Posted inଜାତୀୟ

ହଠାତ୍‌ ଉପରାଷ୍ଟ୍ରପତି ପଦରୁ କାହିଁକି ଇସ୍ତଫା ଦେଲେ ଧନଖର, ରାଷ୍ଟ୍ରପତିଙ୍କୁ ଜଣାଇଲେ କାରଣ…

ନୂଆଦିଲ୍ଲୀ,୨୧।୭:ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖର ତତ୍କାଳ ପ୍ରଭାବରୁ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ସୋମବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି ଧନଖର । ରାଷ୍ଟ୍ରପତିଙ୍କ ନିକଟକୁ ପଠାଯାଇଥିବା ଇସ୍ତଫାପତ୍ରରେ ସେ ପ୍ରଧାନମନ୍ତ୍ରୀ, ମନ୍ତ୍ରୀ ପରିଷଦ ଏବଂ ସାଂସଦମାନଙ୍କୁ ସମର୍ଥନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଏବଂ କହିଛନ୍ତି ଯେ ଭାରତର ଅସାଧାରଣ ପ୍ରଗତି ଏବଂ ବିଶ୍ୱସ୍ତରୀୟ ଅଭିବୃଦ୍ଧି ଦେଖିବା ତାଙ୍କ ପାଇଁ ଗର୍ବର ବିଷୟ। ଧନଖର ତାଙ୍କ ଇସ୍ତଫାପତ୍ରରେ ଲେଖିଛନ୍ତି ଯେ ଏବେ ସେ ଡାକ୍ତରୀ ପରାମର୍ଶ ଅନୁସାରେ ଏହି ନିଷ୍ପତ୍ତି ନେଉଛନ୍ତି, ତାଙ୍କ ସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଉଛନ୍ତି।

ଧନଖରଙ୍କ ଇସ୍ତଫା ଘୋଷଣା ପରେ ରାଜନୈତିକ ମହଲରେ ମିଶ୍ରିତ ପ୍ରତିକ୍ରିୟା ଦେଖାଯାଇଛି। ଭାଜପା ନେତାମାନେ ତାଙ୍କର ସ୍ବାସ୍ଥ୍ୟ ପାଇଁ କାମନା ଜଣାଇବା ସହ ତାଙ୍କ କାର୍ଯ୍ୟକାଳରେ ଦେଶ ପ୍ରତି ଅବଦାନକୁ ପ୍ରଶଂସା କରିଛନ୍ତି। ଅନ୍ୟପକ୍ଷରେ, ବିରୋଧୀ ଦଳମାନେ ଏହି ଇସ୍ତଫାକୁ ନେଇ ବିଭିନ୍ନ ଜଳ୍ପନା କରୁଛନ୍ତି। କେତେକ ନେତା ଏହାକୁ ସୱାସ୍ଥ୍ୟ ସମସ୍ୟା ସହ ଜ ଏକ ବ୍ୟକ୍ତିଗତ ନିଷ୍ପତ୍ତି ବୋଲି କହିଥିବାବେଳେ, ଅନ୍ୟମାନେ ଏହା ପଛରେ ରାଜନୈତିକ କାରଣ ଥାଇପାରେ ବୋଲି ଆଲୋଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri