Posted inଖେଳ

ସେଦିନ କାହିଁକି ହାତ ଯୋଡି ଥିଲେ ସଚିନ ତେନ୍ଦୁଲକର

କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ରମେଶ ତେନ୍ଦୁଲକରଙ୍କୁ କ୍ରିକେଟରେ ସର୍ବଶ୍ରେଷ୍ଠ ହେବା ପାଇଁ ଅନେକ ସଂଘର୍ଷ କରିବାକୁ ପଡିଥିଲା। ଏକଦା କ୍ରିକେଟ୍‌ ଦୁନିଆରେ ରାଜ୍‌ କରୁଥିବା ସଚିନ ପୂର୍ବରୁ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍‌ ଥିଲେ। ଏଥିରେ ତାଙ୍କୁ ଏତେଟା ସଫଳତା ମିଳିଥିଲା। ସେ ଓପନିଂ କରିବାକୁ ଇଚ୍ଛା ପ୍ରକାଶ କରିଥିଲେ। କିନ୍ତୁ ତାଙ୍କୁ ଦିଆଯାଉ ନ ଥିଲା। ବାଧ୍ୟ ହୋଇ ସେ ଚୟନକର୍ତ୍ତାଙ୍କ ନିକଟରେ ହାତଯୋଡି କହିଥିଲେ, ଦୟାକରି ମୋତେ ଓପନିଂ ଦିଆଯାଉ। ମୋତେ ଥରୁଟିଏ ଏହି ସୁଯୋଗ ଦିଆଯାଉ, ଯଦି ମୁଁ ଏଥିରେ ବିଫଳ ହେବି ତେବେ ଆଗ ଭଳି ମଧ୍ୟକ୍ରମରେ ବ୍ୟାଟିଂ କରିବି। ଶେଷରେ ୧୯୯୪ରେ ସେ ଭାରତୀୟ ଦଳ ପାଇଁ ପ୍ରଥମେ ଓପନିଂ କରିବାର ସୁଯୋଗ ମିଳିଥିଲା। ନ୍ୟୁଜିଲାଣ୍ଡ ବିପକ୍ଷ ଉକ୍ତ ମ୍ୟାଚରେ ସେ ୪୯ଟି ବଲରୁ ୮୨ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଷ୍ଟ୍ରେଲିଆନ୍‌ ଓପନ୍‌: ଡୋଡିଗ୍‌- ପୋଲାସେକ ଚାମ୍ପିୟନ

ମେଲବୋର୍ନ,୨୨।୨(ଏପି): ଅଷ୍ଟ୍ରେଲିଆନ ଓପନ୍‌ ପୁରୁଷ ଡବଲ୍ସ ମୁକାବିଲାରେ କ୍ରୋଏସିଆର ଇଭାନ ଡୋଡିଗ ଓ ସ୍ଲୋଭାକିଆର ଫିଲିପ୍‌ ପୋଲାସେକ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛନ୍ତି। ରବିବାର...

ରୋହିତଙ୍କ ବଡ଼ ବୟାନ

ଆବୁଧାବି,୪।୧୧: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ବୁଧବାର ଭାରତ ବିଜେତା ହୋଇଛି। ଏହି ମ୍ୟାଚ୍‌ରେ ଭାରତର ଓପନର ରୋହତି ଶର୍ମା ଉଲ୍ଲେଖନୀୟ...

ଆସନ୍ତା ବର୍ଷ ଆଇପିଏଲ୍‌ରେ ଏଣ୍ଟ୍ରି କରିବେ ୨ ନୂଆ ଟିମ୍‌ ! ବିସିସିଆଇ ବୈଠକରେ ନିଆଯାଇପାରେ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୧୨: ଆସନ୍ତା ବର୍ଷ ଆଇପିଏଲରେ ୨ ନୂତନ ଦଳ ଭାଗ ନେଇପାରନ୍ତି। ବିସିସିଆଇ ନିଜର ବାର୍ଷିକ ବୈଠକ(ଏଜିଏମ୍‌)ର ଏଜେଣ୍ଡାରେ ନୂଆ ଦଳକୁ ସାମିଲ କରିବାର ମୁଦ୍ଦା...

ହନୁମା ବିହାରୀ ‘କ୍ରିକେଟର୍‌ ହତ୍ୟାକାରୀ’

କୋଲକତା,୧୨।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫିର ତୃତୀୟ ମ୍ୟାଚ୍‌ ବିନା ହାର୍‌ ଜିତ୍‌ରେ ଶେଷ ହୋଇଛି। ୪୦୭ ରନ୍‌ର ବିଜୟ ଲକ୍ଷ୍ୟ...

ଭଣଜାଙ୍କ ଉପରେ ରାଗିଗଲେ ଗୋବିନ୍ଦା

ବଲିଉଡର ଭେଟେରାନ ଅଭିନେତା ଗୋବିନ୍ଦା ଏବେ ତାଙ୍କ ଭଣଜା ତଥା କମେଡିଆନ କୃଷ୍ଣା ଅଭିଷେକଙ୍କ ମଧ୍ୟରେ ମନୋମାଳିନ୍ୟ ହୋଇଛି। ଏବେ ଭଣଜାଙ୍କ ପରିବାରଠାରୁ ଦୂରେଇ ରହିବାକୁ...

କେଦାର ଯାଦବ କାହିଁକି ବ୍ୟାଟିଂ କରୁନାହାନ୍ତି ସିବିଆଇ ଯାଞ୍ଚ୍‌ କରାଯାଉ

ଆଇପିଏଲ ୨୦୨୦ରେ ଚେନ୍ନାଇ ସୁପର କିଙ୍ଗ୍ସ ଏପର୍ଯ୍ୟନ୍ତ ୬ଟି ମ୍ୟାଚ୍‌ ଖେଳି ୪ଟିରେ ପରାଜୟର ସମ୍ମୁଖୀନ ହୋଇଛି। ବୁଧବାର କୋଲକାତା ନାଇଟ ରାଇଡର୍ସଠାରୁ ଦଳ ୧୦...

ଭାରତ ବିପକ୍ଷ ଟେଷ୍ଟ ସିରିଜ: ନ୍ୟୁଜିଲାଣ୍ଡ ଦଳକୁ ବୋଲ୍ଟଙ୍କ ପ୍ରତ୍ୟାବର୍ତ୍ତନ

ଓ୍ବେଲିଂଟନ,୧୭।୨: ଆଗାମୀ ଭାରତ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଏକ ୧୩ ଜଣିଆ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଅଭିଜ୍ଞ ଦ୍ରୁତ...

ଚତୁର୍ଥ ଦିନରେ ଫିଲ୍ଡିଂ କରିବାକୁ ଆସିଲେନି ଶୁଭମନ? ବିସିସିଆଇ କହିଲା…

ଚେନ୍ନାଇ,୧୬।୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ଚତୁର୍ଥ ଦିନରେ ଫିଲ୍ଡିଂ କରିବାକୁ ଆସି ନ ଥିଲେ ଯୁବ ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲ। ଏହା ପଛର କାରଣ...

Advertisement


Archives

Model This Week