ୍କ ମେସେଜ୍‌କୁ ନଜର ଅନ୍ଦାଜ କରିବା ବା କୌଣସି ମେସେଜ ନ ଦେବା ଏହା ମଧ୍ୟ ଏକ କାରଣ।

ଗୁରୁତ୍ୱ: ଏପରି କେତେ ଜଣ ପାର୍ଟନର ଅଛନ୍ତି ଯେଉଁ ମାନେ ପାର୍ଟନରଙ୍କ କଥାକୁ ଗୁରୁତ୍ୱ ଦେଇ ନଥାନ୍ତି । ସେହି ପରିସ୍ଥିତିରେ ସମ୍ପର୍କ ଭାଙ୍ଗିଯିବା ସହଜ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri