Posted inଫୁରସତ

କମ୍ପ୍ୟୁଟର ‘ମାଉସ୍‌’କୁ ‘ମାଉସ୍‌’ କାହିଁକି କୁହନ୍ତି, ଜାଣନ୍ତୁ ପଛରେ ଥିବା ରୋଚକ କାହାଣୀ

କମ୍ପ୍ୟୁଟରରେ ମାଉସ୍‌ ଏକ ଇନ୍‌ପୁଟ ଡିଭାଇସ। ଏହା କମ୍ପ୍ୟୁଟର ସ୍କ୍ରିନ୍‌ରେ ପଏଣ୍ଟର ନଚେତ କର୍ସରକୁ କଣ୍ଟ୍ରୋଲ କରିଥାଏ। ୧୯୬୦ରେ ମାଉସ୍‌ର ଆବିଷ୍କାର ଡଗଲସ୍‌ ସି. ଆଙ୍ଗେଲବର୍ଟ କରିଥିଲେ। ଦୁନିଆର ପ୍ରଥମ ମାଉସ୍‌ ଦେଖିବା ଲାଗି ଏକ କାଠ ବାକ୍ସ ଥିଲା। ଏଥିରେ ଗୋଟିଏ ବଟନ୍‌ ଏବଂ ଦୁଇ ଚକ ଥିଲା। ପ୍ରଥମେ ଏହାର ନାମ ପଏଣ୍ଟର ଡିଭାଇସ୍‌ ଥିଲା। ପରେ ଏହାର ନାମ ଷ୍ଟେନଫୋର୍ଡ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ ପକ୍ଷରୁ ମାଉସ୍‌ ରଖାଯାଇଥିଲା। ଏହା ମୂଷା ଭଳି ଦେଖାଯାଉଥିବାରୁ ଏଭଳି ନାମକରଣ କରାଯାଇଥିଲା। ପ୍ରଥମେ ଏହି ଡିଭାଇସ୍‌ର ତାର ମୂଷାର ଲାଞ୍ଜ ଭଳି ଦେଖାଯାଉଥିଲା। ମୂଷା ଭଳି ଫୁର୍ତ୍ତିରେ କାମ କରୁଥିବାରୁ ଏହାକୁ ମାଉସ୍‌ ନାମ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅବୈଜ୍ଞାନିକ, ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବି : ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କଲେ…

ବଲାଙ୍ଗୀର ,୨୩।୬ (ସୁନିଲ କୁମାର ମହାନ୍ତି): ଓଡ଼ିଶା ଭଳି ଏକ ଆଦିବାସୀ ଅଧ୍ୟୁଷିତ ରାଜ୍ୟରେ ଉତ୍ତମ ସରକାରୀ ଶିକ୍ଷା ଅତ୍ୟନ୍ତ ଜରୁରୀ ଥିବା ସତ୍ତ୍ୱେ ଗତ ସରକାର…

ଚୂଡ଼ାନ୍ତ ଚୁକ୍ତିନାମାରେ ପହଞ୍ଚତ୍ବା କାର୍ଯ୍ୟପନ୍ଥାରେ ଆମେରିକା, ଇରାନ ରାଜି

ଓବୁର୍ଜେନ୍‌,୨୩ା୬: ସୁଇଜରଲାଣ୍ଡରେ ଆମେରିକା ଏବଂ ଇରାନର ଉଚ୍ଚସ୍ତରୀୟ ଅଧିକାରୀମାନଙ୍କ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ସୋମବାର ଶେଷ ହୋଇଥିବା ମଧ୍ୟସ୍ଥମାନେ କହିଛନ୍ତି। ୧୦୦ ଦିନରୁ ଊର୍ଦ୍ଧ୍ୱ ଚାଲିଥିବା ଯୁଦ୍ଧକୁ…

ସାମାନ୍ୟ ବିଳମ୍ବ ପାଇଁ ବହୁ ପିଲା ଏନ୍‌ଇଇଟି ପରୀକ୍ଷାରୁ ବଞ୍ଚିତ

ନୂଆଦିଲ୍ଲୀ,୨୩ା୬: ଏନ୍‌ଇଇଟି-ୟୁଜି ପରୀକ୍ଷା ବାତିଲ ହେବା ପରେ ପାଖାପାଖି ୨୩ ଲକ୍ଷ ଛାତ୍ରୀଛାତ୍ର ପୁନଃ ପରୀକ୍ଷା ପାଇଁ ମାସେରୁ ଅଧିକ ସମୟ ଅପେକ୍ଷା କଲେ। ପୁଣି ଥରେ…

ମାନସିକ ଉଦ୍‌ବେଗ ପାଇଁ ଦାୟୀ ୭୪ ଜିନ୍‌ ଚିହ୍ନଟ

ନୂଆଦିଲ୍ଲୀ,୨୩ା୬: ବିଜ୍ଞାନ ଜଗତରେ ମାନସିକ ସ୍ବାସ୍ଥ୍ୟକୁ ନେଇ ଏକ ବଡ଼ ସଫଳତା ମିଳିଛି। ବୈଜ୍ଞାନିକମାନେ ମାନବ ଶରୀରର ଡିଏନ୍‌ଏ (ଜେନୋମ) ମଧ୍ୟରେ ଏଭଳି ୭୪ଟି ଦିଗ ଚିହ୍ନଟ…

ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ସ୍ବୀକୃତି: ଜାଣନ୍ତୁ ଲିଷ୍ଟରେ କେଉଁ ସ୍କୁଲ…

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଓ ହରିତ୍‌ ବିଦ୍ୟାଳୟ ମୂଲ୍ୟାଙ୍କନ (ଏସ୍‌ଏଚ୍‌ଭିଆର୍‌) ୨୦୨୫-୨୬ ପୁରସ୍କାର ନିମନ୍ତେ ଓଡ଼ିଶାର ୧୦ଟି ବିଦ୍ୟାଳୟ ଜାତୀୟସ୍ତରୀୟ ସ୍ବୀକୃତି ପାଇବାକୁ ମନୋନୀତ…

ପାଠ୍ୟପୁସ୍ତକରେ ରହିବ ବାର୍‌କୋଡ୍‌

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): ପ୍ରଥମରୁ ଅଷ୍ଟମଶ୍ରେଣୀ ପର୍ଯ୍ୟନ୍ତ ତ୍ରୁଟିପୂର୍ଣ୍ଣ ପୁସ୍ତକଗୁଡ଼ିକୁ କିପରି ତ୍ରୁଟିଶୂନ୍ୟ କରାଯାଇ ପିଲାଙ୍କ ପାଖରେ ପହଞ୍ଚାଯିବ ସେନେଇ ବିକଳ୍ପ ସମ୍ପର୍କରେ ସୋମବାର ଲୋକସେବା ଭବନରେ ଗଣଶିକ୍ଷା…

ହ୍ବାଟ୍‌ସଆପ୍‌ ମୁଖ୍ୟ ହେବେ କୁନାଲ ଶାହା

ନୂଆଦିଲ୍ଲୀ,୨୩ା୬: ଫିନ୍‌ଟେକ୍‌ କମ୍ପାନୀ ସିଆର୍‌ଇଡି(କ୍ରେଡ୍‌)ର ମୁଖ୍ୟ କାର୍ଯ୍ୟନିର୍ବାହୀ ପଦରେ ରହିଥିବା କୁନାଲ ଶାହା ତାଙ୍କ ପଦବୀ ଛାଡ଼ି ମେଟାରେ ଯୋଗ ଦେବେ ବୋଲି ସୋମବାର ଘୋଷଣା କରିଛନ୍ତି।…

ସଂଶୋଧନ ହେଲା ୬୪ ସ୍ଥାନର ଇଂଲିଶ ବନାନ, ତାଲିକାରେ…

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍‌ ବୈଠକରେ ଓଡ଼ିଶାର ଯେଉଁ କେତେଗୁଡ଼ିଏ ସ୍ଥାନର ଇଂଲିଶ ବନାନ୍‌ ଭୁଲ୍‌ ଅଛି ତାକୁ ବଦଳାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri