Posted inଜାତୀୟ

ରାମ ମନ୍ଦିର ଭୂମିପୂଜାକୁ ରାଷ୍ଟ୍ରପତିଙ୍କୁ ନ ଡାକିବାକୁ ନେଇ ଆରମ୍ଭ ହେଲା ରାଜନୀତି

ନୂଆଦିଲ୍ଲୀ,୯।୮: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ଗଲାଣି। ହେଲେ ଏହାର ଭୂମିପୁଜାକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ନ ଡାକିବାକୁ ନେଇ ଆରମ୍ଭ ହେଲାଣି ରାଜନୀତି। ଏହାକୁ ନେଇ ଆମ ଆଦମୀ ପାର୍ଟି(ଏଏପି) ନେତା ସଞ୍ଜୟ ସିଂ କହିଛନ୍ତି ଭୂମିପୂଜାଙ୍କୁ ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ ନ କରିବା ଏକ ଅପମାନ। ଶ୍ରୀ ସିଂ କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି କି କାହିଁକି ରାଷ୍ଟ୍ରପତିଙ୍କୁ ଭୂମିପୂଜାଙ୍କୁ ନିମନ୍ତ୍ରଣ କରାଗଲା ନାହିଁ । ଭାରତୀୟ ଜନତା ପାର୍ଟି(ଭାଜପା) ଭୋଟ ବ୍ୟାଙ୍କ ପାଇଁ ଦଳିତଙ୍କୁ ଦେଶର ରାଷ୍ଟ୍ରପତି କରିପାରେ ହେଲେ ନିଜର ମାନସିକତା ପାଇଁ ସେ ଦଳିତଙ୍କ ସହ ଭୂମିପୂଜା କରିପାରିଲା ନାହିଁ। ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ମଧ୍ୟ ସମାନ କଥା କହିଛନ୍ତି। ସେ କହିଛନ୍ତି ଯଦି ରାଷ୍ଟ୍ରପତିଙ୍କୁ ଭୂମିପୂଜାକୁ ନିମନ୍ତ୍ରଣ କରାଯାଇଥାଆନ୍ତା ତେବେ ଏହା ଦେଶବାସୀଙ୍କ ପାଇଁ ଭଲ ବାର୍ତ୍ତା ଦେଇଥାଆନ୍ତା।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କଡରେ ପଡିଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ

ମୋହନା,୨୦।୧୨( ମନ୍ମଥ ମିଶ୍ର ): ସରକାର ନିରାମୟ ଯୋଜନାରେ ସାଧାରଣ ଗରିବ ଲୋକଙ୍କ ପାଇଁ ପ୍ରତି ସ୍ବାସ୍ଥ୍ୟ କେନ୍ଦ୍ର ଓ ଉପ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ କୋଟିକୋଟି...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri