ଶିଶୁବାଟିକା ପିଲାଙ୍କୁ ମିଳିବ ମାଗଣା ୟୁନିଫର୍ମ: ପ୍ରତ୍ୟେକ ପିଲା ପାଇଁ ଖର୍ଚ୍ଚ ହେବ…

ଭୁବନେଶ୍ୱର,୨୦ା୮(ସୁଚିସ୍ମିତା ସାହୁ):ସରକାରୀ ବିଦ୍ୟାଳୟ ପ୍ରତି ପିଲାଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ଡ୍ରପ୍‌ଆଉଟ ହାର ରୋକିବା ସହ ପିଲାଙ୍କୁ ବିଦ୍ୟାଳୟମୁହଁା କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଶିଶୁ ବାଟିକା ଛାତ୍ରୀଛାତ୍ରଙ୍କୁ ମାଗଣାରେ ୟୁନିଫର୍ମ ପ୍ରଦାନ କରାଯିବ। ରାଜ୍ୟର ୪୫ ହଜାର ପ୍ରାଥମିକ ସ୍କୁଲରେ ଶିଶୁ ବାଟିକାରେ ନାମ ଲେଖାଇଥିବା ପିଲାଙ୍କୁ ୟୁନିଫର୍ମ ଓ ଅନ୍ୟାନ୍ୟ ଉପକରଣ ମାଗଣାରେ ଦିଆଯିବ। ଏ ବାବଦରେ ପ୍ରତ୍ୟେକ ପିଲାଙ୍କ ପିଛା ୧୦୦୦ ଟଙ୍କା ଲେଖାଏ ଖର୍ଚ୍ଚ ହେବ। ଏଥିଲାଗି ଆବଶ୍ୟକ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାଗନ୍ଦ ଗଣ୍ଡ ମଙ୍ଗଳବାର ସୂଚନା ଦେଇଛନ୍ତି।
ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୫ ହଜାର ପ୍ରାଥମିକ ସ୍କୁଲରେ ଶିଶୁ ବାଟିକା ଖୋଲାଯାଇଛି। ଏବେ ପିଲାଙ୍କୁ ସ୍କୁଲ ୟୁନିଫର୍ମ ସହିତ ଜୋତା, ମୋଜା, ଟ୍ରାକ୍‌ ପ୍ୟାଣ୍ଟ ମଧ୍ୟ ଦିଆଯିବ। ୩ ଲକ୍ଷ ୧୦ ହଜାର ୮୪୯ ପିଲାଙ୍କୁ ୟୁନିଫର୍ମ ଦିଆଯିବ। ପ୍ରତ୍ୟେକ ପିଲାଙ୍କ ସମସ୍ତ ଖର୍ଚ୍ଚ ବାବଦ ୧ ହଜାର ଟଙ୍କାର ବ୍ୟବସ୍ଥା କରାଯାଇଛି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଯୋଜନା ପ୍ରସ୍ତୁତ ହୋଇଛି। ଏହା ଦ୍ୱାରା ପିଲାମାନେ ସ୍କୁଲ ଛାଡ଼ିବାକୁ ମନା କରିବେ ନାହିଁ, ଯଦ୍ଦ୍ବାରା ଡ୍ରପ୍‌ଆଉଟ ହାର ବଢ଼ିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri