Posted inଖେଳ

ୟୁଏସ୍‌ ଓପନ କାହିଁକି ଖେଳିବେନି ନାଡାଲ

ମାଡ୍ରିଡ, ୫।୮(ଏପି)- ଡିଫେଣ୍ଡିଂ ଚାମ୍ପିୟନ ରାଫାଲ ନାଡାଲ ଆଗାମୀ ୟୁଏସ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟରୁ ଓହରି ଯାଇଛନ୍ତି। କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ସେ ଏହି ନିଷ୍ପତ୍ତି ନେଇଥିବା ପ୍ରକାଶ କରିଛନ୍ତି। ବିଶ୍ୱବ୍ୟାପୀ ଏବେ ଜଟିଳ ପରିସ୍ଥିତି ରହିଛି। କରୋନା ଭାଇରସ ସଂକ୍ରମଣ ସଂଖ୍ୟା ବଢ଼ିବାରେ ଲାଗିଛି। ଆମେ ଏପର୍ଯ୍ୟନ୍ତ ଏହାକୁ ନିୟନ୍ତ୍ରଣକୁ ଆଣିପାରି ନ ଥିବା ପ୍ରତୀୟମାନ ହୋଇଛି ବୋଲି ନିଜ ଟୁଇଟର ପୃଷ୍ଠାରେ ନାଡାଲ ଉଲ୍ଲେଖ କରିଛନ୍ତି। ଅଗଷ୍ଟ ୩୧ରୁ ନ୍ୟୁୟର୍କରେ ଆରମ୍ଭ ହେବାକୁଥିବା ଟୁର୍ନାମେଣ୍ଟରେ ଭାଗ ନେଉ ନ ଥିବା ୩୪ ବର୍ଷୀୟ ନାଡାଲ ସୂଚନା ଦେଇଛନ୍ତି। ପ୍ରକାଶ ଯୋଗ୍ୟ ଯେ, ଏହା ପୂର୍ବରୁ ମହିଳା ବିଭାଗରେ ବିଶ୍ୱର ନମ୍ବରଓ୍ବାନ ଖେଳାଳି ଆଶଲେ ବାର୍ଟି ମଧ୍ୟ ୟୁଏସ ଓପନରେ ଭାଗ ନେବେନାହିଁ ବୋଲି ଘୋଷଣା କରି ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପୁରୁଷ ହକି ବିଶ୍ୱକପ୍‌: ୪-୨ ଗୋଲରେ ଭାରତ ବିଜୟୀ

ଭୁବନେଶ୍ୱର,୧୯।୧: ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ପୁରୁଷ ହକି ବିଶ୍ୱକପ୍‌ର ତୃତୀୟ ମ୍ୟାଚ୍‌ରେ ଭାରତ ବିଜୟୀ ହୋଇଛି। ଗ୍ରୁପ ପର୍ଯ୍ୟାୟର ଶେଷ ମ୍ୟାଚ୍‌ରେ ଭାରତ...

ଟାଏକୋଣ୍ଡୋରେ ୧୮ ସ୍ବର୍ଣ୍ଣ, ୭ ରୌପ୍ୟ, ୫ ବ୍ରୋଞ୍ଜ ପଦକ ହାସଲ

ଛତ୍ରପୁର,୨୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଟାଏକୋଣ୍ଡୋ କ୍ରୀଡାବିତ୍‌ମାନେ ଆନ୍ତର୍ଜାତିକ ସ୍ତରରେ ପ୍ରଭାବଶାଳୀ ପ୍ରଦର୍ଶନ କରିଛନ୍ତି। ଛତ୍ରପୁରସ୍ଥିତ କେଏମ୍‌ପି ସ୍ପୋଟର୍‌ସ ଏକାଡେମୀର ମୁଖ୍ୟ ପ୍ରଶିକ୍ଷକ ତଥା ୫ମ ଡାନ୍‌ ବ୍ଲାକ...

କୋଭିଡ- ୧୯: ୮୦ ଲକ୍ଷ ଟଙ୍କା ଦେଲେ ରୋହିତ

ମୁମ୍ବାଇ,୩୧।୩(ପି.ଟି.): କୋଭିଡ- ୧୯ ମହାମାରୀ ମୁକାବିଲା ପାଇଁ ଭାରତୀୟ ତାରକା ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ୮୦ ଲକ୍ଷ ଟଙ୍କା ଦାନ କରିଛନ୍ତି। ଏହି ଭୟଙ୍କର ସ୍ବାସ୍ଥ୍ୟ...

ଚୌକା-ଛକା ବର୍ଷା କଲେ ଧୋନୀ

ଚେନ୍ନାଇ,୫।୩: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୧୬ତମ ସିଜନ ଅର୍ଥାତ୍‌ ଆଇପିଏଲ ୨୦୨୩ ମାର୍ଚ୍ଚ ୩୧ରୁ ଆରମ୍ଭ ହେବ। ଏଥିରେ ଡିଫେଣ୍ଡିଂ ଚାମ୍ପିଅନ ଗୁଜରାଟ ଟାଇଟାନ୍ସ...

ମାଇକେଲ ଜୋର୍ଡାନଙ୍କ ଜୋତାର ମୂଲ୍ୟ ୪.୨ କୋଟି

ନ୍ୟୁୟର୍କ,୧୮।୫: କିମ୍ବଦନ୍ତୀ ଆମେରିକୀୟ ବାସ୍କେଟବଲ୍‌ ଖେଳାଳି ମାଇକେଲ ଜୋର୍ଡାନଙ୍କ ଏକ ଜୋତା ରେକର୍ଡ ୫ ଲକ୍ଷ ୬୦ ହଜାର ଡଲାର ବା ୪ କୋଟି ୨...

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ

କଟକ ଅଫିସ,୧୧ା୧: ବାରବାଟୀରେ ବୁଧବାର ହକି ବିଶ୍ୱକପ୍‌ର ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଛି। କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ଏଥିରେ ଯୋଗଦେଇ ଓଡ଼ିଶାକୁ ଭୂୟସୀ ପ୍ରଶଂସା...

ଆଇପିଏଲ୍‌ରେ ସାମିଲ ଖେଳାଳିଙ୍କୁ ପ୍ରଧାନମନ୍ତ୍ରୀଙ୍କ କଡ଼ା ଜବାବ

ମେଲବୋର୍ନ,୨୭।୪: ଆଇପିଏଲ ୨୦୨୧ରେ ଅଂଶଗ୍ରହଣ କରୁଥିବା ତାଙ୍କ ଦେଶର କ୍ରିକେଟରମାନଙ୍କୁ ଘରକୁ ଫେରିବା ପାଇଁ ନିଜସ୍ବ ବ୍ୟବସ୍ଥା କରିବାକୁ ପଡ଼ିବ ବୋଲି ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ସ୍କଟ...

ଆଗାମୀ ସିଜନରେ ଅଧିନାୟକ ବଦଳାଇବ ପଞ୍ଜାବ କିଙ୍ଗ୍ସ? ବୟାନ ଜାରି କରି ସ୍ପଷ୍ଟ କଲା ଫ୍ରାଞ୍ଚାଇଜ୍‌…

ନୂଆଦିଲ୍ଲୀ,୨୪।୮: ଇଣ୍ଡିଆନ ପ୍ରିମିୟର ଲିଗ୍‌ ୨୦୨୩ ଆଉ ଢ଼େର ସମୟ ବାକି। ହେଲେ ଏବେଠାରୁ ଚର୍ଚ୍ଚାରେ ଆଇପିଏଲ୍‌ ଟିମ୍‌। କିଛିଦିନ ପୂର୍ବେ ପଞ୍ଜାବ କିଙ୍ଗ୍ସ କୋଚ୍‌...

Advertisement
Archives

Model This Week