କାହିଁକି ଇମୋଶନାଲ ହେଲେ କାଶ ପଟେଲଙ୍କ ଗର୍ଲ ଫ୍ରେଣ୍ଡ

ଓ୍ବାଶିଂଟନ,୨୨।୨: ଆମେରିକାର ଏଫବିଆଇ ନିର୍ଦ୍ଦେଶକ ଭାରତୀୟ ବଂଶୋଦ୍ଭବ କାଶ ପଟେଲ ଭଗବଦ ଗୀତାରେ ହାତ ରଖି ଶପଥ ନେଇଥିଲେ। ସମାରୋହ ସମୟରେ ତାଙ୍କ ପରିବାର ସଦସ୍ୟ ଏବଂ ତାଙ୍କ ପ୍ରେମିକା ସେଠାରେ ଉପସ୍ଥିତ ଥିଲେ। ଏହା ହ୍ବାଇଟ ହାଉସ କମ୍ପ୍ଲେକ୍ସର ଆଇଜେନହାୱର୍‌ ଏକଜିକ୍ୟୁଟିଭ ଅଫିସ ବିଲଡିଂ (EEOB) ରେ ଅନୁଷ୍ଠିତ ହୋଇଥିଲା। ଶପଥ ଗ୍ରହଣ ସମାରୋହ ସମୟରେ ତାଙ୍କ ପ୍ରେମିକା ଭାବପ୍ରବଣ ଦେଖାଯାଉଥିଲେ। ଯାହାକୁ ନେଇ ଏବେ ଖୁବ ଚର୍ଚ୍ଚା ହେଉଛି। ତେବେ ସେ କାହିଁକି ଏତେ ଇମୋଶନାଲ ହୋଇଥିଲେ ତାହା ଏବେ ପର୍ଯ୍ୟନ୍ତ ଜଣାପଡିନାହିଁ। ଆଲୋଚନା ହେଉଛି କି ସେ କାଶଙ୍କ ଖୁସିରେ ଆତ୍ମହରା ହୋଇଯାଇଥିଲେ।
ଆମେରିକାର ଆଟର୍ଣ୍ଣି ଜେନେରାଲ ପାମ ବାଣ୍ଡି ପଟେଲଙ୍କୁ ଗୀତାରେ ହାତ ରଖି ଶପଥ ନେବା ପାଇଁ ତାଙ୍କର ଡାହାଣ ହାତ ଉଠାଇବାକୁ କହିଥିଲେ। ପଟେଲ କହିଥିଲେ ଯେ ମୁଁ ଆମେରିକୀୟ ସ୍ବପ୍ନ ବଞ୍ଚୁଛି। ଯେଉଁମାନେ ଭାବୁଛନ୍ତି ଯେ ଆମେରିକୀୟ ସ୍ବପ୍ନ ମରିଗଲାଣି, ସେମାନେ ଏହାକୁ ଦେଖିବା ଉଚିତ।
‘ତୁମେ ଜଣେ ପ୍ରଥମ ପିଢ଼ିର ଭାରତୀୟ ପିଲାଙ୍କ ସହ କଥା ହେଉଛ ଯିଏ ଏହି ମହାନ ରାଷ୍ଟ୍ରର ଏକ ଗୁରୁତ୍ୱପୂର୍ଣ୍ଣ ସଂସ୍ଥାର ନେତୃତ୍ୱ ନେବାକୁ ଯାଉଛି। ଏହା ଅନ୍ୟ କୌଣସି ସ୍ଥାନରେ ଘଟିପାରିବ ନାହିଁ।’ ଏଫବିଆଇ ନିର୍ଦ୍ଦେଶକ କାଶ ପଟେଲ।

 


Enter your email to get our daily news in your inbox.

All Right Reserved By Dharitri.Com

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ୟୁପିଏସ୍‌ସି: କୃତକାର୍ଯ୍ୟଙ୍କୁ ଦ୍ୱିତୀୟ ପରୀକ୍ଷା ମନା, ଚେହେରା ଚିହ୍ନଟ’ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୫।୨: କେନ୍ଦ୍ର ଲୋକ ସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ ବୁଧବାର ସନ୍ଧ୍ୟାରେ ୨୦୨୬ ବର୍ଷ ପାଇଁ ସିଭିଲ୍‌ ସର୍ଭିସେସ୍‌ ଏକ୍‌ଜାମିନେଶନ୍‌ (ସିଏସ୍‌ଇ) ବିଜ୍ଞପ୍ତି ଜାରି କରାଯାଇଛି। ଏବର୍ଷ…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଖେମ୍‌ଚନ୍ଦ ସିଂ ମଣିପୁର ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୫।୨: ମଣିପୁରରେ ଜାରି ହୋଇଥିବା ରାଷ୍ଟ୍ରପତି ଶାସନ ବୁଧବାର ହଟିବା ପରେ ଭାଜପା ନେତୃତ୍ୱାଧୀନ ମେଣ୍ଟ ନେତା ୟୁମନାମ୍‌ ଖେମ୍‌ଚାନ୍ଦ ସିଂ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

‘ଭାରତ କାହାକୁ ଡରେନାହିଁ’: ଟ୍ରମ୍ପଙ୍କ ଟାରିଫ୍ ପରେ ଆମେରିକାକୁ ଏପରି କହିଥିଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୪ା୨: ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ନୂତନ ବାଣିଜ୍ୟ ଚୁକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ବ୍ଲୁମବର୍ଗର ଏକ ରିପୋର୍ଟ ଅନୁଯାୟୀ, ଭାରତ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri