Posted inଖେଳ

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର ଅଧିନାୟକ ଶୁବମନ ଗିଲ୍‌ଙ୍କୁ ଦଳରୁ ବାଦ୍‌ ଦିଆଯାଇଛି। ଅନ୍ୟପକ୍ଷେ ଚୟନ କମିଟି ମୁଖ୍ୟ ଅଜିତ୍‌ ଅଗରକର ବାଦ ପଡିଥିବା ଗିଲ୍‌ଙ୍କୁ ନେଇ ମୁହଁ ଖୋଲିଛନ୍ତି।

ଅଗରକର କହିଛନ୍ତି, ଟେଷ୍ଟ ଏବଂ ଦିନିକିଆରେ ସ୍ଥିର ପ୍ରଦର୍ଶନ କରିଆସୁଥିବା ଗିଲ୍‌ ଟି୨୦ରେ ସଂଘର୍ଷ କରୁଥିବା ପରିଲକ୍ଷିତ ହୋଇଛି। ବିଶେଷକରି ଓପ୍‌ନିଂ ସ୍ଥାନରେ ସେ ଭାରତକୁ ଉପଯୁକ୍ତ ଆରମ୍ଭ ଦେବାରେ ଅସଫଳ ରହିଛନ୍ତି। ପାଓ୍ବାରପ୍ଲେରେ ତାଙ୍କ ଷ୍ଟ୍ରାଇକ୍‌ ହାର ମଧ୍ୟ ଭଲ ନାହିଁ। ଦକ୍ଷିଣ ଆଫ୍ରିକା ବିପକ୍ଷରେ ସେ ୩ଟି ଟି୨୦ ମ୍ୟାଚ୍‌ ଖେଳିଥିବା ବେଳେ ଯଥାକ୍ରମେ ୪, ୦ ଓ ୨୮ ରନ୍‌ କରିବାକୁ ସକ୍ଷମ ହୋଇଛନ୍ତି। ”ସାମ୍ପ୍ରତିକ ସମୟରେ ଗିଲ୍‌ ରନ୍‌ ସ୍କୋର କରିବାରେ ବିଫଳ ହୋଇଛନ୍ତି। ତେଣୁ ତାଙ୍କୁ ବିଶ୍ୱକପ୍‌ ଦଳରେ ସାମିଲ କରାଯାଇନାହିଁ“ ବୋଲି ଅଗରକର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୮ଘଣ୍ଟାରେ ମହଙ୍ଗା ମାଡ଼: ଏବେ ପେଟ୍ରୋଲ-ଗ୍ୟାସ୍‌ର ପାଳି, ପେଟ୍ରୋଲିୟମ ମନ୍ତ୍ରୀ ଦେଲେ ବଡ଼ ସୂଚନା…

ନୂଆଦିଲ୍ଲୀ,୧୪।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ବିଶ୍ୱ ତୈଳ ବଜାରରେ ବୃଦ୍ଧି ପାଉଥିବା ଅନିଶ୍ଚିତତା ମଧ୍ୟରେ, ଭାରତ ସରକାର ଗତ 48 ଘଣ୍ଟା ମଧ୍ୟରେ ତିନୋଟି…

ରାଜଧାନୀରେ ଲଜ୍ଜା: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣବଳାତ୍କାର, ପୀଡ଼ିତା କହିଲେ ୨ ଘଣ୍ଟା ଧରି…

ନୂଆଦିଲ୍ଲୀ,୧୪ା୫: ରାଜଧାନୀ ଦିଲ୍ଲୀର ରାଣୀବାଗ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଚଳନ୍ତା ସ୍ଲିପର ବସ୍‌ରେ ଜଣେ ୩୦ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର କରାଯାଇଛି। ପୀଡ଼ିତା ପୋଲିସକୁ…

ଖୁସି ଖବର, ବନ୍ଦ ହେବ ନାହିଁ LPG ସପ୍ଲାଇ, ଭାରତ ପ୍ରସ୍ତୁତ କଲା 40,000 କୋଟି ଟଙ୍କାର ପ୍ଲାନ

ନୂଆଦିଲ୍ଲୀ,୧୪।୫: ଭାରତରେ ଏକ ଲୋକପ୍ରିୟ କଥା ଅଛି ଯେ ଭବିଷ୍ୟତର ସମାଧାନ ପ୍ରାୟତଃ ଏକ ସଙ୍କଟ ଭିତରେ ଲୁଚି ରହିଛି; କେବଳ ଏହାକୁ ଖୋଜିବା ଆବଶ୍ୟକ। ଇରାନ…

ପବନରେ ଉଡିଗଲା ରେଳ ଷ୍ଟେଶନ ଆଜବେଷ୍ଟସ୍‌: କାମକୁ ନେଇ ଲୋକଙ୍କ ମନରେ ଉଠୁଛି ପ୍ରଶ୍ନ

ଲାଠୋର,୧୪/୫(ଭୁବନେଶ୍ୱର ବାରିକ): କାଳବୈଶାଖୀ ବଲାଙ୍ଗିର ଜିଲା ହରିଶଙ୍କର ରୋଡ ରେଳ ଷ୍ଟେଶନ ପ୍ଲାଟଫର୍ମରେ ଥିବା ସେଡର ଆଜବେଷ୍ଟସ ଉଡ଼ିବା ସହ ଲୁହା ପାଚେରି ଲେଉଟି ପଡ଼ିଥିବା ଗୁରୁବାର…

ଦିନକ ପରେ ସାବିତ୍ରୀ, ଜମୁଛି ଆମ୍ବ-ପଣସ ଆସର

ଗଞ୍ଜାମ,୧୪।୫(ବିଦ୍ୟାଧର ସାହୁ): ଦିନକ ପରେ ଅର୍ଥାତ ଶନିବାର ସମଗ୍ର ରାଜ୍ୟରେ ପାଳିତ ହେବ ସାବିତ୍ରୀ ଅମାବାସ୍ୟା l କେଉଁ ଆବାହନ କାଳରୁ ବାପାମା’ ଝିଅ ପାଇଁ ଭାର…

LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା, ଏହି ଜିନିଷର ବଢିଗଲା ଦାମ୍‌…

ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରକୃତରେ,…

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ: ନିଲମ କଲେଜ ଟପ୍ପର

ଲୋଇସିଂହା,୧୪।୫(ସୁଶାନ୍ତ ବାରୁକ): ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବଲାଙ୍ଗୀର ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ତଥା ବଲାଙ୍ଗୀର ଜେଆଇଟିମ କଲେଜ କଳା ବିଭାଗ…

ପେଟ୍ରୋଲ ଅଭାବ ଭିତରେ ଭୁବନେଶ୍ୱରରେ ବଦଳିଲା ତେଲଦର! ଜାଣନ୍ତୁ କ’ଣ ହୋଇଛି ପରିବର୍ତ୍ତନ

ନୂଆଦିଲ୍ଲୀ,୧୪।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri