Posted inଖେଳ

ଆୟର୍ଲାଣ୍ଡ, ଇଂଲଣ୍ଡ ଟୁରରୁ ସିରାଜଙ୍କୁ ବିଶ୍ରାମ, କାହିଁକି ଜାଣନ୍ତୁ…

ମୁମ୍ବାଇ, ୯ା୬: ଭାରତୀୟ ପେସର ମହମ୍ମଦ ସିରାଜଙ୍କୁ ଓ୍ବାର୍କଲୋଡ୍‌ ମ୍ୟାନେଜମେଣ୍ଟର ଅଂଶ ଭାବେ ଆଗାମୀ ଆୟର୍ଲାଣ୍ଡ ଓ ଇଂଲଣ୍ଡ ଟୁରରୁ ବିଶ୍ରାମ ଦିଆଯାଇଛି। ତାଙ୍କ ବଦଳରେ ପ୍ରସିଦ୍ଧ କ୍ରିଷ୍ଣାଙ୍କୁ ଦଳରେ ସାମିଲ କରାଯାଇଛି। ଏହି ପରିବର୍ତ୍ତନ ସମ୍ପର୍କରେ ବିସିସିଆଇ ପକ୍ଷରୁ ମଙ୍ଗଳବାର କୁହାଯାଇଛି।

ଲମ୍ବା ଇଣ୍ଟରନ୍ୟାଶନାଲ ସିଜନ ପୂର୍ବରୁ ସତର୍କତାମୂଳକ ଭାବେ ଏହି ନିଷ୍ପତ୍ତି ନିଆଯାଇଛି। ବିସିସିଆଇ ମେଡିକାଲ ଟିମ୍‌ ଓ ଟିମ ମ୍ୟାନେଜମେଣ୍ଟ ମଧ୍ୟରେ ଆଲୋଚନା ପରେ ରିକଭର ଲାଗି ତାଙ୍କୁ ପର୍ଯ୍ୟାପ୍ତ ସମୟ ଦେବା ପାଇଁ ବିଶ୍ରାମ ନେବାକୁ ପରାମର୍ଶ ଦିଆଯାଇଛି।

ସିରାଜଙ୍କୁ ଟି୨୦ ବିଶ୍ୱକପ୍‌ ଦଳରେ ବିଳମ୍ବରେ ସାମିଲ କରାଯାଇଥିଲା। ଆଇପିଏଲ୍‌ରେ ସେ ସମସ୍ତ ୧୭ ମ୍ୟାଚ୍‌ ଖେଳି ୧୯ ଉଇକେଟ ନେଇଥିେଲେ। ଆଇପିଏଲ୍‌ ପରେ ସେ ଆଫଗାନିସ୍ତାନ ବିପକ୍ଷ ଟେଷ୍ଟରେ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

ବୈଜ୍ଞାନିକଙ୍କ ଆକଳନଠାରୁ ଦ୍ରୁତଗତିରେ ସଙ୍କୁଚିତ ହେଉଛି ବୁଧ

କେପ୍‌ କାନାଭେରାଲ,୧୨ା୯: ଆମ ସୌରମଣ୍ଡଳର ସବୁଠାରୁ ଛୋଟ ଏବଂ ସୂର୍ଯ୍ୟର ସବୁଠାରୁ ନିକଟତର ଗ୍ରହ ‘ବୁଧ’କୁ ନେଇ ଏକ ଚମକପ୍ରଦ ତଥ୍ୟ ସାମ୍ନାକୁ ଆସିଛି। ବୈଜ୍ଞାନିକମାନଙ୍କ ଆକଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?