କାହିଁକି ବିବାହ କରୁ ନାହାଁନ୍ତି ସଲମାନ: ସାମ୍ନାକୁ ଆସିଲା ନୂଆ କାରଣ

ମୁମ୍ବାଇ: ବଲିଉଡ୍‌ ଭାଇଜନ୍‌ ସଲମାନ ଖାଁ ୫୩ ବର୍ଷରେ ପଦାର୍ପଣ କଲେଣି। କିନ୍ତୁ ଆଜି ପର୍ଯ୍ୟନ୍ତ ସେ ବିବାହ କରି ନାହାଁନ୍ତି। ସେ କେବେ ବିବାହ କରିବେ ତାକୁ ନେଇ ବହୁବାର ପ୍ରଶ୍ନ ଉଠିଥିଲେ ବି ସଲମାନ ଭିନ୍ନ ଭିନ୍ନ କାରଣ ଦର୍ଶାଇଛନ୍ତି। ଏଥର କିନ୍ତୁ ସଲମାନ ଆଉ ଏକ କାରଣ ଦର୍ଶାଇ ନିଜ ବିବାହକୁ ଏଡାଇ ଯାଇଛନ୍ତି। ସେ କହିଛନ୍ତି ତାଙ୍କ ପରିବାର ସବୁଠାରୁ ଆଗରେ। ତେଣୁ ଟିକେ ସମୟ ପାଇଲେ ସେ ପରିବାର ସହ କଟାଇବାକୁ ଚାହାଁନ୍ତି। ଯଦି ସେ ବିବାହ କରିବେ ହୁଏତ ପରିବାରକୁ ସମୟ ଦେଇ ପାରିବେ ନାହିଁ ସେଥିପାଇଁ ସେ ବିବାହ କରିବା କଥା ଚିନ୍ତା କରି ନାହାଁନ୍ତି। ପୂର୍ବରୁ କୃଷ୍ଣସାର ମୃଗ ମାମଲା ମୁଣ୍ଡ ଉପରେ ଥିବାରୁ ସେ ବିବାହ ପାଇଁ ରାଜି ହେଉ ନ ଥିବା ପ୍ରକାଶ କରିଥିବା ବେଳେ ଏବେ ଏହି ନୂଆ କାରଣ ପୁଣି ଅଡୁଆରେ ପକାଇଛି ତାଙ୍କ ପ୍ରଶଂସକଙ୍କୁ। ହେଲେ ଲକ୍ଷେ ଦିଲ କି ଧଡକନ୍‌ ସଲମାନ ବିବାହ କରନ୍ତୁ ଏହା ଚାହାଁନ୍ତି ତାଙ୍କ ପ୍ରଶଂସକ।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri