ପେଟ୍ରୋଲ-ଡିଜେଲ ଦାମ୍‌ କାହିଁକି ବଢୁଛି ୮୦ ପଇସା, ୧୫ ଦିନରେ ବଢ଼ିଲାଣି ୯ ଟଙ୍କା ୨୦…

ନୂଆଦିଲ୍ଲୀ, ୫।୪ : ଭାରତରେ ପେଟ୍ରୋଲ-ଡିଜେଲ ଦାମ୍‌ ମାର୍ଚ୍ଚ ୨୨ଠାରୁ ଏପ୍ରିଲ୍‌ ୫ ମଧ୍ୟରେ ଗତ ୧୫ ଦିନ ମଧ୍ୟରେ ୧୩ ଥର ଦାମ୍‌ ବୃଦ୍ଧି ପାଇ ମୋଟ ୯ ଟଙ୍କା ୨୦ ପଇସା ବଢ଼ିଛି। ଏହି ସମୟ ମଧ୍ୟରେ ସର୍ବାଧିକ ୧୦ ଥର ୮୦ ପଇସା ବଢ଼ିଥିବାବେଳେ ଥରେ ୫୦ ପଇସା, ଥରେ ୩୦ ଏବଂ ୪୦ ପଇସା ବୃଦ୍ଧି ପାଇଛି। ତେବେ ଦାମ୍‌ କାହିଁକି ୮୦ ପଇସା ବୃଦ୍ଧି ପାଉଛି ସେ ନେଇ ପଶ୍ନ ଉଠିବାରେ ଲାଗିଛି।

ଯେତେବେଳେ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି କରୁଛନ୍ତି, ଦେଖାଯାଉଛି ତାହା ୮୦ ପଇସା ବୃଦ୍ଧି ପାଉଛି। ବର୍ତ୍ତମାନ ପ୍ରଶ୍ନ ଉଠିଛି ଯେ ୮୦ ପଇସା ବୃଦ୍ଧି କରିବାର ସୂତ୍ର କ’ଣ?

ଏହି ପରିପ୍ରେକ୍ଷୀରେ, ଆଞ୍ଜେଲ କମୋଡିଟିସର ପ୍ରତିଷ୍ଠାତା ତଥା ଖଣିଜ ବିଶେଷଜ୍ଞ ଅନୁଜ ଗୁପ୍ତା କହିଛନ୍ତି ଯେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବଢ଼ାଇବା ପାଇଁ ତୈଳ କମ୍ପାନୀଗୁଡ଼ିକୁ ଏକ ସର୍କୁଲାର ଆସିଥିଲା। ଯେଉଁଥିରେ ନିର୍ଦ୍ଦେଶ ଦିଆଯାଇଥିଲା ଯେ ସେମାନଙ୍କର ମୂଲ୍ୟରେ ସର୍ବାଧିକ ବୃଦ୍ଧି କେବଳ ୧ ଟଙ୍କା ପର୍ଯ୍ୟନ୍ତ କରାଯାଇପାରିବ।

ଏହା ପରେ, ବହୁ ବିଚାର ବିମର୍ଷ କରିବା ପରେ, କମ୍ପାନୀଗୁଡିକ ସେମାନଙ୍କର ସ୍ତରର ସର୍ବାଧିକ ଦାମ ବୃଦ୍ଧି ସୀମା ୮୦ ପ୍ରତିଶତ ସ୍ଥିର କଲେ ଏବଂ ସେବେଠାରୁ ଦେଖାଯାଉଛି ଯେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ବୃଦ୍ଧି କେବଳ ୧ ଟଙ୍କାର ୮୦ ପ୍ରତିଶତ। ଅର୍ଥାତ୍‌ ଲିଟର ପିଛା ୮୦ ପଇସା ବୃଦ୍ଧି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲନ୍‌ ମସ୍କଙ୍କୁ ୫୦ ବିଲିୟନ ଡଲାର କ୍ଷତି

ଲଗାତର ଦ୍ୱିତୀୟ ଦିନ ଧରି ଟେସ୍‌ଲାର ଶେୟାର କାରବାର ଖସିଛି। ଫଳରେ ଏଲନ୍‌ ମସ୍କଙ୍କର ସମ୍ପତ୍ତିରେ ୫୦ ବିଲିୟନ ଡଲାର ହ୍ରାସ ହୋଇଛି। ବ୍ଲୂମ୍‌ବର୍ଗ ବିଲିୟନେୟାର...

ପ୍ରଚାରରେ ଇମୋସନାଲ କାର୍ଡ ଖେଳିଲେ ସିଦ୍ଧୁଙ୍କ ଲଳନା

ଅମୃତସର,୧୧।୨: ବିଧାନସଭା ନିର୍ବାଚନ ପାଇଁ ପଞ୍ଜାବ ରାଜନୀତି ସରଗରମ ହୋଇଛି। ଭୋଟରଙ୍କୁ ଆକୃଷ୍ଟ କରିବା ଲାଗି ପ୍ରାର୍ଥୀମାନେ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି। ଏହିକ୍ରମରେ ପଞ୍ଜାବ ଅମୃତସରର...

ଓକାୟା ଇଭିର ଇ-ସ୍କୁଟର ଫାଷ୍ଟ ଏଫ୍‌୨ଏଫ୍‌ ଉନ୍ମୋଚିତ

ନୂଆଦିଲ୍ଲୀ,୨୩।୨: ଦେଶର ପ୍ରମୁଖ ଦୁଇଚକିଆ ବୈଦ୍ୟୁତିକ ଯାନ (ଇଭି) ବ୍ରାଣ୍ଡ୍‌ ଓକାୟା ଇଭିର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନୂତନ ଇ-ସ୍କୁଟର ‘ଫାଷ୍ଟ...

ଆଜି ଚାଷୀଙ୍କ ଖାତାକୁ ଯିବ ୧୧ତମ କିସ୍ତି

ନୂଆଦିଲ୍ଲୀ,୩୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ହିମାଚଳ ପ୍ରଦେଶର ସିମଲାଠାରେ ଆୟୋଜିତ ଗରିବ କଲ୍ୟାଣ ସମ୍ମିଳନୀକୁ ସମ୍ବୋଧନ କରିବେ । ଏହା ସହ...

କର୍ନାଟକ ବିଧାନସଭା ନିର୍ବାଚନ: କିଙ୍ଗମେକର୍‌ ସାଜିବ କି ଜେଡିଏସ? ଏମିତି ହୋଇପାରେ ସମୀକରଣ

ବେଙ୍ଗାଲୁରୁ,୧୦।୫: କର୍ନାଟକରେ ବିଧାନସଭା ନିର୍ବାଚନ ପାଇଁ ବୁଧବାର ମତଦାନ ଜାରି ରହିିଛି। ସବୁ ଦଳ ଗତ ୨ ମାସ ଧରି ରାଜ୍ୟରେ କ୍ଷମତାକୁ ଆସିବା ପାଇଁ...

ଚାକିରି ଯିବାର ଥିଲା ଭୟ, ଏମିତି ଚରମ ପଦକ୍ଷେପ ନେଲେ ପରିବାର

ବେଙ୍ଗାଲୁରୁ,୨୬।୭:କରୋନା ଯୋଗୁ ଲୋକେ ଅନେକ ସଙ୍କଟର ସାମ୍ନା କରୁଛନ୍ତି। କିଏ ପେଟ ପୋଷିବା ପାଇଁ ସଂଗ୍ରାମ କରୁଛନ୍ତି ତ ଆଉ କିଏ ଚାକିରି ଚାଲିଯିବା ଭୟରେ...

ଡିୟୁ କୁଳପତି ନିଲମ୍ବିତ

ନୂଆଦିଲ୍ଲୀ,୨୯।୧୦: କର୍ତ୍ତବ୍ୟରେ ଅବହେଳା ପାଇଁ ଦିଲ୍ଲୀ ବିଶ୍ୱବିଦ୍ୟାଳୟ (ଡିୟୁ)ର କୁଳପତି ପ୍ରଫେସର ଯୋଗେଶ ତ୍ୟାଗୀଙ୍କୁ ନିଲମ୍ବନ କରାଯାଇଛି। ନିକଟରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତିରେ କୁଳପତି ନେଇଥିବା...

ଓପିଟିସିଏଲ୍‌ ଅଧ୍ୟକ୍ଷଙ୍କୁ ଶ୍ରେଷ୍ଠ ପ୍ରଶାସକ ସମ୍ମାନ

ଭୁବନେଶ୍ୱର,୩।୧୦: ଓଡ଼ିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ୍‌)ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ସଞ୍ଜୟ କୁମାର ମିଶ୍ରଙ୍କୁ ନିକଟରେ ଶ୍ରେଷ୍ଠ ପ୍ରଶାସକ ସମ୍ମାନରେ...

Advertisement
Archives

Model This Week