Posted inଫୁରସତ

ମନୁଷ୍ୟ ଚନ୍ଦ୍ରପୃଷ୍ଠରେ କାହିଁକି ହୋଇଯାଏ ମୁକ-କାଲ? ଜାଣନ୍ତୁ ଏହା ପଛର ବିଜ୍ଞାନ…

‘ଚନ୍ଦ୍ର’ ହେଉଛି ଗୋଟିଏ ମାତ୍ର ଉପଗ୍ରହ ଯାହା ଉପରେ ମନୁଷ୍ୟ ପାଦ ରଖିଛି। ହେଲେ ଅନେକ ସମୟରେ ପ୍ରଶ୍ନ ଉଠେ ଯେ କାହିଁକି ଚନ୍ଦ୍ରପୃଷ୍ଠରେ ଲୋକେ କଥାବାର୍ତ୍ତା କରିପାରନ୍ତି ନାହିଁ। ବୈଜ୍ଞାନିକଙ୍କ ମତରେ ପୃଥିବୀପୃଷ୍ଠରେ ବାୟୁମଣ୍ଡଳ ଥିବା ଯୋଗୁ ମଣିଷ ଅନ୍ୟର କଥା ଶୁଣିପାରେ। ବାୟୁ ଯୋଗୁ ଜଣଙ୍କ ମୁହଁରୁ ବାହାରିଥିବା କଥା ଅନ୍ୟ ବ୍ୟକ୍ତିର କାନରେ ପହଞ୍ଚେ। ଧ୍ୱନୀର ତରଙ୍ଗ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯାଇଥାଏ, ଏହାକୁ ମାଧ୍ୟମ କୁହାଯାଏ। ଏହା କାନରେ ପହଞ୍ଚିବା ପରେ କମ୍ପନ ସୃଷ୍ଟି ହୋଇଥାଏ। ଯେଉଁ କମ୍ପନକୁ ଆମେ ଶୁଣିପାରେ ତାକୁ ଧ୍ୱନୀ କୁହାଯାଏ।

ତେବେ ଜଣେ ଅନ୍ୟଜଣଙ୍କର କଥା ଶୁଣିବା ଲାଗି ବାୟୁ ଭଳି ମାଧ୍ୟମର ଆବଶ୍ୟକତା ରହିଛି। ହେଲେ ଚନ୍ଦ୍ରପୃଷ୍ଠରେ ଗ୍ୟାସ ନାହିଁ କିମ୍ବା ବାୟୁ ମଧ୍ୟ ନାହିଁ। ଏଣୁ ଏଠାରେ ଧ୍ୱନୀର ତରଙ୍ଗକୁ ମାଧ୍ୟମ ମିଳେନାହିଁ। ଏହି କାରଣରୁ ଚନ୍ଦ୍ରପୃଷ୍ଠରେ କେହି କାହାକଥା ଶୁଣିପାରନ୍ତି ନାହିଁ। ମୋଟାମୋଟି କହିଲେ ମହାକାଶଚାରୀମାନେ ସେଠାରେ ମୁକ ଏବଂ କାଲ ପାଲଟିଯାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Post Office FD vs RD: କେଉଁ ସ୍କିମ୍‌ ଦେଉଛି ସବୁଠାରୁ ଅଧିକ ରିଟର୍ନ? ନିବେଶ ପୂର୍ବରୁ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୭।୨:  ଛୋଟ ନିବେଶକଙ୍କ ମଧ୍ୟରେ ପୋଷ୍ଟ ଅଫିସ ଫିକ୍ସଡ୍ ଡିପୋଜିଟ୍ (FD) ଏବଂ ରିକରିଂ ଡିପୋଜିଟ୍ (RD) ବହୁତ ଲୋକପ୍ରିୟ। ଏହି ଦୁଇଟି ସ୍କିମ୍ ଭାରତ ସରକାରଙ୍କ…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ଜାଣନ୍ତୁ କେତେ କ’ଣ ମିଳିଲା

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି ଶନିବାର ଖୋଲିଛି। ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କ…

ମନର ଭାବନାକୁ ପାର୍ଟନରଙ୍କ ଆଗରେ ଖୋଲାଖୋଲି ପ୍ରକାଶ କରିବାର ଦିନଟିଏ…

ପ୍ରତିବର୍ଷ ଫେବୃଆରୀ ୮ରେ ବିଶେଷକରି ଯୁବପିଢ଼ି ପାଳନ କରିଥାନ୍ତି ପ୍ରପୋଜ ଡେ’। ଭାଲେଣ୍ଟାଇନ୍ସ ଉଇକ୍‌ର ଦ୍ୱିତୀୟ ଦିନ ହେଉଛି ପ୍ରପୋଜ ଡେ’। ଏହି ଦିନଟି ନିଜର ଭାବନାକୁ…

T20 World Cupରେ ସବୁଠାରୁ ଦ୍ରୁତତମ ଅର୍ଦ୍ଧଶତକ କଲେ ଶିମରନ ହେଟମାୟାର, ଭାଙ୍ଗିଲା କ୍ରିସ ଗେଲଙ୍କ ୧୬ ବର୍ଷ ପୁରୁଣା ରେକର୍ଡ

ନୂଆଦିଲ୍ଲୀ,୬।୨: 2026 T20 World Cupର ଦ୍ୱିତୀୟ ମ୍ୟାଚ ୱେଷ୍ଟଇଣ୍ଡିଜ ଏବଂ ସ୍କଟଲାଣ୍ଡ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚରେ ଶିମରନ ହେଟମାୟାର କ୍ରିସ ଗେଲଙ୍କ ୧୬ ବର୍ଷର…

ମେକ୍ସ ପିକଅପରେ ଚାଲାଣ ବେଳେ ମାଡ଼ିବସିଲା ଅଡବା ପୋଲିସ, ପୁରୀକୁ ଭାଙ୍ଗ…

ମୋହନା,୭।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ବେବେରୀ ଛକରୁ ୧୧ କ୍ବିଣ୍ଟାଲରୁ ଉର୍ଦ୍ଧ୍ ଭାଙ୍ଗ ଜବତ କଲା ଅଡବା ପୋଲିସ ।…

ଜଙ୍ଗଲ କାଟି ଅଫିମ ଚାଷ, ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଛ ନଷ୍ଟ କଲା ଅବକାରୀ ବିଭାଗ

ଟେନ୍‌ସା,୭ା୨(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଶନିବାର ୩୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଫିମ ଗଛ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ କରାଯାଇଛି।…

ମାଲେସିଆ ପହଞ୍ଚିଲେ ମୋଦି, ଗୋଟିଏ କାରରେ ଏକାଠି ଗଲେ ଦୁଇ ପ୍ରଧାନମନ୍ତ୍ରୀ

କୁଆଲାଲମ୍ପୁର,୭।୨: ମାଲେସିଆ ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ମାଲେସିଆର ପ୍ରତିପକ୍ଷ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ସ୍ବାଗତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ X ହ୍ୟାଣ୍ଡେଲରେ…

୩ଶହ ଗ୍ରାମ ଚୋରି ସୁନା ଜବତ କଲା ଗଜପତି ପୋଲିସ, ଆଲମାରୀ ଭାଙ୍ଗି….

ଗଜପତି,୭।୨(ଗିରିଧାରୀ ପରିଛା): ଗଜପତି ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ୩ଜଣିଆ ଚୋର ଗ୍ୟାଙ୍ଗକୁ ଧରିବା ସହ ସେମାନଙ୍କ ନିକଟରୁ ୩ଶହ ଗ୍ରାମ ଚୋରି ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri