ବାଂଲାଦେଶରେ ମୋଦିଙ୍କ ଗସ୍ତକୁ ବିରୋଧ କାହିଁକି

ଢାକା,୨୭ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଂଲାଦେଶ ଗସ୍ତକୁ ପଡ଼ୋଶୀ ଦେଶରେ ବିରୋଧ କରାଯାଉଛି। ଏହାର ବିଭିନ୍ନ କାରଣ ମଧ୍ୟରୁ ମୋଦିଙ୍କ ହିନ୍ଦୁବାଦୀ ତଥା ମୁସଲମାନ ବିରୋଧୀ ଆଭିମୁଖ୍ୟକୁ ପ୍ରମୁଖ ବୋଲି କୁହାଯାଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର କେତେକ ସଙ୍ଗଠନ ଓ ବୁଦ୍ଧିଜୀବୀଙ୍କ ମନ୍ତବ୍ୟର ଏଠାରେ ଅବତାରଣା କରାଯାଉଛି।

ନରେନ୍ଦ୍ର ମୋଦି ୨୦୦୨ରେ ଗୁଜରାଟ ମୁଖ୍ୟମନ୍ତ୍ରୀ ଥିବାବେଳେ ଗୋଧ୍ରା ଦଙ୍ଗାରେ ୧,୦୦୦ରୁ ଊର୍ଦ୍ଧ୍ୱ ମୁସଲମାନଙ୍କ ଜୀବନ ଯାଇଥିଲା। ଗୁଜରାଟ, କଶ୍ମୀର ଓ ଦିଲ୍ଲୀ ସମେତ ଦେଶର ବିଭିନ୍ନ ସ୍ଥାନରେ ମୋଦି ମୁସଲମାନମାନଙ୍କୁ ହତ୍ୟା କରୁଛନ୍ତି। ସେ ପ୍ରଧାନମନ୍ତ୍ରୀ ହେବା ପରେ ଭାରତରେ ମୁସଲମାନ ବିରୋଧୀ ଆଇନ ପ୍ରଣୟନ କରିବାରେ ଲାଗିଛନ୍ତି। ତେଣୁ ଆମେ ତାଙ୍କୁ ଚାହୁଁନାହୁଁ।
-ମୌଲାନା ମାମୁନୁଲ ହକ୍‌, ଇସ୍‌ଲାମିକ୍‌ ନେତା

ଶେଖ୍‌ ମୁଜିବୁର ରହମାନ ଏକ ଧର୍ମନିରପେକ୍ଷ ରାଷ୍ଟ୍ର ପାଇଁ ଲଢ଼େଇ କରିଥିବାବେଳେ ମୋଦି ସାମ୍ପ୍ରଦାୟିକତାକୁ ପ୍ରୋତ୍ସାହନ ଦେଉଛନ୍ତି।
-ଇମ୍‌ତିଆଜ୍‌ ଅହମଦ, ଢାକା ବିଶ୍ୱବିଦ୍ୟାଳୟ ପ୍ରଫେସର

ମୋଦି ନୀତିଗୁଡ଼ିକ ବାଂଲାଦେଶର ମୌଳିକ ସିନ୍ଧାନ୍ତର ପରିପନ୍ଥୀ। ଭାରତର ଦଙ୍ଗା ସୃଷ୍ଟିକାରୀ ପ୍ରଧାନମନ୍ତ୍ରୀଙ୍କୁ ଆମ ଦେଶର ସ୍ବାଧୀନତା ସୁବର୍ଣ୍ଣ ଜୟନ୍ତୀ ଉତ୍ସବକୁ ନିମନ୍ତ୍ରଣ କରିବା ମୁକ୍ତି ଯୁଦ୍ଧର ବିରୋଧୀ।
-ଫୋଏଜ୍‌ ଉଲ୍ଲାହ, ବାଂଲାଦେଶ ଷ୍ଟୁଡେଣ୍ଟସ୍‌ ୟୁନିୟନ୍‌ ଅଧ୍ୟକ୍ଷ


Enter your email to get our daily news in your inbox.

All Right Reserved By Dharitri.Com

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri