ପୁଟିନ୍‌ଙ୍କୁ ଘାରୁଛି ଗିରଫ ହେବାର ଡର! ବ୍ରିକ୍ସ ସମ୍ମିଳନୀରେ ଦେବେନି ଯୋଗ

ମସ୍କୋ,୨୨।୮: ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ପହଞ୍ଚିଛନ୍ତି। କୋଭିଡ-୧୯ ପରେ ଭାରତ ସମେତ ୫ଟି ଦେଶ ବ୍ରାଜିଲ, ଋଷ, ଚାଇନା ଓ ଦକ୍ଷିଣ ଆଫ୍ରିକାର ଶୀର୍ଷ ନେତାଙ୍କ ଉପସ୍ଥିତିରେ ପ୍ରଥମ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସମ୍ମିଳନୀରେ ଯୋଗ ଦେବେ। ତେବେ ଏହି ସମ୍ମିଳନୀରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଅଂଶ ଗ୍ରହଣ କରିବେ ନାହିଁ। ସେ ଭର୍ଚୁଆଲ ମାଧ୍ୟମରେ ଅଂଶଗ୍ରହଣ କରିବେ ନାହିଁ।
ସୂଚନାଯୋଗ୍ୟ, ମାର୍ଚ୍ଚରେ ୟୁକ୍ରେନରୁ ପିଲାମାନଙ୍କୁ ଅପହରଣ କରାଯାଇଥିବା ନେଇ ଅନ୍ତର୍ଜାତୀୟ ଆପରାଧିକ କୋର୍ଟ ପୁଟିନ୍‌ଙ୍କ ବିରୋଧରେ ଗିରଫ ୱାରେଣ୍ଟ ଜାରି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

ହୀରାକୁଦରେ ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ: ଜାରି ରହିଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର, ୨୬।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ସୁପରିଚାଳନା ଏବଂ ଆଗୁଆ ପ୍ରତିଷେଧମୂଳକ ପଦକ୍ଷେପ…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ…

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?