Advertisement

ବସ୍ତ୍ରହରଣ ସିନ୍‌ରେ କାହିଁକି କାନ୍ଦିଲେ ଏହି ଅଭିନେତ୍ରୀ

ରୁପା ଗାଙ୍ଗୁଲି ଜଣେ ଅଭିନେତ୍ରୀ ବ୍ୟତୀତ ଭଲ ଗାୟିକା। ସେ ୧୯୮୮ରେ ବି.ଆର ଚୋପ୍ରାଙ୍କ ମହାଭାରତରେ ଦ୍ରୌପଦୀଙ୍କ ଭୂମିକାରେ ଅଭିନୟ କରିଥିଲେ। ସେହି ସମୟରେ ମହାଭାରତର ଦ୍ରୌପଦୀଙ୍କ ବସ୍ତ୍ରହରଣ ସିନ କରିବା ସମୟରେ ରୁପା କାନ୍ଦି ପକାଇଥିଲେ।

ରୁପା ଶୁଟିଂ ସେଟ୍‌ରେ ଏତେ କାନ୍ଦିଲେ ଯେ, ମେକର୍ସ ଏବଂ ତାରକାମାନେ ଦୀର୍ଘ ସମୟ ପର୍ଯ୍ୟନ୍ତ ଚୁପ ରହିଥିଲେ। ଜଣେ ଅଭିନେତ୍ରୀ ଭାବରେ ରୁପା ଏହି ଦୃଶ୍ୟକୁ ଏତେ ଭଲ ଭାବରେ ଅଭିନୟ କରିଥିଲେ ଯେ, ଏହାକୁ ଗୋଟିଏ ଥର ଶୁଟ୍‌ କରାଯାଇଥିଲା। ସେ ଏଥିରେ କୌଣସି ରିଟେକ୍‌ ନେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୋଛକିରେ କ୍ରିତି

କ୍ରିତି ସାନନ ଏବେ ଦୋଛକିରେ ପଡ଼ିଯାଇଛନ୍ତି। କାରଣ ତାଙ୍କୁ ମିଳିଥିବା ଏକ ନୂଆ ଅଫରରେ ସେ ଦୁଇଟି ଭୂମିକାରେ ଅଭିନୟ କରିବେ। ସେଥିରେ ପୁଣି ଗୋଟିଏ...

କାନ୍ଦିଲେ ଅନୁଷ୍କା

ମୁମ୍ବାଇ: ବଲିଉଡ୍‌ ନାୟିକା ତଥା କ୍ରିକେଟର ବିରାଟ କୋହଲିଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ବିବାହ ପରଠାରୁ ବଡ ପରଦାଠାରୁ ଦୂରେଇ ରହିଥିବା ଦେଖାଯାଏ। ହେଲେ ସେ...

କରେନା ପଜିଟିଭ୍‌ ସ୍ତ୍ରୀଙ୍କ ଏଭଳି ଅବସ୍ଥା ଦେଖି ସାରା ରାତି କାନ୍ଦିଲେ ଏହି ଅଭିନେତା

ବମ୍ବେ: ଅଭିନେତା ହିମାଂଶୁ ସୋନୀଙ୍କ ସ୍ତ୍ରୀ ଶୀତଲ ସିଂ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏବେ ସେ ସୁସ୍ଥ ଥିବା ଜଣାପଡ଼ିଛି। ହେଲେ ସଂକ୍ରମିତ ହେବା...

ମଣିରତ୍ନମଙ୍କ ଫିଲ୍ମରେ ଐଶ୍ୱର୍ଯ୍ୟା

ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଓ ଫିଲ୍ମ ନିର୍ଦ୍ଦେଶକ ମଣିରତ୍ନମଙ୍କ ଯୋଡି ଅନେକ ବର୍ଷ ପରେ ପୁଣି ଥରେ ପରଦାରେ ପ୍ରତ୍ୟାବର୍ତ୍ତନ କରୁଛନ୍ତି। ମଣିରତ୍ନମଙ୍କର ଆଗାମୀ ତାମିଲ...

ରଣବୀରଙ୍କୁ ଐଶ୍ୱର୍ଯ୍ୟାଙ୍କ ଝିଅ ଜାବୁଡ଼ି ଧରିବାରୁ ଏମିତି ଥିଲା ଅଭିଷେକଙ୍କ ପ୍ରତିକ୍ରିୟା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ରଣବୀର କପୁର ଦୀର୍ଘଦନ ଦିନ ଧରି ଭଲ ବନ୍ଧୁ ଥିଲେ। ଦୁଇଜଣ ମିଶି କରଣ ଜୋହରଙ୍କ...

ଧନୁଷ -ଐଶ୍ୱର୍ଯ୍ୟା ଲଭ ଷ୍ଟୋରୀ: ଜାଣନ୍ତୁ କିପରି ହୋଇଥିଲା ପ୍ରେମ

ସାଉଥ ସୁପରଷ୍ଟାର ଧନୁଷ ଏବଂ ଐଶ୍ୱର୍ଯ୍ୟା ରଜନୀକାନ୍ତ ସେମାନଙ୍କର ୧୮ ବର୍ଷର ବିବାହ ସମ୍ପର୍କକୁ ସମାପ୍ତ କରିଛନ୍ତି। ତେବେ ଦିନେ ଉଭୟଙ୍କ ପ୍ରେମ ସମ୍ପର୍କକୁ ନେଇ...

କେଜିଏଫ୍‌-୨ ପାଇଁ କିଏ ନେଇଛନ୍ତି କେତେ ଟଙ୍କା

କେଜିଏଫ୍‌-୧ର ସଫଳତା ପରେ ଦର୍ଶକ ଏହି ଫିଲ୍ମର ଦ୍ୱିତୀୟ ଭାଗକୁ ଦେଖିବା ପାଇଁ ଚାହିଁ ବସିିଛନ୍ତି। ୨୦୧୮ରେ ଏହି ଫିଲ୍ମର ପ୍ରଥମ ଭାଗ ରିଲିଜ ହୋଇଥିଲା।...

ଏହି ଅଭିନେତ୍ରୀଙ୍କ ମୃତ୍ୟୁକୁ ନେଇ ଭବିଷ୍ୟବାଣୀ କରିଥିଲେ ଜ୍ୟୋତିଷ, ଯାହା କହିଥିଲେ ହୋଇଥିଲା ସତ

୧୯୯୯ ମସିହାରେ ମୁକ୍ତିଲାଭ କରିଥିବା ‘ସୂର୍ଯ୍ୟବଂଶମ’ ଫିଲ୍ମରେ ଅମିତାଭ ବଚ୍ଚନଙ୍କ ନାୟିକା ଭୂମିକାରେ ଅଭିନୟ କରିଥିବା ଅଭିନେତ୍ରୀ ସୌନ୍ଦର୍ଯ୍ୟାଙ୍କୁ ଦର୍ଶକ ଖୁବ ପସନ୍ଦ କରିଥିଲେ। ସୌନ୍ଦର୍ଯ୍ୟା...

Advertisement
Archives

Model This Week