କାହିଁକି ସଲ୍‌ମାନଙ୍କ ଫାର୍ମ ହାଉସ୍‌ ଛାଡିଲେ ଜ୍ୟାକଲିନ

ମୁମ୍ବାଇ: କରୋନା ଲକ୍‌ଡାଉନ ଆରମ୍ଭ ହେବା ପରଠାରୁ ବଲିଉଡ୍‌ ଦବଙ୍ଗ ସଲମାନ ଖାଁଙ୍କ ନିଜ ପରିବାରଙ୍କ ସହ ପନଓ୍ବେଲ ସ୍ଥିତ ଫାର୍ମ ହାଉସ୍‌ରେ ରହି ସମୟ ବିତାଉଛନ୍ତି। ତାଙ୍କ ସହ ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଡିଜ୍‌ ମଧ୍ୟ ରହିଆସୁଥିଲେ। କିନ୍ତୁ ଏବେ ଶୁଣିବାକୁ ମିଳୁଛି, ଜ୍ୟାକଲିନ ସଲମାନଙ୍କ ଫାର୍ମ ହାଉସ୍‌ ଛାଡିଦେଇଛନ୍ତି। ଆଉ ଏବେ ସେଠାରେ ସେ ରହୁନାହାନ୍ତି। ଜାଣିଛନ୍ତି କି ସେ ଏଭଳି କାହିଁକି କଲେ। ତାଙ୍କର ଏଭଳି କରିବା ପଛରେ ଏକ କାରଣ ରହିଛି। ସୂଚନା ମୁତାବକ ଜ୍ୟାକଲିନଙ୍କ ଜଣେ ନିକଟତର ସାଙ୍ଗ ମାନସିକ ବିସାଦଗ୍ରସ୍ତ ଥିବା ବେଳେ ସେ ମୁମ୍ବାଇରେ ଏକୁଟିଆ ରହୁଛନ୍ତି। ତେଣୁ ଏହି ସମୟରେ ସେ ନିଜ ସାଙ୍ଗକୁ ମାନସିକ ସ୍ତରରେ ସହଯୋଗ କରିବା ଲାଗି ଏବଂ ତାଙ୍କ ସହ ରହିବାକୁ ଜ୍ୟାକଲିନ ମୁମ୍ବାଇ ଚାଲିଆସିଛନ୍ତି ବୋଲି ଜଣାପଡ଼ିଛି। କରୋନା ଯୋଗୁ ମହାରାଷ୍ଟ୍ର ସରକାର ଲକ୍‌ଡାଉନ ଅବଧିକୁ ଜୁଲାଇ ୩୧କ ଯାଏଁ ବୃଦ୍ଧି କରିଛନ୍ତି। ଏଭଳି ସ୍ଥିତିରେ ସେ ବାହାରକୁ ବୁଲିବାକୁ ଯାଇପାରୁ ନ ଥିବା ବେଳେ ଘରେ ଏକୁଟିଆ ରହି କାଳେ ଆହୁରି ମାନସିକ ଅବସାଦକୁ ଚାଲିଯିବେ ସେଥିପାଇଁ ଜ୍ୟାକଲିନ ପନଓ୍ବେଲ ଛାଡି ଏଠାକୁ ପଳାଇ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri