ଦିଲ୍ଲୀରେ ମାଡ଼ ଖାଇଥିଲେ ଶାହାରୁଖ: ସ୍ତ୍ରୀ ଗୌରୀଙ୍କୁ ଆଜି ବି କୁହନ୍ତି ଭାଉଜ, କାରଣ ଜାଣିଲେ ହେବେ..

ବମ୍ବେ: ସଂଘର୍ଷର ଅନ୍ୟନାମ ସଫଳତା। ଜୀବନରେ ଯିଏ ସଂଘର୍ଷ କରିଛି ସେ ଦିନେ ନା ଦିନେ ସଫଳତାର ସ୍ବାଦ ଚାଖିଛି। ସେଭଳି ଜଣେ ବଲିଉଡ ସୁପରଷ୍ଟାର ହେଲେ ଶାହରୁଖ ଖାନ୍‌। ସେ କିଙ୍ଗ ଖାନ୍‌, ରୋମାନ୍ସ କିଙ୍ଗ ଭାବେ ପ୍ରଶଂସକଙ୍କ ଗହଣରେ ବେଶ ଜଣାଶୁଣା। ହେଲେ ବଲିଉଡ ବାଦଶାହା ହେବା ପୂର୍ବରୁ ଦିଲ୍ଲୀର ଜଣେ ସାଧାରଣ ଯୁବକ ଥିଲେ ଶାହାରୁଖ।

ସେତେବେଳେ ସେ ଗୌରୀଙ୍କ ପ୍ରେମରେ ପଡ଼ିଥିଲେ। ପାଖରେ କିଛି ନ ଥିବାବେଳେ ପ୍ରେମିକା ଥିବା ବେଶ ବଡ଼ କଥା ଥିଲା।
ଗୌରୀ ଶାହାରୁଖଙ୍କ ସହ ବୁଲାବୁଲି କରୁଥିଲେ। ଫଳରେ ଅନ୍ୟମାନଙ୍କ ନଜରରେ ଆସିବା ସ୍ବାଭାବିକ। ଦିନେ ଗ୍ରିନ ପାର୍କ ଯାଇଥିବା ବେଳେ କିଛି ଗୁଣ୍ଡା ଶ୍ରେଣୀୟ ଯୁବକ ସେମାନଙ୍କ ପାଖକୁ ଆସି ‘ଯୁବତୀ ଜଣଙ୍କ କିଏ’ ବୋଲି ପ୍ରଶ୍ନ କରିଥିଲେ। ଏହାର ଜବାବରେ ଶାହାରୁଖ କହିଥିଲେ ସେ ମୋ ପ୍ରେମିକା। ହେଲେ ଯୁବକଜଣଙ୍କ କହିଥିଲେ, ନା, ସେ ପ୍ରେମିକା ନୁହଁ ତୋ ଭାଉଜ। ଏହାକୁ ନେଇ କିଛି ସମୟ ଧରି ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏପରିକି ଉକ୍ତ ଯୁବକ ଶାହାରୁଖଙ୍କ ମୁହଁକୁ ମାରିଥିଲେ। ସେବେଠାରୁ ଶାହାରୁଖ ଯେବେ ଦିଲ୍ଲୀ ଯାଆନ୍ତି, କିଏ ପଚାରିଲେ ଗୌରୀଙ୍କୁ ନିଜର ଭାଉଜ ବୋଲି କହିଥାନ୍ତି। ବିବାହ ପରେ ବି ଏହା ବଦଳି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନ ଶୁଟିଂ ପାଇଁ ୧.୫ କୋଟି ଟଙ୍କା ନିଅନ୍ତି ଏହି ଅଭିନେତ୍ରୀ: ରୋଜଗାରକୁ ନେଇ ଉଠିଛି ବିବାଦ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଲିଉଡ୍‌ର କୁଇନ୍‌ କୁହାଯାଏ। ଅଭିନୟ କରିଥିବା ପ୍ରତିଟି ଫିଲ୍ମରେ ସେ ନିଜର ସ୍ବତନ୍ତ୍ର ଛାପ ଛାଡ଼ିଥାନ୍ତି। ପ୍ରଥମେ ନେପୋଟିଜିମ୍‌ ଆଉ...

ଶାହାରୁଖଙ୍କ ସୁପରହିଟ ଫିଲ୍ମକୁ ପ୍ରତ୍ୟାଖ୍ୟାନ କରିଥିଲେ ଜୁହି ଚାୱଲା: ଜାଣନ୍ତୁ କାହିଁକି

ବଲିଉଡ୍‌ ଅଭିନେତ୍ରୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିଥାଏ। ମାଧୁରୀ ଦୀକ୍ଷିତ ଏବଂ ଜୁହି ଚାୱଲାଙ୍କ ମଧ୍ୟରେ କିଛି ସମାନ ଘଣଟା ଘଟିଥିବା ଶୁଣିବାକୁ ମିଳିଥିଲା। ଯଦିଓ...

ରଶ୍‌ ଫିଲ୍ମର କିସିଂ ସିନ୍‌ ସାଗରିକାଙ୍କୁ ରାତାରାତି କରିଥିଲା ଷ୍ଟାର…

ମୁମ୍ବାଇ,୮।୧: ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ତଥା ଭାରତୀୟ କ୍ରିକେଟର ଜାହିର ଖାଁଙ୍କ ସ୍ତ୍ରୀ ସାଗରିକା ଘାଟଗେଙ୍କୁ ଶୁକ୍ରବାର ୩୪ ବର୍ଷ ପୂରଣ ହୋଇଛି। ସେ ୩୫...

ଆଶ୍ୱସ୍ତ ହେଲେ ସଲମାନ

ମୁମ୍ବାଇ,୧୭।୬: କୃଷ୍ଣସାର ମୃଗ ଶିକାର ମାମଲାରେ କୋର୍ଟରେ ମିଥ୍ୟା ଆଫିଡେଭିଟ ଦାଖଲ କରିବା ମାମଲାରେ ଯୋଧପୁର କୋର୍ଟ ସୋମବାର ବଲିଉଡ୍‌ ଅଭିନେତା ସଲମାନ ଖାଁଙ୍କୁ ଦୋଷମୁକ୍ତ...

ଦୁବାଇରୁ ଫେରିଲେ ଭାଇଜାନ

ମୁମ୍ବାଇ: ଦବଙ୍ଗ ଖାନ୍‌ ସଲମାନ ଦୁବାଇରୁ ଫେରିଛନ୍ତି। ଶନିବାର ଫଟୋଗ୍ରାଫରମାନେ ତାଙ୍କୁ ବିମାନବନ୍ଦରରେ ଦେଖି ନିଜ କ୍ୟାମେରାରେ କଏଦ କରିଥିଲେ। ସୋସିଆଲ ମିଡିଆରେ ଶେୟାର ହୋଇଥିବା...

ଟ୍ରୋଲର୍‌ କହିଲେ ‘ଲଜ୍ଜାହୀନ’; ବ୍ୟାକ୍‌ଲେସ୍‌ ଟପ୍‌ ପିନ୍ଧି ଏଭଳି ଜବାବ ଦେଲେ ନିଆ ଶର୍ମା

ବମ୍ବେ: ଯେସାକୁ ତେସା। ଏପରି କିଛି କରିଛନ୍ତି ଟେଲି ପରଦାର ଲୋକପ୍ରିୟ ଅଭିନେତ୍ରୀ ନିଆ ଶର୍ମା। କେତେବେଳେ ବିକିନି ତ କେତେବେଳେ ନିଜର ନିଆରା ମେକଅପ୍‌...

ଅମିତାଭଙ୍କ ନାୟିକା ହେବାକୁ ମନା କରିଥିଲେ ଏହି ଅଭିନେତ୍ରୀ, ସମ୍ମତି ପାଇଁ ଅଭିନେତା ପଠାଇଥିଲେ ଗୋଲାପ ଭର୍ତ୍ତି ଟ୍ରକ୍‌

ବମ୍ବେ: ବଲିଉଡ୍‌ର ମହାନାୟକ କହିଲେ ଅମିତାଭ ବଚ୍ଚନଙ୍କୁ ବୁଝାଯାଏ। ୧୯୬୯ରେ ଫିଲ୍ମ ‘ସାତ ହିନ୍ଦୁସ୍ତାନୀ’ରୁ ଡେବ୍ୟୁ କରିଥିଲେ ସେ। ଏବେ ପଚାଶ ବର୍ଷ ପରେ ମଧ୍ୟ...

କ୍ୟାଟ୍ରିନା-ବିକିଙ୍କୁ ହତ୍ୟା ଧମକ ଦେଇଥିବା ଯୁବକ ଗିରଫ

ମୁମ୍ବାଇ,୨୫।୭:ବଲିଉଡ ଷ୍ଟାର୍‌ କପଲ୍‌ କ୍ୟାଟ୍ରିନା କୈଫ ଏବଂ ବିକି କୌଶଲଙ୍କୁ ହତ୍ୟା ଧମକ ଦେଇଥିବା ଯୁବକ ଗିରଫ ହୋଇଛନ୍ତି। ଗିରଫ ଯୁବକଙ୍କ ନାଁ ମନବିନ୍ଦର ସିଂ।...

Advertisement
Archives

Model This Week