Posted inଜାତୀୟ

ମୋଦି କାହିଁକି ଗାଳି ଖାଉଛି: ରାଜ୍ୟ ସଭାରେ କାହିଁକି ଏମିତି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩।୭: ରାଜ୍ୟ ସଭାରେ ନିଜ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ମୋଦି ଆମ ଆଦମୀ ପାର୍ଟି(ଏଏପି)ଏବଂ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଅନୁସନ୍ଧାନକାରୀ ସଂସ୍ଥା ବିରୋଧରେ ଅଭିଯୋଗ ଆସିଛି। କୁହାଯାଉଛି ଯେ, କେନ୍ଦ୍ର ସରକାର ଅନୁସନ୍ଧାନକାରୀ ସଂସ୍ଥାଗୁଡ଼ିକର ଅପବ୍ୟବହାର କରୁଛନ୍ତି। ଏଏପି ମଦ ସ୍କାମ କରିଛି, ଏଏପି ଦୁର୍ନୀତି କରିଛି, ଏଏପି ଶ୍ରେଣୀଗୃହ ନିର୍ମାଣରେ ସ୍କାମ କରିଛି, ଏଏପି ଜଳ ସ୍କାମ କରିଛି। କଂଗ୍ରେସ ଏଏପି ନାଁରେ ଏସବୁ ଅଭିଯୋଗ କରି କୋର୍ଟ ପର୍ଯ୍ୟନ୍ତ ଟାଣି ଆଣିଛି। କିନ୍ତୁ ଯଦି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ତେବେ ମୋଦିଙ୍କୁ ଗାଳି ଦିଆଯାଉଛି।
ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ବର୍ତ୍ତମାନ ଏଏପି ଏବଂ କଂଗ୍ରେସ ସାଥୀ ହୋଇଯାଇଛନ୍ତି। ଯଦି ଏଏପିର ସାହସ ଅଛି, ତେବେ କଂଗ୍ରେସ ପାର୍ଟିକୁ ଜବାବ ମାଗୁ। କଂଗ୍ରେସ ଦେଶକୁ କହିବା ଉଚିତ ଯେ, ଏଏପିର ଦୁର୍ନୀତିର ସମସ୍ତ ପ୍ରମାଣ ଯାହା ସାମ୍ବାଦିକ ସମ୍ମିଳନୀରେ ଦେଶକୁ ଉପସ୍ଥାପନ କରିଛି ତାହା ସତ କି ମିଥ୍ୟା?
ପ୍ରଧାନମନ୍ତ୍ରୀ କହିଛନ୍ତି, ମୁଁ ଏହା ବିନା ଦ୍ୱିଧାରେ କହୁଛି, ଦୁର୍ନୀତି ଏବଂ ଦୁର୍ନୀତିଗ୍ରସ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଆମେ ଏଜେନ୍ସିଗୁଡ଼ିକୁ ଖୋଲା ଅଧିକାର ପ୍ରଦାନ କରିଛୁ। ସେମାନେ ସଚ୍ଚୋଟ ଭାବରେ କାର୍ଯ୍ୟ କରିବା ଉଚିତ୍‌। କୌଣସି ଦୁର୍ନୀତିଗ୍ରସ୍ତ ବ୍ୟକ୍ତି ରକ୍ଷା ପାଇବେ ନାହିଁ, ଏହା ହେଉଛି ମୋଦିଙ୍କ ଗ୍ୟାରେଣ୍ଟି।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri