ଜେଫ୍‌ ବେଜୋସଙ୍କୁ କାହିଁକି କପି କ୍ୟାଟ୍‌ କହିଲେ ଏଲନ ମସ୍କ

ନୂଆଦିଲ୍ଲୀ,୨୮।୬ : ସେଲ୍ଫ ଡ୍ରାଇଭିଂ ଷ୍ଟାର୍ଟ ଅପ୍‌ ଜକ୍ସ ଇଙ୍କ୍‌କୁ ଆମାଜନ ଡଟ୍‌ କମ୍‌ ଅଧିଗ୍ରହଣ କରିଛି। ଏହାର ଗୋଟିଏ ଦିନ ପରେ ଟେସଲା ଇଙ୍କ୍‌ର ପ୍ରତିଷ୍ଠାତା ଏଲନ ମସ୍କ ଆମାଜନ ସିଇଓ ଜେଫ୍‌ ବେଜୋସଙ୍କୁ ଟୁଇଟରେ ତାଚ୍ଛଲ୍ୟ କରି କପି କ୍ୟାଟ୍‌ ବୋଲି କହିଛନ୍ତି। ମସ୍କ ବେଜୋସଙ୍କୁ ପ୍ରଥମଥର ଏଭଳି କହିନାହାନ୍ତି। ପୂର୍ବରୁ ଆମାଜନର ରକେଟ ଲଞ୍ଚିଂ ପ୍ଲାଟ୍‌ଫର୍ମ ବ୍ଲୁ ଅରିଜିନ ଦ୍ୱାରା ସାଟେଲାଇଟ ଭିତ୍ତିକ ଇଣ୍ଟରନେଟ ସେବା ଯୋଗାଣକୁ ମଧ୍ୟ ମସ୍କ କପି କ୍ୟାଟ ବୋଲି ଟୁଇଟରେ କହିଥିଲେ। ସୂଚନାଯୋଗ୍ୟ ଜକ୍ସକୁ ଅଧିଗ୍ରହଣ କରିବା ଲାଗି ଆମାଜନ ୧ ବିଲିୟନ ଡଲାର ଡିଲରେ ସାମିଲ ହୋଇଛି। ଏହା ଦ୍ୱାରା ଆମାଜନ ଅଟୋନୋମସ ଭେଇକିଲ କ୍ଷେତ୍ରରେ ପ୍ରବେଶ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଆଖି ଆଗରେ ସ୍ବାମୀଙ୍କୁ ଦଳି ମାରିଦେଲା ହାତୀ

ଲାଞ୍ଜିଗଡ଼,୫ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜର ଲାଞ୍ଜିଗଡ ସେକ୍ସନ ଅନ୍ତର୍ଗତ କାଣ୍ଡଗୁଡା ଗାଁ ନିକଟରେ ସୋମବାର ହାତୀ ଆକ୍ରମଣରେ ପୁଣି ଜଣଙ୍କର…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ଶାରଦୀୟ ଷୋଳପୂଜାର ତୃତୀୟ ଦିନ: ଚନ୍ଦ୍ରଘଣ୍ଟା ବେଶରେ ଦେଲେ ମା’ ବନଦୁର୍ଗା

ନିରାକାରପୁର,୫।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତ ମା’ ବନଦୁର୍ଗାଙ୍କ ପୀଠରେ ବିଶ୍ୱ କଲ୍ୟାଣ ନିମନ୍ତେ ଶାରଦୀୟ ପାର୍ବଣର ଷୋଳପୂଜା ଆରମ୍ଭ ହୋଇଯାଇଛି। ସୋମବାର ପୂଜାର…

କଣ୍ଟିଆପଡ଼ାରେ ‘ସେବା ସେତୁ’ ଅଭିଯାନ

ପାଟଣା, ୫/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ କଣ୍ଟିଆପଡ଼ା ପଞ୍ଚାୟତ ସଭାଗୃହରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବିଡିଓ…

୮ ତାରିଖ ଚକା ବନ୍ଦ ପାଳନକୁ ମିଳିଲା ବଡ଼ ସମର୍ଥନ 

ସୁନାବେଡ଼ା, ୫।୧୦(କୃତ୍ତିବାସ ପ୍ରଧାନ): ଚଳିତ ମାସ ୮ ତାରିଖରେ ଇଣ୍ଡି ମେଣ୍ଟ ପକ୍ଷରୁ ଓଡ଼ିଶାରେ ୧୨ ଘଣ୍ଟିଆ ବନ୍ଦ ପାଳନ ପାଇଁ ଆହ୍ବାନ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ…

ଅକ୍ଟୋବର ୯ରେ ନକ୍ଷତ୍ର ବଦଳାଇବେ ଶନିଦେବ: ଚମକିବ ଏହି ୫ ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କୁ ନ୍ୟାୟ ଓ କର୍ମର କାରକ ଗ୍ରହ ଭାବେ ମାନ୍ୟତା ଦିଆଯାଇଛି। କୁହାଯାଏ, ଶନିଦେବ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଫଳ ପ୍ରଦାନ କରନ୍ତି।…

ସେବା ସେତୁ କାର୍ଯ୍ୟକ୍ରମରେ ଲୋକଙ୍କ ଅଭିଯୋଗ ଶୁଣିଲେ ଉପଜିଲାପାଳ

ଦାରିଙ୍ଗବାଡି,୫।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଅଭିଯାନର ମୂଳ ଲକ୍ଷ ଏବଂ ଜନସାଧାରଣଙ୍କ…

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?