Posted inଜାତୀୟ

ମୋଦି କାହିଁକି ରାହୁଲ ଗାନ୍ଧୀଙ୍କ ଉପରେ ଚିଡୁଛନ୍ତି: ଏହାର କାରଣ ନିଜେ ବଖାଣିଲେ ରାହୁଲ

ନୂଆଦିଲ୍ଲୀ,୧୬।୧୧: କଂଗ୍ରେସ ନେତା ରାହୁଲ ଗାନ୍ଧୀ ବ୍ୟବସାୟୀ ଗୌତମ ଆଦାନୀଙ୍କୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାରମ୍ବାର ଟାର୍ଗେଟ୍‌ କରୁଛନ୍ତି। ମୋଦି ବ୍ୟବସାୟୀ ଆଦାନୀଙ୍କୁ ଉପକୃତ କରିଛନ୍ତି ବୋଲି ରାହୁଲ କହିଛନ୍ତି।
ରାହୁଲ ଗାନ୍ଧୀ ତାଙ୍କ ହ୍ବାଟସ୍‌ଆପ ଚ୍ୟାନେଲରେ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ପିଏମ ମୋଦିଙ୍କ ଭାଷଣର ଏକ କ୍ଲିପ ରହିଛି। ପୂରା ଭିଡିଓଟି ଏକ ମିନିଟ ୨୦ ସେକେଣ୍ଡର। ଏଥିରେ ଅଧା ପିଏମ ମୋଦୀଙ୍କ ଭାଷଣ ହୋଇଥିବାବେଳେ ବାକି ରାହୁଲ ଗାନ୍ଧୀଙ୍କ ଭାଷଣର ଏକ କ୍ଲିପ ରହିଛି। ଏହି ଭିଡିଓର ଟାଇଟଲ ଦିଆଯାଇଛି, ମୋଦି ଜି କାହିଁକି ରାଗିଛନ୍ତି?
କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାହିଁକି ମୋ ଉପରେ ରାଗିଛନ୍ତି? ଏହାର କାରଣ ହେଉଛି ଯେ ସେ ଆଦାନୀଙ୍କୁ ଯାହା ଟଙ୍କା ଦିଅନ୍ତି, ମୁଁ ଗରିବ ଲୋକଙ୍କୁ ସେତିକି ଦେବାକୁ ଯାଉଛି। ଏଥିପାଇଁ ସେ ରାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଆହ୍ବାନ: ଭାରତର ସାଂସ୍କୃତିକ ପୁନର୍ଜାଗରଣର ଏକ ଶକ୍ତିଶାଳୀ ସଙ୍କେତ

ଗଞ୍ଜାମ,୧୧।୫(ଅନାଥ ତରାଇ/ ବିଦ୍ୟାଧର ସାହୁ): ଭାରତର ସାଂସ୍କୃତିକ ରାଷ୍ଟ୍ରବାଦର ପ୍ରତୀକ ସୋମନାଥ ମହାପ୍ରଭୁଙ୍କ ମନ୍ଦିର ପୁନରୁଦ୍ଧାରର ୭୫ ବର୍ଷ ପୂର୍ତ୍ତି ଅବସରରେ ସମଗ୍ର ଦେଶ ଆଜି ଉତ୍ସବମୁଖର।…

କାର୍‌ରେ ଆସି ଯୁବକଙ୍କୁ ଭୁଜାଲିରେ ଆକ୍ରମଣ କଲେ ୪ ଦୁର୍ବୃତ୍ତ: ଜଣେ ମୃତ, ଜଣେ ଆହତ

ବେଲପାହାଡ, ୧୧।୫(ସୁବାସ ପ୍ରଧାନ): ଝାରସୁଗୁଡା ଜିଲା ବେଲପାହାଡ଼ ଫାଟକରେ ଯୁବକଙ୍କୁ ଆକ୍ରମଣ। ଭୁଜାଲି ମାଡ଼ରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଉଭୟ…

ରାତିସାରା ଦେଖିଲେ ଲିଆଖିଆ ଉତ୍ସବ: ସକାଳକୁ ଆସି ଦେଖିଲା ବେଳକୁ ନ ଥିଲା

ନନ୍ଦପୁର/ପାଡୁଆ, ୧୧।୫ (ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): ଲିଆଖିଆ ଉତ୍ସବ ଦେଖିବାକୁ ଆସିଥିବା ଜଣେ ଯୁବକଙ୍କ ବାଇକ (ନମ୍ବର- OD 10 Q 4739) କେହି ଦୁର୍ବୃତ୍ତ ଚୋରି…

ଶପଥ ନେବାର ଗୋଟିଏ ଦିନ ପରେ ହଠାତ୍‌ ଷ୍ଟାଲିନଙ୍କ ଘରେ ପହଞ୍ଚିଲେ ବିଜୟ: ରାନୀତିରେ ହଲଚଲ

ଚେନ୍ନାଇ,୧୧।୫: ତାମିଲନାଡୁରେ ଐତିହାସିକ ନିର୍ବାଚନ ବିଜୟ ପରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଶପଥ ନେବାର ମାତ୍ର ଗୋଟିଏ ଦିନ ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଡିଏମକେ…

ଆକ୍ସନ ମୋଡ୍‌ରେ ଶୁଭେନ୍ଦୁ ସରକାର: କଲେ ବଡ ଘୋଷଣା

କୋଲକାତା,୧୧।୫: ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱରେ ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟି ସରକାରକୁ ଆସିବା ପରେ ଆକ୍ସନ ମୋଡ୍‌ରେ ଅଛି। କ୍ଷମତା ଗ୍ରହଣ କରିବା ମାତ୍ରେ ଶୁଭେନ୍ଦୁ ପ୍ରଶାସନ…

ବେଆଇନ ଛଟେଇ: ଟାଟା ପାୱାର ବିରୋଧରେ ତାତିଲେ ଠିକା କର୍ମଚାରୀ

ବଞ୍ଚୋ,୧୧।୫(ପ୍ରଦୋଷ ବିଶ୍ୱାଳ): ଟାଟା ପାୱାର ବିରୋଧରେ ତାତିଲେ ଠିକା କର୍ମଚାରୀ। ବେଆଇନ ଛଟେଇକୁ ବିରୋଧ କରି ନିର୍ବାହୀଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶତାଧିକ କର୍ମଚାରୀ ନାରାବାଜି କରିବା ସହ…

ବିଦ୍ୟୁତ ଆଘାତ ଦେଇ ସ୍ବାମୀଙ୍କୁ ମାରିବାକୁ ଚେଷ୍ଟା କରୁଥିଲେ ସ୍ତ୍ରୀ, ନିଦରୁ ଉଠିପଡିଲେ ସ୍ବାମୀ, ଆଉ ତା’ପରେ…

ମୁମ୍ବାଇ, ୧୧।୫: ମହାରାଷ୍ଟ୍ରର ଯବତମାଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ସାତ ପ୍ରତିଜ୍ଞାର ଏକ ବିବାହ ହତ୍ୟା ଷଡ଼ଯନ୍ତ୍ରରେ ପରିଣତ ହୋଇଛି। ଅଭିଯୋଗ…

ରାୟଗଡ଼ାରେ ଯୁବକଙ୍କୁ ଅପହରଣ ପରେ ହତ୍ୟା: ତେଜିଲା ପ୍ରତିବାଦ, ବାଇକ୍‌ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

ରାୟଗଡ଼ା,୯।୫: ରାୟଗଡ଼ାର ନିଖିଲ ହାଡ଼ିପାଙ୍କୁ ଅପହରଣ ପରେ ହତ୍ୟା ଘଟଣାକୁ ନେଇ ସହରରେ ଚାପା ଉତ୍ତେଜନା ଦେଖାଦେଇଛି। ହତ୍ୟା ପ୍ରତିବାଦରେ ସ୍ଥାନୀୟ ଲୋକେ ରାୟଗଡ଼ା ଥାନା ଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri