Posted inଜାତୀୟ

କେଜରିଓ୍ବାଲଙ୍କ ଗିରଫବେଳେ କାହିଁକି ନିଖୋଜ ଥିଲେ ସ୍ବାତୀ ମାଲିଓ୍ବାଲ, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୫।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିଓ୍ବାଲ ନିକଟରେ ବିବାଦ ଘେରରେ ଅଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଗିରଫବେଳେ ସେ କାହିଁକି ଅନୁପସ୍ଥିତ ଥିଲେ ଏନେଇ ସେ ମୁହଁ ଖୋଲିଛନ୍ତି।

ସାକ୍ଷାତକାର ଦେଇ ସେ କହିଛନ୍ତି, ହାଓ୍ବାର୍ଡ ସମ୍ମିଳନୀରେ ଭାଗ ନେବାକୁ ମାର୍ଚ୍ଚରେ ସେ ଆମେରିକାରେ ଥିଲେ। ଏଥିସହ ଏଏପି ଦ୍ୱାରା ଅନୁଷ୍ଠିତ ହୋଇଥିବା ବିଭିନ୍ନ କାର୍ଯ୍ୟକ୍ରମରେ ସେ ବିଦେଶରେ ରହି ଯୋଗ ଦେଉଥିଲେ। ଏହି ସମୟରେ ଆମେରିକାରେ ଥିବା ତାଙ୍କ ଭଉଣୀକୁ କରୋନା ହୋଇ ଯାଇଥିଲା। ଯାହାଯୋଗୁଁ ତାଙ୍କୁ ସଙ୍ଗରୋଧରେ ରହିବାକୁ ପଡିଥିଲା। ‘କିନ୍ତୁ ମୁଁ ପାର୍ଟି ସହ ସମ୍ପୂର୍ଣ୍ଣ ଯୋଗାଯୋଗରେ ଥିଲି। ଦଳ ପାଇଁ ସେହି ସମୟରେ ସୋସିଆଲ ମିହିଆରେ ଆକ୍ଟିଭ ରହି ଟ୍ବିଟ କରୁଥିଲି। ମୋ ଦ୍ୱାରା ଯେତିକି ହୋଇପାରିବ ମୁଁ ବିଦେଶରେ ରହି ସାହାଯ୍ୟ କରିଛି ’ ବୋଲି ଏମପି ସ୍ବାତୀ କହିଛନ୍ତି।

ସୂଚନାଥାଉ କି, ଦିଲ୍ଲୀ ଅବକାରୀ ଦୂର୍ନୀତି ମାମଲାରେ କେଜରିଓ୍ବାଲ ଗିରଫ ହେବା ସମୟରେ ତାଙ୍କର ପାର୍ଟିର ବଡ଼ ବଡ଼ ନେତା ସ୍ବାତୀ ମାଲିଓ୍ବାଲ, ରାଘବ ଚଡ୍ଡା ଏବଂ ହରଭଜନ ସିଂ ଦିଲ୍ଲୀରେ ନ ଥିଲେ। ଏହାକୁ ନେଇ ପାର୍ଟିର ଶୀର୍ଷ ନେତୃତ୍ୱ ଅସନ୍ତୁଷ୍ଟ ଥିଲେ ବୋଲି ଅନୁମାନ କରାଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

ସାବଧାନ! ବଦଳିଲା ରେଳବାଇର ନିୟମ; ବିନା ଟିକେଟ୍‌ରେ ଯାତ୍ରା କଲେ ଦୁଇଗୁଣା ଜରିମାନା ସହ ଜେଲ ଦଣ୍ଡ

ନୂଆଦିଲ୍ଲୀ,୨୧।୬: ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଉଥିବା ଟ୍ରେନ, ଲୋକଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ। କମ ଭଡ଼ା ହେବା ସତ୍ତ୍ୱେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri