କାହିଁକି ସର୍ବଦା ବ୍ରେସ୍‌ଲେଟ୍‌ ପିନ୍ଧନ୍ତି ସଲମାନ

ବଲିଉଡ୍‌ର ଭାଇଜାନ୍‌ ସଲମାନ ଖାନ ସର୍ବଦା ହାତରେ ଏକ ବ୍ରେସଲେଟ୍‌ ପିନ୍ଧିଥାନ୍ତି। ଏବେ ସେ ପିନ୍ଧୁଥିବା ବ୍ରେସ୍‌ଲେଟ୍‌ ଯୁବପିଢିଙ୍କ ମଧ୍ୟରେ ଏକ ଟ୍ରେଣ୍ଡ ପାଲଟିଲାଣି। ସଲ୍ଲୁ ବ୍ରେସଲେଟ ପିନ୍ଧିବା ପଛରେ ଏକ କାହାଣୀ ରହିଛି। ଥରେ ଏକ ସାକ୍ଷାତକାରରେ ସଲମାନ କହିଥିଲେ, ମୋ ବାପା ଏହି ବ୍ରେସଲେଟ୍‌କୁ ସର୍ବଦା ପିନ୍ଧୁଥିଲେ। ମୁଁ ତାଙ୍କ ବ୍ରେସ୍‌ଲେଟ୍‌ରେ ଖେଳୁଥିଲି। ଯେବେ ମୁଁ ବଲିଉଡ୍‌କୁ ଆସିଲି ସେବେଠାରୁ ଫିରୋଜା ପଥର ଥିବା ବ୍ରେସ୍‌ଲେଟ୍‌ ପିନ୍ଧିବା ଆରମ୍ଭ କଲି। ଏହାକୁ ପିନ୍ଧିଲେ କୌଣସି ନକାରତ୍ମକ ଚିନ୍ତାଧାରା ମନକୁ ଆସେ ନାହିଁ ବୋଲି କହନ୍ତି ସଲ୍ଲୁ।
ଗତ ମାସରେ, ସଲମାନ ତାଙ୍କ ୫୬ତମ ଜନ୍ମଦିନ ପାନଭେଲ ଫାର୍ମହାଉସରେ ପାଳନ କରିଥିଲେ। ଜନ୍ମଦିନର ଠିକ ଗୋଟିଏ ଦିନ ପୂର୍ବରୁ ତାଙ୍କୁ ସାପ କାମୁଡ଼ି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର ଦେଲେ ଗୋବିନ୍ଦା: ୭ ବର୍ଷ ପରେ…

‘ହିରୋ ନମ୍ବର ୧’ ଗୋବିନ୍ଦା ପୁଣି ବଡ଼ ପରଦାରେ ଧମାଲ କରିବାକୁ ଯାଉଛନ୍ତି। ସେ ‘ରୂପା’ ଚଳଚ୍ଚିତ୍ରରେ ନଜର ଆସିବେ। ଗୋବିନ୍ଦା ନିଜେ ଏହି ପ୍ରୋଜେକ୍ଟ ଘୋଷଣା…

ଆପାର୍ଟମେଣ୍ଟ ତଳୁ ମିଳିଲା ମୃତଦେହ

ଭୁବନେଶ୍ୱର,୧୩।୭: ଭୁବନେଶ୍ବର ନୀଳାଦ୍ରି ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟ ତଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ।…

ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ପରିବର୍ତ୍ତନ! ମାତ୍ର ୬୭୩ ଟଙ୍କାରେ ମିଳିବ ଗ୍ୟାସ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ, ୧୩।୭: ଯଦି ଆପଣ ଛାତ୍ରୀଛାତ୍ର, ଭଡ଼ା ଘରେ ରହୁଛନ୍ତି କିମ୍ବା ଆପଣଙ୍କର କୌଣସି ଛୋଟ କ୍ୟାଫେ ବା ଷ୍ଟଲ ରହିଛି, ତେବେ ଆପଣଙ୍କ ପାଇଁ ଏକ…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

କଳାହାଣ୍ଡିରେ ପୁଣି କୁମ୍ଭୀର ଆତଙ୍କ ଭାଲୁ ବୁଟୁରା ନାଳରେ କୁମ୍ଭୀର

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ହାତୀନଦୀର ପିଲାସ ଗାଁ ଘାଟ ନିକଟରେ ଗତ କିଛି ଦିନ ତଳେ ଏକ କୁମ୍ଭୀର ଦେଖିବାକୁ ମିଳିଥିବାବେଳେ…

ICC ପ୍ଲେୟାର ଅଫ ଦ ମନ୍ଥ ପାଇଁ ମନୋନୀତ ହେଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୭: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ICC) ପକ୍ଷରୁ ଜୁନ ମାସ ପାଇଁ ‘ପ୍ଲେୟାର ଅଫ ଦ ମନ୍ଥ’ (Player of the Month) ମନୋନୟନ ତାଲିକା…

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri