Posted inଜାତୀୟ

କ୍ଷମତାରେ ଥିବା ବେଳେ ଏକଥା ମନେ ପଡୁ ନ ଥିଲା କାହିଁକି

ନୂଆଦିଲ୍ଲୀ,୨୨ା୪: ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‌ ମଲିକଙ୍କୁ ସିବିଆଇ ଜେରା ପାଇଁ ସମନ କରାଯାଇଛି। ୩୦୦ କୋଟି ଟଙ୍କାର ଲାଞ୍ଚ ଦାବି ମାମଲାରେ ଜେରା ପାଇଁ ସିବିଆଇ ସତ୍ୟପାଲ ମଲିକଙ୍କୁ ଏହି ସମନ କରିଛି। ବର୍ତ୍ତମାନ ଏହାକୁ ନେଇ ରାଜନୀତି ଜୋର୍‌ ଧରିଛି। କଂଗ୍ରେସ କହିଛି, ପୁଲଓ୍ବାମା ଆକ୍ରମଣକୁ ନେଇ ସେ ପ୍ରଶ୍ନ ଉଠାଇଥିବାରୁ ତାଙ୍କୁ ସମନ କରାଯାଇଛି। ତେବେ ଏପରି ଅଭିଯୋଗକୁ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏହାର କଡ଼ା ଜବାବ ଦେଇଛନ୍ତି। ଏକ କାର୍ଯ୍ୟକ୍ରମରେ ଶାହା କହିଛନ୍ତି, ଭାଜପାଠାରୁ ଅଲଗା ହେବା ପରେ ଏସବୁ କଥା ମନେ ପଡୁଛି? କ୍ଷମତାରେ ଥିବା ବେଳେ ଏକଥା ତ କାହିଁ ମନେ ପଡୁ ନ ଥିଲା। ଭାଜପା କିଛି କରିନାହିଁ।

ସତ୍ୟପାଲ ନିକଟରେ ପୁଲଓ୍ବାମା ଘଟଣାରେ ସିଧାସଳଖ ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଏନ୍‌ଏସ୍‌ଏ ଅଜିତ ଡୋଭାଲଙ୍କୁ ଦାୟୀ କରିଥିଲେ। ଏହା ପରେ ଶାହା ଏପରି ପ୍ରଶ୍ନ ସତ୍ୟପାଲଙ୍କୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri