Posted inଖେଳ

ଟେଷ୍ଟ ମ୍ୟାଚ୍‌ରେ କାହିଁକି ଧଳା ଶର୍ଟ ପିନ୍ଧନ୍ତି କ୍ରିକେଟର

୧୯୦୦ ମସିହା ପୂର୍ବରୁ କ୍ରିକେଟରଙ୍କ ଡ୍ରେସ୍‌ କୋଡ୍‌ ନିର୍ଦ୍ଧାରଣ ନ ଥିଲା। ସାଧାରଣ ଡ୍ରେସ୍‌ ପିନ୍ଧି କ୍ରିକେଟରମାନେ ପଡିଆକୁ ଓହ୍ଲାଉଥିଲେ। ସେ ସମୟରେ କେବଳ ଟେଷ୍ଟ କ୍ରିକେଟ ଖେଳାଯାଉଥିଲା। ପ୍ରତି ଟେଷ୍ଟ ମ୍ୟାଚ୍‌ ୬ ଦିନ ଯାଏ ସକାଳୁ-ସନ୍ଧ୍ୟା ପର୍ଯ୍ୟନ୍ତ ଖେଳା ଯାଉଥିଲା। ଟେଷ୍ଟ ମ୍ୟାଚ୍‌ ଖରାରେ ଖେଳାଯାଉଥିବାରୁ ଖେଳାଳିମାନେ ଅଧିକ କ୍ଲାନ୍ତ ଅନୁଭବ କରୁଥିଲେ। ଖେଳାଳିଙ୍କୁ ଖରାରୁ ରକ୍ଷା କରିବା ପାଇଁ ଧଳା ଡ୍ରେସ୍‌ କୋଡ୍‌ ଲାଗୁ କରାଯାଇଥିଲା। ଧଳା ଡ୍ରେସ୍‌ ପିନ୍ଧିବା ଦ୍ୱାରା ଖେଳାଳିମାନେ ଆରାମଦାୟକ ଅନୁଭବ କଲେ। ଇଂଲଣ୍ଡର ଖେଳାଳିମାନେ ପ୍ରଥମେ ଧଳା ଡ୍ରେସ୍‌ ପିନ୍ଧି ଖେଳିବା ଆରମ୍ଭ କରିଥିଲେ। ଧୀରେ ଧୀରେ ଗ୍ଲୋଭ୍ସ, ପ୍ୟାଡ୍‌ ମଧ୍ୟ ଧଳା ରଙ୍ଗ ରହିବାର ନିୟମ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାୟୋ-ବବଲରେ ନିୟମତ ଖେଳିବା କଷ୍ଟକର

ଦୁବାଇ,୭।୧୧(ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ଜୈବସୁରକ୍ଷିତ ପରିବେଶ ବା ବାୟୋ ବବଲ୍‌ରେ ନିୟମିତ ଖେଳିବା ଏକ ବଡ଼ ଚ୍ୟାଲେଞ୍ଜ୍‌ ଓ ଏହା କଷ୍ଟକର ବୋଲି ଭାରତୀୟ...

କୋହଲିଙ୍କ ବ୍ୟତୀତ ସଚିନଙ୍କ ରେକର୍ଡ ଭାଙ୍ଗିପାରିବେ ଏହି ଖେଳାଳି

ଲଣ୍ଡନ,୨୬ା୧- କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାର ଦକ୍ଷତା ଇଂଲଣ୍ଡର ଷ୍ଟାର ଖେଳାଳି ଜୋ ରୁଟ୍‌ଙ୍କ ନିକଟରେ ରହିଛି। ଏଭଳି କହି ଇଂଲଣ୍ଡ...

ଆହତ ମିଚେଲ ଆଇପିଏଲରୁ ଓହରିଲେ, ଜାସନ ହୋଲ୍ଡର ବଦଳ ଖେଳାଳି

ଦୁବାଇ, ୨୪।୯(ପି.ଟି.)- ଅଷ୍ଟ୍ରେଲିଆନ ଅଲରାଉଣ୍ଡର ମିଚେଲ ମାର୍ଶ ଗୋଟିଏ ମ୍ୟାଚ ଖେଳି ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ରୁ ଓହରି ଯାଇଛନ୍ତି। ସନ୍‌ରାଇଜର୍ସ ପକ୍ଷରୁ ପ୍ରତିନିଧିତ୍ୱ କରିଥିବା...

୨୦୧୧ ବିଶ୍ୱକପ୍‌ ଫାଇନାଲ ବିକ୍ରି ହୋଇଥିବା ଅଭିଯୋଗ

କଲମ୍ବୋ, ୧୮ା୬ (ପି.ଟି.)- ବିଶ୍ୱକପ୍‌ ୨୦୧୧ ଫାଇନାଲ ତାଙ୍କ ଦେଶ ଭାରତକୁ ବିକ୍ରି କରିଥିବା ଅଭିଯୋଗ କରିଛନ୍ତି ଶ୍ରୀଲଙ୍କାର ପୂର୍ବତନ କ୍ରୀଡ଼ା ମନ୍ତ୍ରୀ ମହିନ୍ଦାନନ୍ଦ ଅଲୁଥ୍‌ଗାମେଜ।...

ଆଇଏଏଏଫ୍‌ ଉପସଭାପତି ପ୍ରାର୍ଥୀ ଏଏଫ୍‌ଆଇ ସଭାପତି ସୁମରିଓ୍ବାଲା

ନୂଆଦିଲ୍ଲୀ,୨୬।୭(ପିଟି)- ଭାରତୀୟ ଆଥ୍‌ଲେଟିକ୍ସ ଫେଡେରେଶନ (ଏଏଫ୍‌ଆଇ) ସଭାପତି ଆଦିଲେ ସୁମରିଓ୍ବାଲା ଏହି କ୍ରୀଡ଼ାର ବିଶ୍ୱ ପରିଚାଳନା ସଂସ୍ଥା ଆଇଏଏଏଫ୍‌ ଉପସଭାପତି ପଦ ପାଇଁ ନିର୍ବାଚନ ଲଢ଼ିବେ।...

ସୁଇମିଂରେ ରିଦ୍ଧିଙ୍କ ସଫଳତା

ଭୁବନେଶ୍ୱର, ୨୬।୨ (ସ୍ପୋର୍ଟ୍ସ ବ୍ୟୁରୋ): ଏଠାରେ ଚାଲିଥିବା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ସୁଇମିଂର ମହିଳା ୫୦ ମିଟର ବ୍ରେଷ୍ଟ ଷ୍ଟୋକରେ ରିଦ୍ଧି ବୋହ୍‌ରା ରୌପ୍ୟ...

ଅଧାରୁ ଅଷ୍ଟ୍ରେଲିଆ-ନ୍ୟୁଜିଲାଣ୍ଡ ସିରିଜ ସ୍ଥଗିତ

ମେଲବୋର୍ନ,୧୪।୩- ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ସୀମିତ ଓଭର କ୍ରିକେଟ ସିରିଜ୍‌କୁ ଶନିବାର ସ୍ଥଗିତ କରି ଦିଆଯାଇଛି। କରୋନା ଭାଇରସର ଭୟାବହତାରୁ ବର୍ତ୍ତିବା ଲାଗି...

ଅଲ୍‌-ଷ୍ଟାର ପୂର୍ବତନ ଖେଳାଳି, ମ୍ୟାନେଜର ଓ୍ବାଟ୍‌ସନଙ୍କ ପରଲୋକ

ହ୍ୟୁଷ୍ଟନ,୧୫।୫ (ଏପି): ଆମେରିକା ଓ କାନାଡ଼ା ପର୍ଯ୍ୟବେଷିତ ଜଣାଶୁଣା ପେସାଦାର ବାସ୍କେଟବଲ୍‌ ଲିଗ୍‌ ଏମ୍‌ଏଲବିର ଅଲ- ଷ୍ଟାର ଦଳର ପୂର୍ବତନ ଖେଳାଳି ତଥା ଜେନେରାଲ ମ୍ୟାନେଜର...

Advertisement


Archives

Model This Week