Posted inଜାତୀୟ

ରାଜ୍ୟରେ ମହିଳାଙ୍କ ପାଇଁ କାହିଁକି ଲାଗୁ ହୋଇନି ସଂରକ୍ଷଣ: କେନ୍ଦ୍ରକୁ ସୁପ୍ରିମ୍‌କୋର୍ଟଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୨୫।୭ : ମଙ୍ଗଳବାର ଏକ ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ତାଗିଦ କରିଛନ୍ତି। ଭାଜପା ଶାସିତ ରାଜ୍ୟଗୁଡିକ ବିରୋଧରେ ଦୃଢ଼ ଆଭିମୁଖ୍ୟ ଗ୍ରହଣ ନ କରି ଥିବାରୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ଚେତାବନୀ ଦେଇଛନ୍ତି। ଉତ୍ତର-ପୂର୍ବ ରାଜ୍ୟ ନାଗାଲାଣ୍ଡରେ ସଂରକ୍ଷଣ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ବିରୋଧରେ ସୁପ୍ରିମକୋର୍ଟ ଦୃଢ଼ ନଜର ରଖିଛନ୍ତି।

ରାଜ୍ୟରେ ମହିଳାଙ୍କ ସଂରକ୍ଷଣ କାହିଁକି ଲାଗୁ ହେଲା ନାହିଁ ବୋଲି ସୁପ୍ରିମକୋର୍ଟ ପ୍ରଶ୍ନ ଉଠାଇଛନ୍ତି? ସୁପ୍ରିମକୋର୍ଟ କେନ୍ଦ୍ରକୁ କହିଛନ୍ତି, ଆପଣ ନିଜ ଦଳର ରାଜ୍ୟ ସରକାରଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହାଁନ୍ତି? ସୁପ୍ରିମକୋର୍ଟ କେନ୍ଦ୍ରକୁ କହିଛନ୍ତି ଆପଣ ଅନ୍ୟ ରାଜ୍ୟ ସରକାରଙ୍କ ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରୁଛନ୍ତି ଯାହା ଆପଣଙ୍କ ପାଇଁ ଦାୟୀ ନୁହେଁ, କିନ୍ତୁ ଯେଉଁଠି ଆପଣଙ୍କ ଦଳ କ୍ଷମତାରେ ଅଛି ସେହି ରାଜ୍ୟରେ ଆପଣ କିଛି କାହିଁକି କରୁ ନାହାନ୍ତି।

ଜଷ୍ଟିସ କୌଲ ପ୍ରଶ୍ନ କରିଛନ୍ତି ମହିଳାମାନଙ୍କ ପାଇଁ ସଂରକ୍ଷଣ ବିରୋଧରେ କୌଣସି ବ୍ୟବସ୍ଥା ଅଛି କି? ମହିଳାମାନେ ବିଭିନ୍ନ ବର୍ଗରେ ସମାନ ଭାବରେ ଜଡିତ ଥିବାବେଳେ କାହିଁକି ମହିଳାଙ୍କ ଅଂଶଗ୍ରହଣକୁ ବିରୋଧ କରାଯାଉଛିି? ଏହାର ଉତ୍ତରରେ ନାଗାଲାଣ୍ଡର ଆଟର୍ନି ଜେନେରାଲ କହିଛନ୍ତି ସେଠାରେ ମହିଳା ସଂଗଠନ ଅଛନ୍ତି ଯେଉଁମାନେ କହିଛନ୍ତି ସେମାନେ ସଂରକ୍ଷଣ ଚାହୁଁ ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଈ ହାତୀର କଙ୍କାଳ ଠାବ: ବନବିଭାଗର ତଦନ୍ତ ଆରମ୍ଭ

ରିଆମାଳ, ୮।୮( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ନୂଆଁଡ଼ିହି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖିଲେଇ ଗ୍ରାମ ନିକଟବର୍ତ୍ତୀ ଗୋଗୁଆ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ…

ପୁଣି ସୃଷ୍ଟି ହେଲା ଲଘୁଚାପ: ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୮: ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ହୋଇଛି। ଫଳରେ ରାଜ୍ୟରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ…

କାହିଁକି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଅଜିଙ୍କ୍ୟ ରାହାଣେ, ଜଣାପଡିଲା ଅସଲ କାରଣ, ଏବେ ବାଛିଛନ୍ତି…

ନୂଆଦିଲ୍ଲୀ,୮।୮: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ବିଶ୍ୱର ବିଭିନ୍ନ ଲିଗରେ ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହା ସହିତ,…

୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

କେସିଙ୍ଗା,୮ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ପୋଲିସ ଦ୍ୱାରା ଜଣେ ଚୋରା ବ୍ୟବସାୟୀଙ୍କ ସହ ୪୨ କେଜି ଚୋରା ଗଞ୍ଜେଇ ଧରାଯାଇଛି। କୌଣସି ସୂତ୍ରରୁ ଖବର…

ସ୍କୁଟିରେ ଗଞ୍ଜେଇ ଚାଲାଣ କରି ଜେଲ୍‌ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୮ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ କର୍ମଚାରୀ ଟିମ୍‌ ସ୍ଥାନୀୟ କୃଷି ବିଭାଗ କାର୍ଯ୍ୟାଳୟ ସମ୍ମୁଖ ୧୭ ନଂ ରାଜ୍ୟ ରାଜପଥରୁ ଏକ ସ୍କୁଟି…

ଅବସର ପରେ ମଧ୍ୟ, ବିରାଟ-ଧୋନିଙ୍କୁ ଟକ୍କର ଦେଉଛନ୍ତି ସଚିନ

ନୂଆଦିଲ୍ଲୀ,୮।୮: ସଚିନ ତେନ୍ଦୁଲକର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବାର ଏକ ଦଶନ୍ଧିରୁ ଅଧିକ ସମୟ ବିତିଗଲାଣି; ସେ ନଭେମ୍ବର ୧୬, ୨୦୧୩ରେ ଖେଳକୁ ବିଦାୟ ଦେଇଥିଲେ। ବର୍ଷ…

ସଡ଼କ ଦୁର୍ଘଟଣାରେ ଚାଲିଗଲା ବାପ-ପୁଅଙ୍କ ଜୀବନ, ଶେଷଯାତ୍ରାରେ ବିଧାୟକ ଯୋଗ ଦେଇ…

ସୋହେଲା,୮ା୮(ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସୋହେଲାର ରୋଶନ ଅଗ୍ରଓ୍ବାଲ (୪୮) ଏବଂ ତାଙ୍କ ପୁଅ ତରୁଣ(୧୨)ଙ୍କ ମୃତ୍ୟୁ ହୋଇଯାଇଛି।…

ନାବାଳିକାଙ୍କୁ ଓଡ଼ିଶାରୁ ଅପହରଣ କରି କେରଳରେ ବଳାତ୍କାର , ଅଭିଯୋଗ ପରେ ବନ୍ଧାହେଲେ ଯୁବକ

ଜମନକିରା,୮ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଳି ଅଞ୍ଚଳର ଜନୈକା ନାବାଳିକାଙ୍କୁ ଅପହରଣ କରି କେରଳ ନେଇ ବଳାତ୍କାର କରିବା ଅଭିଯୋଗରେ ଜଣେ ଯୁବକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri