ବିଜେଡିର ଶୋଚନୀୟ ପରାଜୟର ବଡ଼ କାରଣ, ଜାଣିଶୁଣି ସର୍ଭେ ରିପୋର୍ଟ ଲୁଚାଉଥିଲେ କିଏ? ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୭।୬: ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ତେବେ ବିଜେଡିର ଶୋଚନୀୟ ପରାଜୟକୁ ନେଇ କାରଣ ଖୋଜା ଚାଲିଛି। କିଏ କହୁଛି ପାଣ୍ଡିଆନ୍‌ ଏହାର ମୁଖ୍ୟ କାରଣ ତ ଆଉ କିଏ କହୁଛି ଉଭୟ ପାଣ୍ଡିଆନ୍‌ ଏବଂ ନବୀନ ହିଁ ଏଥିପାଇଁ ସମ୍ପୂର୍ଣ୍ଣ ଦାୟୀ। ଏସବୁ ଭିତରେ ଏକ ବଡ଼ କାରଣ ସାମ୍ନାକୁ ଆସିଛି ।

କୁହାଯାଉଛି, ବର୍ଷକ ତଳୁ ବିଜେଡି ନିର୍ବାଚନ ପରିଚାଳନା ନେଇ ଗ୍ରାଉଣ୍ଡରୁ ଏକ ଇଣ୍ଟରନାଲ ସର୍ଭେ କରିଥିଲା। କିପରି ପ୍ରାର୍ଥୀ ଚୟନ କରାଯିବ, କାହାକୁ ଟିକେଟ୍‌ ଦିଆଯିବ। ସେନେଇ
ସର୍ଭେ କରାଯାଇଥିଲା। ଯେତେବେଳେ ରାଜ୍ୟରେ ଭାଜପା ସମର୍ଥନରେ ଏକ ଅଣ୍ଡର କରେଣ୍ଟ ଥିଲା,ସେତେବେଳେ ବିଜେଡି ସର୍ଭେ ରିପୋର୍ଟ କେମିତି ଓଲଟା ଦର୍ଶାଯାଉଥିଲା, ତାକୁ ନେଇ ଏବେ ଉଠିଛି ପ୍ରଶ୍ନ ।

ଓଡ଼ିଶାର ୧୪୭ ବିଧାନସଭା କ୍ଷେତ୍ର ଓ ୨୧ ଲୋକ ସଭା କ୍ଷେତ୍ରରେ ସର୍ଭେ କରାଯାଇଥିଲା। ଆଉ ପ୍ରତ୍ୟେକ ଥର ଏହାର ରିପୋର୍ଟ ପାଣ୍ଡିଆନ୍‌ଙ୍କ ନିକଟକୁ ଏହି ରିପୋର୍ଟ ଆସୁଥିଲା। ତୃତୀୟ ପର୍ଯ୍ୟାୟ ନିର୍ବାଚନ ପରେ ବିଜେଡି ପକ୍ଷରୁ କୁହାଯାଇଥିଲା ଯେ ବିଜେଡି ୮୦ ରୁ ୮୫ ସିଟ ପାଇ ସାରିଛି ଏବଂ ଚତୁର୍ଥ ପର୍ଯ୍ୟାୟ ପରେ ଏହି ସଂଖ୍ୟା ୧୦୦ ରୁ ୧୧୦ ମଧ୍ୟରେ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ, ଗାଁରୁ ଦାରିଙ୍ଗବାଡି ଆସି ଫେରୁଥିବା ବେଳେ…

ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲି ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ…

ଗୋହିରା ଜଳ ଭଣ୍ଡାରରେ ବୁଡି ଯୁବକ ମୃତ, ବିବାହ ଉତ୍ସବରେ ସାମିଲ ହେବାକୁ ଆସି…

ରିଆମାଳ,୨୨ା୪(ବଦ୍ରୀ ନାରାୟଣ ଅଗ୍ରୱଲା):ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ଗୋହିରା ଜଳ ଭଣ୍ଡାରରେ ବୁଡି ବୁଧବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ…

ବଚସା ହେଲା କାଳ…ସାନ ଭାଇର ଟାଙ୍ଗିଆ ଚୋଟରେ ବଡ଼ ଭାଇର ମୃତ୍ୟୁ

ମୁନିଗୁଡା,୨୨।୪( ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡା ଥାନା ମୁନିଖୋଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡ଼ଙ୍ଗରିଆ ଗାଁ ଗୋରଠା ଗ୍ରାମରେ ଅଭାବନୀୟ ଘଟଣା । ସାନ…

ଟିଉସନ୍‌ ଦେବା ବାହାନାରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ, ଶିକ୍ଷକ ଗିରଫ

ପାଟକୁରା,୨୨।୪(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡ଼ା ଜିଲା କୁଦାନଗରୀ ଥାନା ତଥା ଗରଦପୁର ବ୍ଳକ ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ କେରୁଆ…

ଭାରତୀୟ ଜାହାଜ ଉପରେ ଭୟଙ୍କର ଆକ୍ରମଣ, ହର୍ମୁଜରେ ୨ଟା ଜାହାଜକୁ ହାଇଜ୍ୟାକ୍‌ କଲେ…

ନୂଆଦିଲ୍ଲୀ,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାର କିଛି ଘଣ୍ଟା ପରେ, ଇରାନର ରିଭୋଲ୍ୟୁସନାରୀ ଗାର୍ଡ (IRGC) ବୁଧବାର ଦୁଇଟି ଜାହାଜ…

ପରମାଣୁର କୋଡ ମାଗିଲେ ଟ୍ରମ୍ପ, ଯୁଦ୍ଧ ବିରତି ଭିତରେ ଭୟଙ୍କର ଖବର…

ତେହରାନ,୨୨।୪: ଇରାନ ସହିତ ବିବାଦ ମଧ୍ୟରେ, ପୂର୍ୱତନ CIA ଅଧିକାରୀ ଲାରି ଜନସନ ଏକ ପ୍ରମୁଖ ଦାବି କରିଛନ୍ତି। ଜନସନଙ୍କ ଅନୁସାରେ, ହୱାଇଟ ହାଉସ ସିଚୁଏସନ ରୁମରେ…

ତେଲେଙ୍ଗାନାରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ, ଜିଲାପାଳଙ୍କୁ ଲିଖିତ ଅଭିଯୋଗ କଲେ ସ୍ତ୍ରୀ

ଭବାନୀପାଟଣା,୨୨।୪(ଉତ୍ତମ କୁମାର ଦାଶ): ଦାଦନ ଖଟିବାକୁ ତେଲେଙ୍ଗାନା ଯାଇ ନିଖୋଜ ହୋଇଗଲେ ଶ୍ରମିକ । ନିଖୋଜ ଶ୍ରମିକ ଜଣକ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ରାଣୀବାହାଲ ଗ୍ରାମର…

ଛାତ୍ରୀଙ୍କୁ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଅଭିଯୋଗକୁ ୫ ଦିନ ବିତିଲା, ହାତବାନ୍ଧି ବସିଛି ପୋଲିସ

ଦେବଗଡ଼,୨୨ା୪(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାରେ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁଗୃହ ସପୋର୍ଟର ଜଣେ ଅନାଥ ନାବାଳିକା ଆଇଟିଆଇର ପ୍ରିନ୍ସିପାଲଙ୍କ ନାମରେ ଯୌନ ନିର୍ଯାତନା ଅଭିଯୋଗ ଆଣିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri