ଦୀର୍ଘଦିନ ଶାସନରେ ରହିବା ସତ୍ତ୍ୱେ କାହିଁକି ଜାତିଗତ ଜନଗଣନା କଲାନି କଂଗ୍ରେସ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୦।୧୦(ସୁନିତ୍‌ ମିଶ୍ର):ଜାତିଗତ ଜନଗଣନା ଆଳରେ ସୋମବାର କଂଗ୍ରେସ ସମାଜକୁ ବିଭାଜିତ କରି ରାଜନୈତିକ ରୁଟି ସେକିବା ପାଇଁ ଚେଷ୍ଟା କରିଛି। ସ୍ବାଧୀନତା ପରଠାରୁ ୟୁପିଏ-୨ ପର୍ଯ୍ୟନ୍ତ କଂଗ୍ରେସ ଜାତିଗତ ଜନଗଣନାକୁ ତୀବ୍ର ବିରୋଧ କରିଥିଲା ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଟୁଇଟ୍‌ କରି କହିଛନ୍ତି। ଧର୍ମେନ୍ଦ୍ର ଟୁଇଟ୍‌ କରି କହିଛନ୍ତି ଯେ, ରାହୁଲ ଗାନ୍ଧୀ ପ୍ରଥମେ ସ୍ପଷ୍ଟ କରନ୍ତୁ କଂଗ୍ରେସ ଦଶନ୍ଧି ଦଶନ୍ଧି ଧରି ଶାସନରେ ରହିବା ସତ୍ତ୍ୱେ କାହିଁକି ଜାତିଗତ ଜନଗଣନା କଲା ନାହିଁ। ଜାତିଗତ ଜନଗଣନାର ସାମ୍ବିଧାନିକ ଅଧିକାର କେବଳ କେନ୍ଦ୍ର ସରକାରଙ୍କ ହାତରେ ନ୍ୟସ୍ତ ରହିଛି। ଜାତିଗତ ଜନଗଣନା ଉପରେ ରାହୁଲ କେବଳ ବିଭ୍ରାନ୍ତିକର କଥା କହୁଛନ୍ତି। ତାଙ୍କ ନେତା ରାଜୀବ ଗାନ୍ଧୀ ମଣ୍ଡଳ କମିଶନ ଅନ୍ତର୍ଗତ କେନ୍ଦ୍ର ସରକାରଙ୍କ ଚାକିରିରେ ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ସଂରକ୍ଷଣକୁ ବିରୋଧ କରିଥିଲେ, ଏହା ସତ ନୁହେଁ କି ବୋଲି ଧର୍ମେନ୍ଦ୍ର ପ୍ରଶ୍ନ କରିଛନ୍ତି। ବର୍ତ୍ତମାନ ରାହୁଲ ଗାନ୍ଧୀଙ୍କ ନାଟକ ସେହି ରାଜନୈତିକ ଭୁଲ୍‌କୁ ଲୁଚାଇବା ପାଇଁ ଏକ ପ୍ରୟାସ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri