Posted inଖେଳ

କାହିଁକି ଟି-୨୦ ବିଶ୍ୱକପ ଦଳରେ ରାହୁଲଙ୍କୁ ମିଳିଲାନି ସ୍ଥାନ, କାରଣ କହିଲେ ଅଜିତ ଅଗରକର

ମୁମ୍ବାଇ,୨ା୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ ପାଇନଭର୍ଟ ୧୫ ଜଣିଆ ଦଳ ଘୋଷଣା କରିଛି। ଏଥିରେ ପ୍ରାରମ୍ଭିକ ବ୍ୟାଟର ତଥା ୱିକେଟ୍ କିପର କେଏଲ ରାହୁଲଙ୍କୁ ସ୍ଥାନ ମିଳିନାହିଁ। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଗୁରୁବାର ବିସିସିଆଇର ମୁଖ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ରାହୁଲ ଚୟନ ନ ହେବାର କାରଣ କହିଛନ୍ତି।

ଅଜିତ ଅଗରକର କହିଛନ୍ତି “ରାହୁଲ ଟପ୍ ଅର୍ଡରରେ ବ୍ୟାଟିଂ କରୁଛନ୍ତି, ଆମେ ମଧ୍ୟମ ଅର୍ଡର ୱିକେଟ୍ କିପର ଖୋଜୁଥିଲୁ। ସଞ୍ଜୁଙ୍କ ନିମ୍ନ କ୍ରମରେ ବ୍ୟାଟିଂ କରିବାର କ୍ଷମତା ଅଛି ବୋଲି ଅନୁଭବ କରୁଛୁ। କଥା ହେଉଛି ଆମକୁ କେଉଁ ସ୍ଥାନରେ କେଉଁ ଖେଳାଳି ଆବଶ୍ୟକ, ଫଳରେ ଆମେ ପନ୍ତ ଏବଂ ସାମସନଙ୍କୁ ଚୟନ କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବ୍ୟବସାୟୀଙ୍କ ଘରୁ ଲୁଟ୍‌: ୫ ବର୍ଷ ପରେ ତାମିଲନାଡୁରୁ ଗିରଫ ହେଲେ ଦମ୍ପତି

ମାଲକାନଗିରି,୨୯ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସଦର ମହକୁମାର ଏକ ସୁନା ବ୍ୟବସାୟୀଙ୍କ ଘରୁ ଅଳଙ୍କାର ଚୋରି ମାମଲାରେ ତାମିଲନାଡୁର ଏକ ଦମ୍ପତି ଗିରଫ ହୋଇଛନ୍ତି।ଏନେଇ ମାଲକାନଗିରି ଏସ୍‌ପି ବିନୋଦ…

ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି…

ଗୋଟିଏ ବୟାନରେ ଦୋହଲିଗଲା ଢାକାରୁ ନୂଆଦିଲ୍ଲୀ! ବାଂଲାଦେଶ ଫେରିବାକୁ କାହିଁକି ଜିଦ୍‌ ଧରିଛନ୍ତି ଶେଖ ହାସିନା?

ନୂଆଦିଲ୍ଲୀ,୨୯।୬: ଶେଖ ହାସିନାଙ୍କ ‘ଏହି ବର୍ଷ ହିଁ ବାଂଲାଦେଶ ଫେରିବି’ ବୋଲି ବୟାନ ନୂଆଦିଲ୍ଲୀରୁ ଢାକା ପର୍ଯ୍ୟନ୍ତ ରାଜନୈତିକ ହଲଚଲ୍ ବଢ଼ାଇ ଦେଇଛି। ୨୨ ମାସ ପରେ…

ହଠାତ୍‌ ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର: ଲେଖୁ ଲେଖୁ ଲେଖିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ହାରିଛି। ନୂତନ ଟି-୨୦ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଏହା କୌଣସି…

ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ, ପରିବାର ଲୋକେ ଆଣିଲେ ଅଭିଯୋଗ

ଭୁବନେଶ୍ୱର,୨୯।୬: ଖୋର୍ଦ୍ଧା ଜିଲା ବାଣପୁର ପୋଲିସ ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଏକ ଗଣ୍ଡଗୋଳ ମାମଲାରେ ବାଣପୁର ପୋଲିସ…

ପୁଇଁତୋଳାରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ, ମଇଳା ପାଣି ଜମୁଥିବାରୁ ହନ୍ତସନ୍ତ….

ଗଞ୍ଜାମ, ୨୯।୬ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ମଧ୍ୟରେ ଥିବା ବିଭିନ୍ନ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏହି ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ…

ବ୍ୟାଙ୍କ ଆକାଉଣ୍ଟକୁ ସିଧା ଯିବ ୫୦,୦୦୦ ପର୍ଯ୍ୟନ୍ତ ସବସିଡି ଟଙ୍କା! ଘୋଷଣା ହେଲା ସରକାରଙ୍କ ନୂଆ ଇଭି ଗାଇଡଲାଇନ୍‌

ଦିଲ୍ଲୀ ସରକାର ପ୍ରଦୂଷଣ କମାଇବା ଏବଂ ଇଲେକ୍ଟ୍ରିକ୍ ଯାନ (EV) କୁ ପ୍ରୋତ୍ସାହିତ କରିବା ପାଇଁ ନୂଆ ଇଭି ପଲିସି ୨୦୨୬-୩୦ (EV Policy 2026-30) ର…

ପାନ ଦୋକାନୀଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri