Posted inଖେଳ

ବିଦା ହେବାରୁ ବର୍ତ୍ତିଲା ଡିଫେଣ୍ଡିଂ ଚାମ୍ପିୟନ

ଶାରଜା,୨୯।୧୦: ଲଗାତାର ଦୁଇ ପରାଜୟ ପରେ ଚଳିତ ଟି୨୦ ବିଶ୍ୱକପ୍‌ରେ ବିଜୟ ସ୍ବାଦ ଚାଖିଛି ଡିଫେଣ୍ଡିଂ ଚାମ୍ପିୟନ ଓ୍ବେଷ୍ଟଇଣ୍ଡିଜ। ଶୁକ୍ରବାର ଏଠାରେ ଖେଳାଯାଇଥିବା ରୋମାଞ୍ଚକ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ ୩ ରନ୍‌ରେ ବାଂଲାଦେଶକୁ ହରାଇ ଦେଇଛି। ଏହି ବିଜୟ ସହ ଓ୍ବେଷ୍ଟଇଣ୍ଡିଜର ସେମିଫାଇନାଲ ଆଶା ଉଜ୍ଜୀବିତ ରହିଛି। ଅନ୍ୟପକ୍ଷରେ କ୍ରମାଗତ ୩ୟ ପରାଜୟ ଯୋଗୁ ଟୁର୍ନାମେଣ୍ଟରୁ ପ୍ରାୟତଃ ବିଦାୟ ନେଇଛି ବାଂଲାଦେଶ।

ଆମନ୍ତ୍ରଣ ପାଇ ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜର ବ୍ୟାଟରଙ୍କୁ ୧୪ ଓଭର ପର୍ଯ୍ୟନ୍ତ ବାନ୍ଧି ରଖିଥିଲେ ବାଂଲାଦେଶ ବୋଲରମାନେ। କିନ୍ତୁ ନିକୋଲାସ ପୁରନଙ୍କ ବିସ୍ଫୋରକ ୪୦ (୧ ଚୌକା ଓ ୪ ଛକା) ଓ ଜାସନ ହୋଲ୍ଡର ୧୫*(୨ ଛକା)ଙ୍କ ଯୋଗୁ ଓ୍ବେଷ୍ଟଇଣ୍ଡିଜ ୭୨ ରନ୍‌ କରିଥିଲା। ଫଳରେ ଓ୍ବେଷ୍ଟଇଣ୍ଡିଜ ୭ ଉଇକେଟ ହରାଇ ୧୪୨ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଜବାବରେ ଶସ୍ତାରେ ଦୁଇ ଓପନରଙ୍କ ଉଇକେଟ ହରାଇଥିଲା ବାଂଲାଦେଶ। କିନ୍ତୁ ମଧ୍ୟକ୍ରମରେ ଲିଟନ ଦାସ ୪୪ ଓ ଶେଷ ପର୍ଯ୍ୟନ୍ତ ବ୍ୟାଟିଂ କରିଥିବା ଅଧିନାୟକ ମେହମ୍ମଦୁଲାଙ୍କ ୩୧* ରନ୍‌ର ପାଳି ସତ୍ତ୍ୱେ ବାଂଲାଦେଶ ବିଜୟ ଲକ୍ଷ୍ୟଠାରୁ ୪ ରନ୍‌ ଦୂରରେ ରହି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସମସ୍ତଙ୍କ ହୃଦୟ ଜିତିଲେ ରୋହିତ ଶର୍ମା

ରାୟପୁର,୨୨।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରର ବିଜୟୀ ହୋଇଛି। ଏହି ବିଜୟ ସହ...

ଆଜିଠୁ ଆଇପିଏଲ୍‌: ଟାଇଟଲ୍‌ ପାଇଁ ଲଢ଼ିବେ ଏହି ୮ ଅଧିନାୟକ; ଜାଣନ୍ତୁ କିଏ ବୟସରେ…

ନୂଆଦିଲ୍ଲୀ,୯।୪: ଆଇପିଏଲ୍‌ ୨୦୨୧ରେ ପୁଣି ଥରେ ଟାଇଟଲ ହାସଲ ପାଇଁ ୮ ଟି ଦଳ ପରସ୍ପର ମୁହାଁମୁହିଁ ହେବେ। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ ଶୁକ୍ରବାର ମୁମ୍ବାଇ...

ବେଗ ବଢ଼ାଇବା ପାଇଁ ପୋଷା କୁକୁରର ସହାୟତା ନେଲେ ସାମି

କୋଲକାତା, ୨୭।୬- କରୋନା ଭାଇରସ ଲାଗି ଦୀର୍ଘ ଦିନ ଧରି କ୍ରିକେଟ୍‌ରୁ ଦୂରେଇ ରହିଥିବା ଭାରତୀୟ ଦଳର ଖେଳାଳିମାନେ ଏବେ ଧିରେ ଧିରେ ପଡ଼ିଆକୁ ପ୍ରତ୍ୟାବର୍ତ୍ତନ...

୩୩ ଜଣିଆ ସମ୍ଭାବ୍ୟ ତାଲିକା ଘୋଷିତ

ବେଙ୍ଗାଲୁରୁ,୩୦।୯(ପି.ଟି.)- ଆଗାମୀ ଅଷ୍ଟ୍ରେଲିଆ ଗସ୍ତକୁ ଦୃଷ୍ଟିରେ ରଖି ହକି ଇଣ୍ଡିଆ ଜୁନିୟର ମହିଳା ପ୍ରଶିକ୍ଷଣ ଶିବିର ପାଇଁ ଏକ ୩୩ ଜଣିଆ ସମ୍ଭାବ୍ୟ ତାଲିକା ଘୋଷଣା...

ଟିମ୍‌ ଇଣ୍ଡିଆର ଅଷ୍ଟ୍ରେଲିଆ ଗସ୍ତ: ପ୍ରଥମ ଟେଷ୍ଟ ପୂର୍ବରୁ ଦିବାରାତ୍ର ଓ୍ବାର୍ମଅପ୍‌ ଗେମ୍‌

ମେଲବୋର୍ନ, ୨୯।୧୦(ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ପରେ ଭାରତୀୟ କ୍ରିକେଟ ଦଳ ୬୯ ଦିନିଆ ଗସ୍ତରେ ଅଷ୍ଟ୍ରେଲିଆ ଯିବ। ଏଥିପାଇଁ ଆୟୋଜକ ବୋର୍ଡ ପକ୍ଷରୁ...

ସ୍କୁଲ ଚେସ: ହର୍ଷିତ ଚାମ୍ପିୟନ

ଭୁବନେଶ୍ୱର, ୧।୭(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ରାଜ୍ୟ ଚେସ ଆସୋସିଏଶନ(ଓଏସସିଏ) ଓ ଟିଏଏସ ଇନ୍ସପିରେଶନର ମିଳିତ ଆନୁକୂଲ୍ୟରେ ଆୟୋଜିତ ସ୍କୁଲ ଓପନ ଚେସ ଚାମ୍ପିୟନଶିପରେ କଟକର ହର୍ଷିତ...

ବିଜୟ ଦ୍ୱାରରେ ଭାରତ-ଏ

ବେଙ୍ଗାଲୁରୁ, ୩।୬- ହୁବ୍‌ଲୀସ୍ଥିତ ନେହେରୁ ଷ୍ଟାଡିୟମ୍‌ରେ ଭ୍ରମଣକାରୀ ଶ୍ରୀଲଙ୍କା-ଏ ବିପକ୍ଷରେ ଚାଲିଥିବା ଅନ୍ତିମ ତଥା ୨ୟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଭାରତ-ଏ ବିଜୟ ଦ୍ୱାରଦେଶରେ ପହଞ୍ଚତ୍ଛି।...

ଆଇପିଏଲ୍‌ ୨୦୨୨କୁ ଫେରିଲେ ମାଲିଙ୍ଗା; ଖାଲି ବଦଳିଲା…

ନୂଆଦିଲ୍ଲୀ,୧୧।୩: ପୁଣି ଆଇପିଏଲ୍‌କୁ ଫେରିଛନ୍ତି ୟର୍କର କିଙ୍ଗ୍‌ ଭାବେ ଜଣାଶୁଣା ଲାସିଥ ମାଲିଙ୍ଗା। ରାଜସ୍ଥାନ ରୟାଲ୍ସ ଆଇପିଏଲ୍‌-୨୦୨୨ ଆରମ୍ଭ ହେବା ପୂର୍ବରୁ ଏହି ଷ୍ଟାର ଖେଳାଳିଙ୍କୁ...

Advertisement
Archives

Model This Week