ୱି୨୦ ଫ୍ୟାନ୍‌ ଫେଷ୍ଟ ଚାଲେଞ୍ଜ

ନୂଆଦିଲ୍ଲୀ,୧୭।୪: ଦେଶର ପ୍ରମୁଖ ଟେଲିକମ୍‌ ବ୍ରାଣ୍ଡ୍‌ ୱି ପକ୍ଷରୁ ଏକ ଅଭିନବ ପ୍ରତିଯୋଗିତାର ଶୁଭାରମ୍ଭ କରାଯାଇଛି। ଏପରିକି ୱି ୨୦ ଫ୍ୟାନ୍‌ ଫେଷ୍ଟ ଚାଲେଞ୍ଜରେ ଅଂଶଗ୍ରହଣ କରିବା ଲାଗି କମ୍ପାନୀ ପକ୍ଷରୁ ଗ୍ରାହକମାନଙ୍କୁ ଆମନ୍ତ୍ରଣ କରାଯାଉଛି, ଯେଉଁଥିରେ ସେମାନଙ୍କୁ ପ୍ରତି ମ୍ୟାଚ୍‌ ଦିନରେ କମ୍ପାନୀ ସ୍ମାର୍ଟଫୋନ୍‌ ଜିତିବାର ସୁଯୋଗ ପ୍ରଦାନ କରୁଛି। ବିଶେଷକରି କମ୍ପାନୀ ତା’ର ଗ୍ରାହକମାନଙ୍କ ଲାଗି ରିୱାର୍ଡ ଜିତିବାର ସୁଯୋଗ ଆଣି ଦେଇଛି। ସେହିଭଳି ଦୀର୍ଘ ଦୁଇ ମାସ ବ୍ୟାପୀ ଉକ୍ତ ପ୍ରତିଯୋଗିତାରେ ୱି ପକ୍ଷରୁ ଗ୍ରାହକଙ୍କୁ ପ୍ରତିଦିନ ସ୍ମାର୍ଟଫୋନ୍‌ ପ୍ରଦାନ କରାଯିବ। ପୁନଶ୍ଚ ଜଣେ ମେଗା ବିଜେତାଙ୍କୁ ଟି୨୦ ଚାମ୍ପିୟନ୍‌ଶିପ୍‌ର ଫାଇନାଲ୍‌ ମ୍ୟାଚ ଦେଖିବା ଲାଗି ୨ଟି ଟିକେଟ ଦିଆଯାଉଛି ବା ଜିତିବାର ସୁବର୍ଣ୍ଣ ସୁଯୋଗ ପାଇବେ ବୋଲି ଓ୍ବି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?