କାହିଁକି ଏହି ଅଭିନେତ୍ରୀଙ୍କ ବିବାହକୁ ନେଇ ରାଜି ହୋଇ ନ ଥିଲେ ବାପା

ବଲିଉଡ୍‌ ଅଭିନେତ୍ରୀ କାଜଲ ଅଗଷ୍ଟ ୫ ତାରିଖରେ ତାଙ୍କ ଜନ୍ମଦିନ ପାଳନ କରିଛନ୍ତି। ସେ ଅନେକ ହିଟ୍‌ ଫିଲ୍ମ ଦେିଛନ୍ତି। ଯେଉଁଥିପାଇଁ ଦର୍ଶକ ତାଙ୍କୁ ବହୁତ ପସନ୍ଦ କରନ୍ତି। ଶାହାରୁଖ ଖାଁଙ୍କ ସହିତ ତାଙ୍କ ଯୋଡିକୁ ପ୍ରଂଶସକ ବହୁତ ପସନ୍ଦ କରନ୍ତି। କାଜଲ ଫିଲ୍ମ ‘ବେଖୁଦି’ରୁ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଜନ୍ମଦିନ ଅବସରରେ ଜାଣନ୍ତୁ ତାଙ୍କ ବ୍ୟକ୍ତିଗତ ଜୀବନ ସହ ଜଡ଼ିତ କିଛି କଥା। ବଲିଉଡ ଅଭିନେତା ଅଜୟ ଦେବଗନ ଏବଂ ଅଭିନେତ୍ରୀ କାଜଲଙ୍କ ୧୯୯୯ ମସିହା ଫେବୃୟାରୀ ୨୪ ତାରିଖରେ ବିବାହ କରିଥିଲେ। ମାତ୍ର ଉଭୟଙ୍କ ଏହି ବିବାହ ପ୍ରସ୍ତାବକୁ ପ୍ରଥମେ କାଜଲଙ୍କ ବାପା ଗ୍ରହଣ କରି ନ ଥିଲେ। ଏ ନେଇ ଏକ ସପ୍ତାହ ଝିଅଙ୍କ ସହ ସେ କଥା ହୋଇ ନ ଥିଲେ। ଅଜୟଙ୍କ ସହ ବିବାହ କରିବା କଥା ଉଠାଇବା ନେଇ ଝିଅଙ୍କ ଉପରେ ସେ ରାଗି ଯାଇଥିଲେ।
କାଜଲ ବିବାହ କରନ୍ତୁ ବୋଲି ବାପା ଚାହୁଁ ନ ଥିଲେ। କ୍ୟାରିୟରର ଶିଖରରେ ପହଞ୍ଚି ପଛକୁ ଫେରନ୍ତୁ ବୋଲି ସେ ଚାହୁଁ ନ ଥିଲେ। ଏ ନେଇ ସେ କାଜଲଙ୍କ ସହ ସେ ଏକ ସପ୍ତାହ କଥା ହୋଇ ନ ଥିଲେ। କିନ୍ତୁ ପରିଶେଷରେ ହଁ ଭରିବା ପରେ ଉଭୟଙ୍କ ବିବାହ ହୋଇ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri