କାହିଁକି କାର୍ତ୍ତିକ ପୂର୍ଣ୍ଣିମାରେ ହେଲା ମହାପ୍ରଭୁଙ୍କ ବଡ଼ ମହାସ୍ନାନ

ପୁରୀ,୨୫।୧୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମାରେ ବଡ଼ ମହାସ୍ନାନ ଅନୁଷ୍ଠିତ ହୋଇଛି l ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାର ଭିତର ପଟ ପାହାଚରେ ମଇଳା ପଡ଼ିଥିବା କାରଣରୁ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି କରାଯାଇଛି l କାର୍ତ୍ତିକପୂର୍ଣ୍ଣିମା ହେତୁ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିଲା । ମହାପ୍ରଭୁଙ୍କ ସୁନାବେଶ ଦେଖିବା ନିମନ୍ତେ ଭକ୍ତଙ୍କ ପ୍ରବଳ ଗହଳି ଲାଗିରହିଥିଲା । ତେବେ ଜୟ ବିଜୟ ଦ୍ୱାର ଭିତର ପାହାଚ ନିକଟରେ ମଇଳା ପଡ଼ିଥିବା ଦୃଷ୍ଟି ଗୋଚର ହେବାରୁ ବଡ଼ ମହାସ୍ନାନ କରାଯାଇଛି l ପ୍ରଥମ ଭୋଗମଣ୍ଡପ ଭୋଗଶେଷ ହେବା ପରେ ଭିତର କାଠ ଦର୍ଶନ ଆରମ୍ଭ ହୋଇଥିଲା l ସେହିସମୟରେ ଜୟ ବିଜୟ ଦ୍ୱାର ଭିତର ପଟ ପାହାଚରେ ମଇଳା ପଡ଼ିଥିବା ସେବାୟତଙ୍କ ଦୃଷ୍ଟି ଗୋଚର ହେବାରୁ ବଡ଼ ମହାସ୍ନାନ ହେଉଛି l ଏହି ବଡ଼ ମହାସ୍ନାନ ପ୍ରାୟ ପ୍ରାୟ ୨ଘଣ୍ଟା ଧରି ଅନୁଷ୍ଠିତ ହୋଇଥିଲା l ମହାସ୍ନାନ ପରେ ଚୂନ ପାଣି ପଡି ଶୋଧ କରାଯାଇ ଦର୍ଶନ ପୁନଃ ଆରମ୍ଭ ହୋଇଛି । ମହାସ୍ନାନ ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲ୍ଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ମଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri