କାହିଁକି ଭୁଲିହୁଏନି ପ୍ରଥମ ପ୍ରେମ …

କୁହାଯାଏ ପ୍ରଥମ ପ୍ରେମ ଅଭୁଲା। ଯୌବନର ପ୍ରଥମ ଚରଣରେ ସାଥୀ ପାଇଁ ମନରେ ସୃଷ୍ଟି ହୋଇଥିବା ଆବେଗ ପ୍ରେମକୁ ସ୍ବତନ୍ତ୍ର କରିଥାଏ। ଏଥିପାଇଁ ପ୍ରଥମ ପ୍ରେମର ଅନେକ ମୁହୂର୍ତ୍ତ ଜୀବନର ସ୍ମୃତି ହୋଇରହିଯାଏ। ପ୍ରେମ ଯେତେ ପୁରୁଣା ହେଲେ ମଧ୍ୟ ଯେତେବେଳେ ଏହା ମନେପଡ଼େ ମନରେ ଖୁସି ଭରିଦେଇଥାଏ। ତେବେ ପ୍ରଥମ ପ୍ରେମକୁ କାହିଁକି ଭୁଲି ହୋଇ ନ ଥାଏ ଜାଣନ୍ତୁ।

ପ୍ରଥମ ପ୍ରେମ ଅଦ୍ୱିତୀୟ: ପ୍ରଥମ ପ୍ରେମ ସବୁବେଳ ପାଇଁ ଅଦ୍ୱିତୀୟ। ପ୍ରେମିକ ବା ପ୍ରେମିକାଙ୍କ ସ୍ନେହ, ଯତ୍ନ ଓ ତାଙ୍କ ଭଲପାଇବା ସବୁଠାରୁ ନିଆରା । ଏହାସହ ସେହି ସମୟର ଅନୁଭୂତି ସ୍ବତନ୍ତ୍ର ହୋଇଥାଏ।

ଯୌବନ ସ୍ମୃତିକୁ ସତେଜ ରଖେ: ଯୌବନର ପ୍ରଥମ ପାହାଚରେ ପ୍ରେମ ଆଡ଼କୁ ପାଦ ଖସିଗଲା ପରେ ତୁମ ସହ ଘଟୁଥିବା ସବୁ ଘଟଣା ମନକୁ ଛୁଇଁଥାଏ। ଆଉ ଏହି ସମୟରେ ଘଟିଥିବା ଅନେକ କିଛି ପାଗଳାମି ମନେ ରହିଯାଇଥାଏ।

ପ୍ରଥମ ହୋଇଥାଏ: ପ୍ରଥମ ପ୍ରେମ ସବୁବେଳ ଲାଗି ପ୍ରଥମ ହୋଇଥାଏ। ପରେ ତୁମେ ଯେତେ ଥର ପ୍ରେମ ବନ୍ଧନରେ ବାନ୍ଧି ହୁଅନା କାହିଁକି ପ୍ରଥମ ପ୍ରେମ ସବୁବେଳ ଲାଗି ପ୍ରଥମ।

ଏଥିରେ କୌଣସି ବିକଳ୍ପ ନ ଥାଏ: ପରିବାରର କଟକଣାରୁ ବାହାରି ଲୁଚି ପ୍ରେମ କରିବାରେ କୌଣସି ବିକଳ୍ପ ନ ଥାଏ । ଏହି ବୟସରେ ତାହା ଆପେ ଆପେ ହୋଇଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

ଅତ୍ୟଧିକ ମିଠାଜାତୀୟ ଖାଦ୍ୟ ଖାଉଥିଲେ…

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ...

ଈଶ୍ୱର କଣିକାର ଆବିଷ୍କାରକ

ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ୍ଣ ଆବିଷ୍କାର କରି ଖ୍ୟାତି ଲାଭ କରିଥିବା ପିଟର ହିଗ୍‌ସ ଚଳିତ ବର୍ଷ ଏପ୍ରିଲ ୮ ତାରିଖରେ ପରଲୋକ ଗମନ କରିଛନ୍ତି।...

ଥର୍ମୋମିଟର, ବାରୋମିଟର ଓ ଡାଲ୍‌ଟନ

କଡ଼େଇରେ ପାଣି ରଖି କଡ଼େଇ ତଳେ ନିଆଁ ଜାଳିଲେ ପାଣି ଗରମ ହୁଏ। କାରଣ ନିଆଁରୁ ବାହାରୁଥିବା ତାପ ଦ୍ୱାରା କଡ଼େଇ ଗରମ ହୁଏ। କଡ଼େଇ...

ଖରାଦିନେ ସ୍କିନ୍‌ ଆଲର୍ଜିର ଘରୋଇ ଚିକିତ୍ସା

ଖରାଦିନେ ଝାଳ ବୋହିବା ସହ କେତେକଙ୍କଠାରେ ବିଭିନ୍ନ ପ୍ରକାର ସ୍କିନ୍‌ ଆଲର୍ଜି ସମସ୍ୟା ଦେଖାଯାଇଥାଏ। କାହାର ଘିମିରି ବାହାରେ ତ କାହା ଶରୀରରେ ନାଲି ନାଲି...

ଘରେ ସୁଖସମୃଦ୍ଧି ବୃଦ୍ଧି ପାଇଁ ବାସ୍ତୁ ଉପାୟ, ଆପଣାଇଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି କିଛି ବିଶେଷ ଉପାୟ ରହିଛି; ଯାହାକୁ ଆପଣାଇଲେ ଘରେ ସୁଖସମୃଦ୍ଧି ବୃଦ୍ଧି ହେବା ସହ ସମ୍ପର୍କରେ ନିବିଡ଼ତା ଆସିଥାଏ। ତା’ସହିତ ଅନେକ...

ଇଲେକ୍ଟ୍ରିକ୍‌ ସମାଗ୍ରୀ ଚକ୍‌ଚକ୍‌ କରିବାକୁ ଚାହୁଁଥିଲେ…ଆପଣାନ୍ତୁ ଏହି ଉପାୟ

ଇଲେକ୍ଟ୍ରି ସାମଗ୍ରୀ ସଫା କରିବା ସମୟରେ କେତେକ ବିଷୟ ପ୍ରତି ସ୍ବତନ୍ତ୍ର ଭାବରେ ଦୃଷ୍ଟି ଦେବାକୁ ପଡ଼ିଥାଏ। ଏହି ସମୟରେ ନିମ୍ନଲିଖିତ ଟିପ୍ସ ଆପଣେଇ ପାରନ୍ତି…...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri