Posted inଫୁରସତ

ଜାଣନ୍ତି ସୂର୍ଯ୍ୟୋଦୟ ଏବଂ ସୂର୍ଯ୍ୟାସ୍ତ ସମୟରେ ଆକାଶ କାହିଁକି ଦିଶିଥାଏ ଲାଲ୍‌

ଉଜ୍ଜ୍ୱଳ ଆଲୋକ ପ୍ରଦାନ କରୁଥିବା ସୂର୍ଯ୍ୟଙ୍କ ରଙ୍ଗ ସୂର୍ଯ୍ୟୋଦୟ ଏବଂ ସୂର୍ଯ୍ୟାସ୍ତ ସମୟରେ ବଦଳି ଯାଇଥାଏ। ଏହି ସମୟରେ ଆକାଶ କମଳା, ଗାଢ୍‌ ଲାଲ କିମ୍ବା ବାଇଗଣୀ ରଙ୍ଗରେ ପରିଣତ ହୋଇଥାଏ। ଏହା ବହୁତ ସୁନ୍ଦର ଏବଂ ମନଲୋଭା ଦିଶିଥାଏ। ତେବେ ଏପରି କାହିଁକି ହୋଇଥାଏ ଜାଣନ୍ତି କି? ଯଦି ନା ତେବେ ଜାଣନ୍ତୁ ଏ ସମ୍ପର୍କରେ…

ଊନବିଂଶ ଶତାବ୍ଦୀରେ ବ୍ରିଟିଶ ପଦାର୍ଥ ବିଜ୍ଞାନୀ ଲର୍ଡ ରେଲି କହିଥିଲେ, ଆଲୋକ ବିସ୍ତାର ହେଉଛି ଏକ ପ୍ରକ୍ରିୟା, ଯେଉଁଥିରେ ସୂର୍ଯ୍ୟକିରଣ ବାୟୁମଣ୍ଡଳରେ ପ୍ରବେଶ କରେ। ଏହା ଧୂଳି ଏବଂ ମୃତ୍ତିକା କଣିକା ସହ ଧକ୍କା ହୋଇ ଚାରିଆଡ଼କୁ ବ୍ୟାପିଥାଏ।

ଏହି ସୁନ୍ଦର ଦୃଶ୍ୟ ସମୟରେ ସୂର୍ଯ୍ୟଙ୍କୁ ସିଧାସଳଖ ଖାଲି ଆଖିରେ ଦେଖନ୍ତୁ ନାହିଁ। ଏଥିପାଇଁ ଟେଲିସ୍କୋପର ବ୍ୟବହାର କରନ୍ତୁ। ନଚେତ୍‌ ଏହା ଆପଣଙ୍କ ଆଖିକୁ ନଷ୍ଟ କରିପାରେ। ରୟାଲ ମ୍ୟୁଜିୟମ ଗ୍ରୀନଓ୍ବିଚ୍‌ର ଜ୍ୟୋତିର୍ବିଜ୍ଞାନୀ ଏଡଓ୍ବାର୍ଡ ବ୍ଲୁମର କୁହନ୍ତି, ସୂର୍ଯ୍ୟକିରଣର ଅପ୍ଟିକାଲ ଗୁଣ ପୃଥିବୀର ବାୟୁମଣ୍ଡଳ ଦେଇ ଯାଇଥାଏ। ସର୍ବପ୍ରଥମେ ଆମକୁ ଆଲୋକକୁ ଜାଣିବା ଦରକାର। ଯାହା ଦୃଶ୍ୟମାନ ଆଲୋକ ସ୍ପେକ୍ଟ୍ରମର ସମସ୍ତ ରଙ୍ଗ ଯଥା ଲାଲ, କମଳା, ହଳଦିଆ, ସବୁଜ, ନୀଳ, ଗାଢ଼ ନୀଳ ଏବଂ ବାଇଗଣୀ।
ବ୍ଲୁମର କୁହନ୍ତି, ଏହା ସୂର୍ଯ୍ୟକିରଣ ବିଛାଡ଼ି ହୋଇ ପଡ଼ିବା ସହିତ ଜଡିତ। କିନ୍ତୁ ଏହା ସମାନ ଭାବରେ ବିଛୁରିତ ଭାବେ ପଡ଼େ ନାହିଁ। ପ୍ରତ୍ୟେକ ରଙ୍ଗର ନିଜସ୍ବ ତରଙ୍ଗ ଦୈର୍ଘ୍ୟ ଥାଏ, ଯେଉଁ ରଙ୍ଗକୁ ଯେପରି ଦେଖାଏ। ଉଦାହରଣ ସ୍ବରୂପ, ବାଇଗଣୀରେ ସବୁଠାରୁ କମ୍‌ ତରଙ୍ଗ ଦୈର୍ଘ୍ୟ ଥିବାବେଳେ ଲାଲ ଲମ୍ବା ତରଙ୍ଗର ଦୈର୍ଘ୍ୟ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri