ରାଉରକେଲାରେ ହେବ ରିଂରୋଡ୍‌, ଝୁଲାପୋଲ

ରାଉରକେଲା,୩୧।୩(ବିପ୍ଳବ ରଞ୍ଜନ ଦାଶ): ରାଉରକେଲାରେ ହେବ ୧୦୦କି.ମି ବିଶିଷ୍ଟ ରି୍‌ଂରୋଡ୍‌। ଏହାଦ୍ୱାରା ରାଉରକେଲା ସହରକୁ ଚତୁଃପାର୍ଶ୍ୱରୁ ଯୋଡି ଏକ ବିକଶିତ ସୁଗମନାଗମନ ସହର ଭାବେ ଉଭା କରିବାର ଲକ୍ଷ୍ୟ ରହିଛି। ସେହିପରି ରାଉରକେଲାର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭାବେ ପରିଚିତ ବେଦବ୍ୟାସ ପୀଠର ବ୍ରାହ୍ମଣୀ ନଦୀ ଉପରେ ୩୫କୋଟି ଟଙ୍କା ବ୍ୟୟ ଅଟକଳରେ ଏକ ଆକର୍ଷଣୀୟ ଝୁଲାପୋଲ ନିର୍ମାଣ କରାଯିବ। ଏହି ଝୁଲାପୋଲର ଚଲାପଥ ସମ୍ପୂର୍ଣ୍ଣ କାଚରେ ନିର୍ମିତ ହେବ। ପର୍ଯ୍ୟଟକମାନେ ଯାତ୍ରା କରିବା ସମୟରେ ବ୍ରାହ୍ମଣୀ ନଦୀର ଦୃଶ୍ୟପଟ୍ଟ ସ୍ପଷ୍ଟ ଭାବେ ଅବଲୋକନ କରିପାରିବେ। ଏହାର ଭିତିପ୍ରସ୍ତର ସ୍ଥାପନ ମେ ମାସରେ ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ରବିବାର ରାଉରକେଲାର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଜନ୍ମହାର ଫିନଲ୍ୟାଣ୍ଡଠାରୁ ମଧ୍ୟ ତଳେ! ୧୦ ବର୍ଷ ମଧ୍ୟରେ ରେକର୍ଡ ହ୍ରାସ; ଚିନ୍ତା ପ୍ରକଟ କଲେ ଏଲୋନ ମସ୍କ

ନୂଆଦିଲ୍ଲୀ,୭।୬: ବିଶ୍ୱର ପ୍ରମୁଖ ଶିଳ୍ପପତିଙ୍କ ମଧ୍ୟରୁ ଜଣେ ଏଲୋନ ମସ୍କ ଭାରତର ଜନ୍ମହାର ହ୍ରାସ ଉପରେ ଚିନ୍ତା ପ୍ରକାଶ କରିଛନ୍ତି। ସ୍ପେସଏକ୍ସର ସିଇଓ ଏଲୋନ ମସ୍କ କହିଛନ୍ତି…

୯୪୨ ଟଙ୍କା ପାର୍‌ ହେଲା ଘରୋଇ ସିଲିଣ୍ଡର, ଏବେ ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ କେତେ ଟଙ୍କା ସବସିଡି ପଠାଇବେ ସରକାର?

ନୂଆଦିଲ୍‌ଲୀ,୭।୬: ଘରୋଇ ଏଲପିଜି (LPG) ମୂଲ୍ୟରେ ପରିବର୍ତ୍ତନ କରାଯାଇଛି ଏବଂ ନୂଆ ଦର ରବିବାର, ୭ ଜୁନରୁ ଲାଗୁ ହୋଇଯାଇଛି। ସିଲିଣ୍ଡର ପିଛା ୨୯ ଟଙ୍କାର ସାମ୍ପ୍ରତିକ…

ବିଲରେ ଚରୁଥିବାବେଳେ ମଇଁଷିପଲଙ୍କ ଉପରେ ବଜ୍ରପାତ, ଚାଲିଗଲା ଜଗୁଆଳଙ୍କ ସହ…

ମହାକାଳପଡ଼ା,୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତେରଗାଁ ପଞ୍ଚାୟତ ଘୋଡ଼ାବନ୍ଧ ଗ୍ରାମରେ ଶନିବାର ଅପରାହ୍ନରେ ମଇଁଷିପଲ ଚରୁଥିବା ବେଳେ ତାଙ୍କ ଉପରେ ବଜ୍ରପାତ…

ପୁଣି ମଧ୍ୟସ୍ଥତା କରିବାକୁ ତେହରାନ ପହଞ୍ଚିଲା ପାକିସ୍ତାନ! ଶେହବାଜ-ମୁନିର ପଠାଇଛନ୍ତି ବାର୍ତ୍ତା

ତେହରାନ,୭।୬: ପାକିସ୍ତାନର ଗୃହମନ୍ତ୍ରୀ ମୋହସିନ ନକଭି ପୁଣି ଥରେ ତେହରାନରେ ପହଞ୍ଚିଛନ୍ତି। ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଏବଂ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ବାର୍ତ୍ତା ଦେବା…

ବାଘଛାଲ କିଣାବିକା ନେଇ ଚାଲିଥିଲା ଡିଲ୍‌ ମାଡ଼ିବସିଲା ପୋଲିସ: ଛାଲ ଜବତ, ୮ ଗିରଫ

କଲ୍ୟାଣସିଂହପୁର,୭।୬ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ରେଞ୍ଜ ଅଧୀନ ରିଭଲକଣାରେ ବାଘଛାଲ କିଣାବିକା ନେଇ ଡିଲ୍‌ ଚାଲିଥିବାବେଳେ ବନ ବିଭାଗ ସେଠାରେ ପହଞ୍ଚତ୍ ତାହାକୁ…

LPG ପରେ ବଢିଲା କି ପେଟ୍ରୋଲ ଦର? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୭।୬: ଦେଶରେ ୩ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଘରୋଇ ଏଲପିଜି (LPG) ସିଲିଣ୍ଡର ମୂଲ୍ୟରେ ବୃଦ୍ଧି କରାଯାଇଛି। ଅନ୍ୟପଟେ, ପେଟ୍ରୋଲ ଏବଂ ଡିଜେଲ ଦରକୁ…

ଲିଖିତ ପ୍ରତିଶ୍ରୁତି ଦେଇ ହଟହଟା ହେଲେ ଯନ୍ତ୍ରୀ: ଥାନାରେ ନ ଥିବା ଦେଖି ତାତିଲେ ଅଞ୍ଚଳବାସୀ

ତୁମୁଡିବନ୍ଧ,୭।୬(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଅଞ୍ଚଳରେ ମେ ୨୯ ତାରିଖ ଶନିବାର ହୋଇଥିବା କାଳବୈଶାଖୀର ତାଣ୍ଡବରେ ବହୁ ଘର କ୍ଷତିଗ୍ରସ୍ତ ହେବା ସହ ବଡ଼…

କାର ଭିତରୁ ୮୮୦ ବୋତଲ କଫ ସିରଫ ଜବତ: ୫ ଜଣଙ୍କୁୁ କାବୁ କରିନେଲା ପୋଲିସ

ବଲାଙ୍ଗୀର, ୭।୬ (ସୁନିଲ କୁମାର ମହାନ୍ତି): ଏକ କାର ଭିତରୁ ୮୮୦ ବୋତଲ କଫ ସିରଫ ଜବତ ହୋଇଛି। ଘଟଣାରେ ବଲାଙ୍ଗୀର ଟାଉନ ଥାନା ପୋଲିସ ପାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri