ଖୁସି ଖବର ଦେବା ପରେ କାହିଁକି ରାଗିଲେ ଆଲିଆ

ଅଭିନେତ୍ରୀ ଆଲିଆ ଭଟ୍ଟ ନିକଟରେ ପ୍ରଂଶସକଙ୍କୁ ଏକ ଖୁସି ଖବର ଦେଇଥିଲେ। ସେ ଗର୍ଭବତୀ ଥିବା ଜଣାଇଥିଲେ। ପ୍ରଂଶସକ ତାଙ୍କୁ ଏ ନେଇ ଶୁଭେଚ୍ଛା ମଧ୍ୟ ଜଣାଇଥିଲେ।
ଏହି ସମୟରେ, ଏକ ମିଡିଆ ରିପୋର୍ଟକୁ ଦେଖିବା ପରେ ଆଲିଆ ଖୁବ ରାଗି ଯାଇଥିଲେ। ଯାହା ପରେ ସେ ଲମ୍ବା ନୋଟ ଲେଖିକି ଜଣାଇଥିଲେ।
ଏକ ମିଡିଆ ରିପୋର୍ଟ ଲେଖାଯାଇଥିଲା କି ଆଲିଆ ଲଣ୍ଡନରେ ସୁଟିଂରେ ଶେଷ କରି ଫେରିବେ। ଏଥିପାଇଁ ରଣବୀର କପୁର ତାଙ୍କୁ ଆଣିବା ପାଇଁ ଯିବେ। ଏହାକୁ ଦେଖି ତାଙ୍କୁ ନେବାକୁ କେହି ଆସୁନାହାଁନ୍ତି। ସେ ଜଣେ ମହିଳା, ପାର୍ସଲ ନୁହେଁ। ଆମେ ଏବେବି ପିତୃପୁରୁଷ ଦୁନିଆରେ ବାସ କରୁଛୁ। ମୋତେ ନେବାକୁ କେହି ଆସିବାର ଆବଶ୍ୟକତା ନାହିଁ, କାହିଁକି ନା ମୁଁ ଜଣେ ମହିଳା, ପାର୍ସଲ ନୁହେଁ। ସେ ବର୍ତ୍ତମା ହଲିଉଡ ଫିଲ୍ମ ‘ହାର୍ଟ ଅଫ ଷ୍ଟୋନ’ର ସୁଟିଂ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ‘ଦ କଶ୍ମୀର ଫାଇଲ୍‌ସ’ର ୩୧ ଦିନର ଆୟ ଜାଣିଲେ

ବିବେକ ଅଗ୍ନିହୋତ୍ରୀଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଦ କଶ୍ମୀର ଫାଇଲ୍‌ସ’ ମୁକ୍ତି ଲାଭକୁ ବର୍ଷେ ପରେ ମଧ୍ୟ ଏହି ଫିଲ୍ମ ଦେଖିବାକୁ ହଲ୍‌ରେ ଲୋକଙ୍କ ଭିଡ଼ ଲାଗି...

ସ୍ବାମୀ ସୈଫଙ୍କ ସହ ଦୁଇ ପୁଅଙ୍କ ଫଟୋ ଶେୟାର କଲେ କରିନା: ଲୋକେ କହୁଛନ୍ତି ଏପରି

ବମ୍ବେ: ଏକଦା ସୋସିଆଲ ମିଡିଆ ଉପରେ ଲୁଚିଲୁଚି ନଜର ରଖୁଥିବା ବେବୋ ଏବେ ବଦଳିଯାଇଛନ୍ତି। ଇନ୍‌ଷ୍ଟାଗ୍ରାମରେ ସ୍ବତନ୍ତ୍ର ଆକାଉଣ୍ଟ ଖୋଲି ଭଳିକି ଭଳି ପୋଷ୍ଟ ଶେୟାର...

ପ୍ରତିଦ୍ୱନ୍ଦ୍ୱୀ ବିମୁଖ ରାଧିକା ମଦନ

ମୁମ୍ବାଇ: ବଲିଉଡରେ ବହୁ ନୂଆ ମୁହଁ ଆବିର୍ଭାବ ହେଉଥିଲେ ବି ଅଭିନେତ୍ରୀ ରାଧିକା ମଦନ ପ୍ରତିଦ୍ୱନ୍ଦ୍ୱିତାରେ ବିଶ୍ୱାସ କରନ୍ତି ନାହିଁ। ହିଟ୍‌ ଟିଭି ଶୋ’ ‘ମେରୀ...

ରଣବୀରଙ୍କୁ ଐଶ୍ୱର୍ଯ୍ୟାଙ୍କ ଝିଅ ଜାବୁଡ଼ି ଧରିବାରୁ ଏମିତି ଥିଲା ଅଭିଷେକଙ୍କ ପ୍ରତିକ୍ରିୟା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ରଣବୀର କପୁର ଦୀର୍ଘଦନ ଦିନ ଧରି ଭଲ ବନ୍ଧୁ ଥିଲେ। ଦୁଇଜଣ ମିଶି କରଣ ଜୋହରଙ୍କ...

୨୦୨୧ଇଦ୍‌ରେ ‘ଦବଙ୍ଗ’ ପ୍ରଶଂସକ ପାଳିବେ ଦୀପାବଳି

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ତାଙ୍କ ପ୍ରଶଂସକଙ୍କୁ ଖୁସି ଖବର ଦେଇଛନ୍ତି। ‘ଦବଙ୍ଗ -୩’ ପରେ ଏବେ ସେ ୨୦୨୧ ଇଦ୍‌ରେ ପରଦାକୁ ଆସୁଥିବା...

ପ୍ରଥମ ସ୍ବାମୀଙ୍କୁ ଛାଡ଼ପତ୍ର ଦେବାର ୧୦ ବର୍ଷ ପରେ ବିବାହ ବନ୍ଧନରେ ଏହି ବ୍ୟାଡ୍‌ମିଣ୍ଟନ ତାରକା, ତାମିଲ ଅଭିନେତାଙ୍କ…

ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଭାରତର ଜଣେ ଶୀର୍ଷ ମାନ୍ୟତାପ୍ରାପ୍ତ ବ୍ୟାଡ୍‌ମିଣ୍ଟନ୍‌ ତାରକା ଜ୍ୱାଲା ଗୁଟ୍ଟା। ତାଙ୍କ କ୍ୟାରିୟରରେ ଭାରତ ପାଇଁ ଅନେକ ପଦକ...

ସେଲିବ୍ରିଟି ହେବା ପରେ ବଦଳିଗଲେଣି ରାନୁ ମଣ୍ଡଳ, ଛୁଇଁଦେବା ଯୋଗୁ ପ୍ରଶଂସକଙ୍କ ଉପରେ ରାଗିଲେ

ମୁମ୍ବାଇ: ରାଣାଘାଟ ଷ୍ଟେଶନ ବସି ଗାଉଥିବା ଜଣେ ସାଧାରଣ ମହିଳାରୁ ରାତାରାତି ଷ୍ଟାର ପାଲଟିଥିବା ରାନୁ ମଣ୍ଡଳଙ୍କୁ ନେଇ ନୂଆ ଏକ ଚର୍ଚ୍ଚା। ସେଇଟି ପୁଣି...

ଏହି ଅଭିନେତ୍ରୀଙ୍କ ଜେଜେମା’ ୪ ସନ୍ତାନ ସତ୍ତ୍ୱେ ସ୍ବାମୀଙ୍କଠାରୁ ହୋଇଥିଲେ ଅଲଗା

ବଲିଉଡ୍‌ର ପ୍ରସିଦ୍ଧ ଅଭିନେତ୍ରୀ ଲୀଳା ଚିତନିସ ତଥା କାଜଲଙ୍କ ଜେଜେମା’ ନିଜର ସୁନ୍ଦରତା ସହ ଅଭିନୟ ପାଇଁ ଦର୍ଶକଙ୍କ ହୃଦୟ ଜିତିଛନ୍ତି। ୪ ସନ୍ତାନ ସତ୍ତ୍ୱେ...

Advertisement
Archives

Model This Week