Posted inଖେଳ

ସେଦିନ କାହିଁକି ହାତ ଯୋଡି ଥିଲେ ସଚିନ ତେନ୍ଦୁଲକର

କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ରମେଶ ତେନ୍ଦୁଲକରଙ୍କୁ କ୍ରିକେଟରେ ସର୍ବଶ୍ରେଷ୍ଠ ହେବା ପାଇଁ ଅନେକ ସଂଘର୍ଷ କରିବାକୁ ପଡିଥିଲା। ଏକଦା କ୍ରିକେଟ୍‌ ଦୁନିଆରେ ରାଜ୍‌ କରୁଥିବା ସଚିନ ପୂର୍ବରୁ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍‌ ଥିଲେ। ଏଥିରେ ତାଙ୍କୁ ଏତେଟା ସଫଳତା ମିଳିଥିଲା। ସେ ଓପନିଂ କରିବାକୁ ଇଚ୍ଛା ପ୍ରକାଶ କରିଥିଲେ। କିନ୍ତୁ ତାଙ୍କୁ ଦିଆଯାଉ ନ ଥିଲା। ବାଧ୍ୟ ହୋଇ ସେ ଚୟନକର୍ତ୍ତାଙ୍କ ନିକଟରେ ହାତଯୋଡି କହିଥିଲେ, ଦୟାକରି ମୋତେ ଓପନିଂ ଦିଆଯାଉ। ମୋତେ ଥରୁଟିଏ ଏହି ସୁଯୋଗ ଦିଆଯାଉ, ଯଦି ମୁଁ ଏଥିରେ ବିଫଳ ହେବି ତେବେ ଆଗ ଭଳି ମଧ୍ୟକ୍ରମରେ ବ୍ୟାଟିଂ କରିବି। ଶେଷରେ ୧୯୯୪ରେ ସେ ଭାରତୀୟ ଦଳ ପାଇଁ ପ୍ରଥମେ ଓପନିଂ କରିବାର ସୁଯୋଗ ମିଳିଥିଲା। ନ୍ୟୁଜିଲାଣ୍ଡ ବିପକ୍ଷ ଉକ୍ତ ମ୍ୟାଚରେ ସେ ୪୯ଟି ବଲରୁ ୮୨ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ୟୁରୋକପ୍‌ ଫୁଟ୍‌ବଲ ଉଦ୍‌ଘାଟିତ

ରୋମ୍‌,୧୩।୬(ଏପି): କୋଭିଡ୍‌-୧୯ ସାରା ବିଶ୍ୱକୁ ପ୍ରଭାବିତ କରିବା ପରେ ପ୍ରଥମଥର ପାଇଁ କୌଣସି ବୃହତ୍‌ ସ୍ପୋଟର୍‌ସ ଇଭେଣ୍ଟ ଆରମ୍ଭ ହୋଇଛି। ୟୁରୋପ ମହାଦେଶର ସର୍ବବୃହତ୍‌ ଫୁଟ୍‌ବଲ...

ବୋଲରଙ୍କ ଭରସାରେ ଦିଲ୍ଲୀ କ୍ୟାପିଟାଲ୍ସ

ମୁମ୍ବାଇ, ୧୫ା୪- ରିଷଭ ପନ୍ତଙ୍କ ନେତୃତ୍ୱାଧୀନ ଦିଲ୍ଲୀ କ୍ୟାପିଟାଲ୍ସ ବର୍ତ୍ତମାନ ବୋଲରଙ୍କ ଭରସାରେ। ଆମନ୍ତ୍ରଣ ପାଇଁ ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ଶେଷ ପର୍ଯ୍ୟନ୍ତ ଖେଳି...

ଇଣ୍ଡିଆନ ପ୍ରିମିୟର ଲିଗ୍‌: ମୁମ୍ବାଇକୁ ସ୍ପିନର ଚିନ୍ତା

ମୁମ୍ବାଇ,୧।୪(ପି.ଟି.): ୫ଥର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଟାଇଟଲ ହାସଲ କରିଥିବା ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ଏକାଧିକ ତାରକା ବ୍ୟାଟ୍ସମ୍ୟାନ ତଥା ପାଓ୍ବାର ହିଟର ଓ...

ରାଣୀ ଅଧିନାୟିକା, ଦୀପ୍‌ଗ୍ରେସ୍‌ ଓ ସବିତା ଉପଅଧିନାୟିକା

ନୂଆଦିଲ୍ଲୀ, ୨୨ା୬ (ପି.ଟି.)-ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ସୋମବାର ଷ୍ଟ୍ରାଇକର ହରିୟାଣାର ରାଣୀ ରାମପାଲ ଅଧିନାୟିକା ଏବଂ ଓଡ଼ିଶାର...

ମେଣ୍ଡିସଙ୍କ ଶତକ: ଦ୍ୱିତୀୟ ଟେଷ୍ଟ ଡ୍ର

ହରାରେ, ୧ା୨ (ଏଏଫ୍‌ପି)-ଶ୍ରୀଲଙ୍କା ବ୍ୟାଟ୍ସମ୍ୟାନ କୁସାଲ ମେଣ୍ଡିସ (୧୧୬*)ଙ୍କ ଅପରାଜିତ ଶତକ ଯୋଗୁ ଶ୍ରୀଲଙ୍କା ସ୍ଥାନୀୟ ହରାରେ ସ୍ପୋଟର୍‌ସ କ୍ଲବଠାରେ ଚାଲିଥିବା ଦ୍ୱିତୀୟ କ୍ରିକେଟ ଟେଷ୍ଟ...

ଆଇପିଏଲ୍‌ ଫାଇନାଲକୁ ୨୦୦୩ ବିଶ୍ୱକପ୍‌ ସହ ତୁଳନା କରୁଛନ୍ତି ପ୍ରଶଂସକ, ଜାଣନ୍ତୁ କାହିଁକି

ଆଇପିଏଲ ୨୦୨୦ରେ ରିକି ପଣ୍ଟିଂଙ୍କ କୋଚିଂରେ ଦିଲ୍ଲୀ କ୍ୟାପିଟାଲ୍ସ ଫାଇନାଲରେ ପ୍ରବେଶ କରିଛି ଏବଂ ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ ସହିତ ମୁହାଁମୁହିଁ ହେବ। ଦିଲ୍ଲୀ କ୍ୟାପିଟାଲ୍ସ...

ଆଇପିଏଲରେ ଖେଳିଥିବା ଖେଳାଳିଙ୍କୁ ଡବ୍ଲୁଟିସି ଫାଇନାଲରେ ଫାଇଦା ମିଳିବ: ପୂର୍ବତନ ଅଷ୍ଟ୍ରେଲୀୟ ଖେଳାଳି

ନୂଆଦିଲ୍ଲୀ,୨।୬: ବିଶ୍ୱ ଟେଷ୍ଟ ଚାମ୍ପିୟନସିପ (ଡବ୍ଲୁଟିସି)ର ଫାଇନାଲ ମ୍ୟାଚ ଜୁନ ୭ରୁ ଲଣ୍ଡନର ଓଭାଲ ଗ୍ରାଉଣ୍ଡରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ। ଏହି ମ୍ୟାଚରେ...

ରବିବାର ନ୍ୟୁଜିଲାଣ୍ଡ ବିପକ୍ଷରେ ଦ୍ୱିତୀୟ ଟି୨୦ ଖେଳିବ ଭାରତ; ଏମିତି ହୋଇପାରେ ସମ୍ଭାବ୍ୟ ଏକାଦଶ

ନୂଆଦିଲ୍ଲୀ,୧୯।୧୧: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟି୨୦ ରବିବାର ଖେଳାଯିବ। ଏହି ମ୍ୟାଚ୍‌ରେ ବର୍ଷା ବାଧକ ସାଜିପାରେ ବୋଲି କୁହାଯାଉଥିବା ବେଳେ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ...

Advertisement
Archives

Model This Week