Posted inଫୁରସତ

ବନବାସ ସମୟରେ ସୀତା କାହିଁକି ପିନ୍ଧୁଥିଲେ ହଳଦୀ ରଙ୍ଗର ବସ୍ତ୍ର, ଏହା ପଛରେ ଥିବା କାରଣ ଜାଣନ୍ତୁ

ପ୍ରଭୁ ରାମଚନ୍ଦ୍ର, ମାତା ସୀତା ଏବଂ ଲକ୍ଷ୍ମଣ ବନବାସ ସମୟରେ କେବଳ ହଳଦୀ ରଙ୍ଗର ବସ୍ତ୍ର ଧାରଣ କରିଥିଲେ। କାହିଁକି ଜାଣନ୍ତି? ଯଦି ନା ତେବେ ଏହି ରଙ୍ଗ ପଛରେ ଏକ ବଡ଼ କାରଣ ରହିଛି। ଜାଣନ୍ତୁ ଏ ସମ୍ପର୍କରେ…
ପ୍ରଭୁ ରାମଚନ୍ଦ୍ରଙ୍କୁ ଦୀର୍ଘ ୧୪ ବର୍ଷ ବନବାସ ପାଇଁ ଆଦେଶ ମିଳିଥିଲା। ଏହା ପରେ ମାତା ସୀତା ମଧ୍ୟ ତାଙ୍କ ସହିତ ଯିବା ପାଇଁ ନିଷ୍ପତ୍ତି ନେଇଥିଲେ। ବନବାସର ମୁଖ୍ୟ ଉଦ୍ଦେଶ୍ୟ ହେଲା ସବୁ ମୋହମାୟା, ଧନ, ସମ୍ପତ୍ତି ତ୍ୟାଗ କରିବା। ପ୍ରଭୁ ରାମଚନ୍ଦ୍ର, ମାତା ସୀତା ଏବଂ ଲକ୍ଷ୍ମଣ ସମସ୍ତ ରାଜକୀୟ ବେଶ ପରିତ୍ୟାଗ କରି ହଳଦୀ ରଙ୍ଗର କପଡ଼ା ପିନ୍ଧି ବନବାସରେ ବାହାରିଥିଲେ। ସାଧୁସନ୍ଥମାନେ ମଧ୍ୟ ଗେରୁଆ ରଙ୍ଗର କପଡ଼ା ପରିଧାନ କରିଥାନ୍ତି। ଗେରୁଆ ରଙ୍ଗର ଅର୍ଥ ସଂସାର ତ୍ୟାଗ। ଗେରୁଆ କେବଳ ଗୃହତ୍ୟାଗୀ ନୁହଁ ଗୃହସ୍ଥ ଜୀବନ ମଧ୍ୟ ଛାଡ଼ିବାକୁ ପଡ଼ିଥାଏ। ରାମସୀତା ସନ୍ନ୍ୟାସ ନେଇ ନ ଥିଲେ। କେବଳ ବଚନବଦ୍ଧ ଯୋଗୁ ସେ ବନବାସ ଯାଇଥିଲେ। ତେଣୁ ତାଙ୍କୁ ଗେରୁଆ ବଦଳରେ ହଳଦିଆ ରଙ୍ଗର ବସ୍ତ୍ରକୁ ଚୟନ କରିଥିଲେ।

ଭାରତୀୟ ସଂସ୍କୃତି ତଥା ହିନ୍ଦୁଧର୍ମରେ ଗେରୁଆ ଏବଂ ହଳଦୀ ରଙ୍ଗର ସ୍ବତନ୍ତ୍ରତା ରହିଛି। ଧାର୍ମିକ ଏବଂ ମହତ୍ତ୍ୱପୂର୍ଣ୍ଣ କାମରେ ଏହି ଦୁଇ ରଙ୍ଗର ବ୍ୟବହାର ପ୍ରଥମେ କରାଯାଇଥାଏ। ଏହି ଦୁଇ ରଙ୍ଗ ଦେବତାମାନଙ୍କର ମଧ୍ୟ ପ୍ରିୟ ରଙ୍ଗ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri