Posted inଜାତୀୟ

‘୪୦ ଲକ୍ଷ ହିସାବରେ କିଣା ଯାଇଥିଲେ ୪ ଏମପି’, କ୍ୟାଶ ଫର ଭୋଟ ଅଭିଯୋଗ ଉପରେ ସୁପ୍ରିମକୋର୍ଟରେ କାହିଁକି ଆବଶ୍ୟକ ପଡିଲା ପୁଣି ଶୁଣାଣି

ନୂଆଦିଲ୍ଲୀ,୨୧।୯: ସୁପ୍ରିମକୋର୍ଟର ସାମ୍ବିଧାନିକ ବେଞ୍ଚ ୧୯୯୩ ଭୋଟ (ନୋଟ ବଦଳରେ ଭୋଟ) ମାମଲାର ଶୁଣାଣି କରିବ। ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୁଡଙ୍କ ନେତୃତ୍ୱରେ ଗଠିତ ୫ସଦସ୍ୟ ବିଶିଷ୍ଟ ସମ୍ବିଧାନ ବେଞ୍ଚ ଏହାକୁ ୭ଜଣ ବିଚାରପତିଙ୍କ ବେଞ୍ଚକୁ ସ୍ଥାନାନ୍ତର କରିଛନ୍ତି। ଏମପି କିମ୍ବା ବିଧାୟକମାନେ ଯଦି ଗୃହରେ ଭୋଟ କିମ୍ବା ଭାଷଣ ପାଇଁ ଲାଞ୍ଚ ନିଅନ୍ତି ତେବେ ସୁପ୍ରିମକୋର୍ଟ ପୁନର୍ବାର ନିଷ୍ପତ୍ତି ନେବେ କି ନା ବୋଲି ପ୍ରଶ୍ନ ଉଠିଛି।

ଭୋଟ ପାଇଁ ନୋଟ ପ୍ରଥମ ମାମଲା ନରସିଂହ ରାଓ ସରକାର ସମୟରେ ସାମ୍ନାକୁ ଆସିଥିଲା। ତା’ପରେ ଭାଜପା ଅଭିଯୋଗ କରିଥିଲା ଯେ ୧୯୯୩ରେ ରାଓ ସରକାରଙ୍କୁ ବଞ୍ଚାଇବା ପାଇଁ ଏମପିମାନଙ୍କୁ ୪୦ଲକ୍ଷ ଟଙ୍କା ଲାଞ୍ଚ ଦେଇଥିଲେ। ୧୯୯୮ରେ ସୁପ୍ରିମକୋର୍ଟ ଏହି ମାମଲାକୁ ପ୍ରତ୍ୟାଖ୍ୟାନ କରିଥିଲେ।
ଧାରା ୧୦୫(୨) କୁ ଦର୍ଶାଇ ସୁପ୍ରିମକୋର୍ଟ କହିଛନ୍ତି ଯେ ଏମପି କିମ୍ବା ବିଧାୟକମାନେ ଭୋଟ ଦେବା ପାଇଁ ସମ୍ପୂର୍ଣ୍ଣ ମୁକ୍ତ। କୌଣସି କୋର୍ଟରେ ସେମାନଙ୍କ ବିରୋଧରେ କୌଣସି ମାମଲା ଦାୟର କରାଯାଇପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଦେବେ ଆଡ୍‌ମିଶନ ଫି’, ଛାତ୍ରୀଛାତ୍ର ଭରିବେ ପରୀକ୍ଷା ଫି’

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନାରେ ନିୟମିତ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଓ ପୁନଃନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଧାରିତ ଫି’…

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri