Advertisement
Posted inଜାତୀୟ

ଏବେ ସଦାମ ହୁସେନଙ୍କ ଭଳି ଦେଖାଯାଉଛନ୍ତି ରାହୁଲ ଗାନ୍ଧୀ: ଆସାମ ମୁଖ୍ୟମନ୍ତ୍ରୀ

ଗୁଆହାଟୀ,୨୩।୧୧: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଏକ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଏବେ ଇରାକର ପୂର୍ବତନ ଏକଛତ୍ରବାଦୀ ଶାସକ ସଦାମ ହୁସେନ ଭଳି ଦେଖାଯାଉଛନ୍ତି ବୋଲି ହିମନ୍ତ କହିଛନ୍ତି। ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଅହମଦାବାଦରେ ପ୍ରଚାର ସମୟରେ ସେ ଏହି ମନ୍ତବ୍ୟ ଦେଇଛନ୍ତି। ଏହାକୁ ନେଇ ଏକ ବିବାଦ ଉପୁଜିଛି।
ହିମନ୍ତ ନିର୍ବାଚନୀ ସଭାକୁ ସମ୍ବୋଧିତ କରି କହିଛନ୍ତି, ରାହୁଲ ଗାନ୍ଧୀଙ୍କ ଚେହେରା ବଦଳି ଗଲାଣି, ଯାହା ମୁଁ ଏବେ ଦେଖୁଛି। ଯଦି ସେ ନିଜ ଚେହେରା ବଦଳାଉଛନ୍ତି, ତେବେ ସର୍ଦ୍ଦାର ବଲ୍ଲଭଭାଇ ପଟେଲ କିମ୍ବା ନେହେରୁଙ୍କ ଭଳି କରନ୍ତୁ। ଗାନ୍ଧିଜୀଙ୍କ ଭଳି ଦେଖାଗଲେ ବି ବହୁତ ଭଲ। କିନ୍ତୁ ସେ ତାଙ୍କ ଚେହେରାକୁ ସଦାମ ହୁସେନଙ୍କ ଭଳି କାହିଁକି କରୁଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି।
ସୂଚନାଯୋଗ୍ୟ, ଦରଦାମ ବୃଦ୍ଧି, ବେରୋଜଗାରୀ ବିରୋଧରେ ସେପ୍ଟେମ୍ବର ୭ରୁ ରାହୁଲ ଗାନ୍ଧୀ ଭାରତ ଯୋଡୋ ଯାତ୍ରା ଆରମ୍ଭ କରିଛନ୍ତି। ଏହି ଯାତ୍ରା ସମୟରେ ସେ ନିଜର ଦାଢି ଏବଂ ଚୁଟି ମଧ୍ୟ କାଟି ନାହାନ୍ତି। ଫଳରେ ତାଙ୍କୁ ଲୁକ୍‌ ସମ୍ପୂର୍ଣ୍ଣ ବଦଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ଭୋଟ ଦେଇଛନ୍ତି ମନମୋହନ-ମୁଲାୟମ!

ଆମ୍ବେଡ୍‌କର ନଗର,୧୧।୩: ଭାଜପାକୁ ଭୋଟ ଦେଇଛନ୍ତି ମନମୋହନ ସିଂ ଏବଂ ମୁଲାୟମ ସିଂ। କଥାଟା ଅଡ଼ୁଆ ଲାଗୁଥିଲେ ହେଁ ସତ। ତେବେ ଆମେ ଏଠାରେ ପୂର୍ବତନ...

ସଞ୍ଜୟ କୋଠାରି ନୂଆ ସିଭିସି

ନୂଆଦିଲ୍ଲୀ,୨୬।୪ପି.ଟି.): ରାଷ୍ଟ୍ରପତିଙ୍କ ସଚିବ ଥିବା ସଞ୍ଜୟ କୋଠାରିଙ୍କୁ ଶନିବାର କେନ୍ଦ୍ରୀୟ ଭିଜିଲାନ୍ସ ଆୟୁକ୍ତ (ସିଭିସି) ନିଯୁକ୍ତ କରାଯାଇଛି। କେ.ସି. ଚୌଧ୍‌ରୀଙ୍କ କାର୍ଯ୍ୟକାଳ ଶେଷ ହେବା ପରେ...

ଅତୀତର ଭୁଲ୍‌ ପାଇଁ ବର୍ତ୍ତମାନର ଶାନ୍ତି ଭଙ୍ଗ ହେବା ଉଚିତ ନୁହେଁ…

ନୂଆଦିଲ୍ଲୀ,୯।୧୨: ଦିଲ୍ଲୀର ମେହରୁଲି ଅଞ୍ଚଳରେ ଥିବା କୁତବ୍‌ ମିନାର ପରିସରରେ ୨୭ ମନ୍ଦିରର ପୁନରୁର୍ଦ୍ଧାର ନେଇ ଏକ ମାମଲା କୋର୍ଟରେ ଦାଖଲ ହୋଇଛି। ଏହାର ଶୁଣାଣି...

୧ ଲକ୍ଷ ଛାତ୍ରୀ-ଛାତ୍ରଙ୍କୁ ମାଗଣାରେ ମୋବାଇଲ-ଲ୍ୟାପଟପ ଦେବେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୫ ।୧୨: ଉତ୍ତର ପ୍ରଦେଶ ସରକାରଙ୍କ ଫ୍ରି ଲ୍ୟାପଟପ ଓ ସ୍ମାର୍ଟଫୋନ ସ୍କିମ ୨୦୨୧ର ଶୁଭାରମ୍ଭ ଶନିବାର କରାଯାଉଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୂର୍ବତନ...

ପାକିସ୍ତାନ ଡ୍ରୋନକୁ ତଳକୁ ଖସାଇଲେ ବିଏସଏଫ ଯବାନ

ଚଣ୍ଡିଗଡ,୯।୧୧: ପଞ୍ଜାବର ଫିରୋଜପୁରରେ ସୀମା ସୁରକ୍ଷା ବଳ (ବିଏସଏଫ) ଯବାନମାନେ ଭାରତ-ପାକିସ୍ତାନ ସୀମା ନିକଟରେ ଆକାଶରେ ବୁଲୁଥିବା ପାକ ଡ୍ରୋନକୁ ତଳକୁ ଖସାଇଛନ୍ତି। ଡ୍ରୋନରୁ କୌଣସି...

ଏହି ଜିଲାରେ ୧ କିଲୋ ପ୍ଲାଷ୍ଟିକ୍‌ ବର୍ଜ୍ୟବସ୍ତୁ ଦେଲେ ମିଳୁଛି ୧ କିଲୋ ଚାଉଳ

ହାଇଦ୍ରାବାଦ୍‌,୧୭।୧୦: ଦେଶକୁ ପ୍ଲାଷ୍ଟିକ୍‌ ମୁକ୍ତ କରିବା ପାଇଁ ପ୍ରୟାସ ଚାଲିଛି। ନିକଟରେ ଛତିଶଗଡର ଅମ୍ବିକାପୁରରେ ଏକ ‘ଗାର୍ବେଟ୍‌ କାଫେ’ ଖୋଲାଯାଇଛି। ଯେଉଁଠି ପ୍ଲାଷ୍ଟିକ୍‌ ବର୍ଜ୍ୟବସ୍ତୁ ଦେଲେ...

ସିଏଏ ନେଇ ଗର୍ଜିଲେ ଶାହ: ଆବଶ୍ୟକ ପଡ଼ିଲେ ରାହୁଲଙ୍କ ପାଖକୁ ପଠାଯିବ ଇଟାଲୀ ଭାଷାରେ ଅନୁବାଦ

ଯୋଧପୁର,୩।୧: ସିଏଏ ନେଇ ଭାଜପା ପଛକୁ ହଟିବନି। ରାହୁଲ ଗାନ୍ଧୀ ଏସମ୍ପର୍କରେ ସମ୍ପୂର୍ଣ୍ଣ ଜାଣି ନାହାଁନ୍ତି। ତେଣୁ ସେ ଏହାର ବିରୋଧ କରୁଛନ୍ତି। ଆବଶ୍ୟକ ପଡ଼ିଲେ...

ଉତ୍ତରପ୍ରଦେଶରେ ତିଆରି ହେଲା ୩୪ଟି ଅସ୍ଥାୟୀ ଜେଲ

ଲକ୍ଷ୍ନୌ,୨୩।୪: ଉତ୍ତରପ୍ରଦେଶ ସରକାର ରାଜ୍ୟରେ ୩୪ଟି ଅସ୍ଥାୟୀ ଜେଲ ସ୍ଥାପନା କରିଛନ୍ତି। ଲକ୍ଷ୍ନୌର କଶ୍ମୀରି ମୋହଲ୍ଲା ମ୍ୟୁନସିପାଲ ବାଳିକା ଇଣ୍ଟର କଲେଜ ଓ ସହରର ବିଭିନ୍ନ...

Advertisement
Archives

Model This Week