Posted inଜାତୀୟ

‘ମହାତ୍ମା ଗାନ୍ଧୀଙ୍କୁ ନାଥୁରାମ ଗଡସେ କାହିଁକି ମାରିଥିଲେ,’ NCERT ସିଲାବସକୁ ନେଇ ତାତିଲେ ଓଓ୍ବାଇସି

ନୂଆଦିଲ୍ଲୀ,୧୪।୯: ଅଲ ଇଣ୍ଡିଆ ମଜଲିସ-ଏ-ଇତ୍ତେହାଦୁଲ ମୁସଲିମିନ (AIMIM) ମୁଖ୍ୟ ଏବଂ ହାଇଦ୍ରାବାଦର ଲୋକ ସଭା ଏମପି ଅସଦୁଦ୍ଦିନ ଓଓ୍ବାଇସି ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ (NCERT)ର ପାଠ୍ୟକ୍ରମ ପରିବର୍ତ୍ତନକୁ ନେଇ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ପୁସ୍ତକଗୁଡ଼ିକରେ ଇତିହାସ ପରିବର୍ତ୍ତନ କରାଯାଇଛି।
ଅସଦୁଦ୍ଦିନ ଓଓ୍ବାଇସି ହାଇଦ୍ରାବାଦରେ ଏକ କାର୍ଯ୍ୟକ୍ରମରେ କହିଥିଲେ ଯେ NCERTର ପାଠ୍ୟକ୍ରମ ପରିବର୍ତ୍ତନ କରି ଭାଜପା ମୁସଲମାନମାନଙ୍କୁ ବିଭାଜନ ପାଇଁ ଦାୟୀ କରିଛି, ଯେତେବେଳେ ଆମେ ବିଭାଜନ ପାଇଁ ଦାୟୀ ନୁହଁ। ଅସଦୁଦ୍ଦିନ ଓୱେସି ଦାବି କରିଥିଲେ ଯେ ବୀର ସାଭରକର ବିଭାଜନ ପାଇଁ ଦାୟୀ। ମାଉଣ୍ଟବ୍ୟାଟେନ ଏବଂ ସେତେବେଳର କଂଗ୍ରେସ ସରକାର ବିଭାଜନ ପାଇଁ ଦାୟୀ।
AIMIM ସୁପ୍ରିମୋ ଭାରତ-ପାକିସ୍ତାନ ବିଭାଜନ ବିଷୟରେ କହିଥିଲେ ଯେ ଆମେ କେଉଁଠି ଦାୟୀ। ଏହି ଲୋକମାନେ ମିଛ କହୁଛନ୍ତି। ସେ ପ୍ରଶ୍ନ ଉଠାଇଥିଲେ ଯେ କେହି ମୋତେ କୁହନ୍ତୁ ଯେ ସେତେବେଳେ କେତେ ମୁସଲମାନଙ୍କୁ ଭୋଟ ଦେବାର ଅଧିକାର ଥିଲା। ଯେଉଁମାନେ ଜାଗିରଦାର, ନବାବ ଥିଲେ, ଯେଉଁମାନଙ୍କର ସେତେବେଳେ ଏତେ ସମ୍ପତ୍ତି କିମ୍ବା ଡିଗ୍ରୀ ଥିଲା, କେବଳ ସେହି ଲୋକମାନେ ହିଁ ଭୋଟ ଦେଇପାରିବେ। ଏବେ ଆମକୁ ଦୋଷ ଦେବା ବନ୍ଦ କରନ୍ତୁ।
ଏହା ବ୍ୟତୀତ ଅସଦୁଦ୍ଦିନ ଓଓ୍ବାଇସି କହିଛନ୍ତି ଯେ ଗଡସେ ମହାତ୍ମା ଗାନ୍ଧୀଙ୍କୁ କାହିଁକି ହତ୍ୟା କରିଥିଲେ ତାହାର କାରଣକୁ ମଧ୍ୟ NCERT ପାଠ୍ୟକ୍ରମରୁ ହଟାଇ ଦିଆଯାଇଛି। ସେ ଆହୁରି କହିଛନ୍ତି ଯେ ଏସବୁ ପରେ ମଧ୍ୟ କେବଳ ମୁସଲମାନମାନଙ୍କୁ ପାଠ ପଢ଼ାଇବା କଥା କୁହାଯାଉଛି, ସମସ୍ତ ଦୋଷ ଆମ ଉପରେ ଲଗାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri