ଜୁଲାଇ ୨୦-୨୧ରେ ଭାରତ ଗସ୍ତରେ ରହିବେ ବିକ୍ରମସିଙ୍ଘେ…

କଲମ୍ବୋ,୧୮।୭ : ଦୁଇ ଦେଶ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଆସୁଥିବା ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜବୁତ ତଥା ଦୃଢ଼଼ କରିବା ଉଦ୍ଦେଶ୍ୟରେ ଜୁଲାଇ ୨୦ ରୁ ୨୧ ପର୍ଯ୍ୟନ୍ତ ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ବିକ୍ରମସିଙ୍ଘେ ସରକାରୀ ଗସ୍ତରେ ଭାରତ ଆସିବେ। ମଙ୍ଗଳବାର ଶ୍ରୀଲଙ୍କାର ବୈଦେଶିକ ମନ୍ତ୍ରଣାଳୟ ଏହି ସୂଚନା ଦେଇଛି।

ମନ୍ତ୍ରଣାଳୟ କହିଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣ କ୍ରମେ ରାଷ୍ଟ୍ରପତି ବିକ୍ରମସିଙ୍ଘେ ଭାରତ ଗସ୍ତ କରିବେ। ଏହି ଗସ୍ତ ଏକ ସମୟରେ ଘଟିଛୁ ଯେତେବେଳେ ଉଭୟ ଦେଶ କୂଟନୈତିକ ସମ୍ପର୍କ ପ୍ରତିଷ୍ଠା ହେବାର ୭୫ ତମ ବାର୍ଷିକୀ ପାଳନ କରୁଛନ୍ତି।

ଏହି ଗସ୍ତ ସମୟରେ ବିକ୍ରମସିଙ୍ଘେ ମଧ୍ୟ ଭାରତୀୟ ରାଷ୍ଟ୍ରପତି ଦ୍ରୌ ପଦୀ ମୁର୍ମୁଙ୍କୁ ଭେଟିବେ । ଦୁଇ ଦେଶର ପାରସ୍ପରିକ ସ୍ବାର୍ଥର ବିଭିନ୍ନ ପ୍ରସଙ୍ଗରେ ଦ୍ୱିପାକ୍ଷିକ ଆଲୋଚନା କରିବେ ବୋଲି ବିବୃତ୍ତିରେ କୁହାଯାଇଛି। ଏଥିରେ କୁହାଯାଇଛି ଏହି ଗସ୍ତ ଦୁଇ ଦେଶ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଆସୁଥିବା ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜବୁତ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିପାକ୍ଷିକ ବୈଠକ ପୂର୍ବରୁ ମୋଦିଙ୍କୁ ଏ କ’ଣ କହିଦେଲେ ଟ୍ରମ୍ପ? ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ (G-7) ସମିଟ ଅବସରରେ ଆଜି ବୁଧବାର (୧୭ ଜୁନ,…

ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଶତାଧିକ ଚାଷୀ

ତିହିଡ଼ି,୧୭ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ…

ଭାଜପାରେ ସାମିଲ ହେଲେ ବିଜେଡି-କଂଗ୍ରେସର ବହୁ କର୍ମକର୍ତ୍ତା

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ସଦର ବ୍ଲକ କଲ୍ୟାଣମଣ୍ଡପଠାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ମାଲକାନଗିରି ବିଧାୟକ…

NEET ପରୀକ୍ଷା ପୂର୍ବରୁ ଭାରତରେ ଟେଲିଗ୍ରାମ୍ ବ୍ୟାନ୍: ସରକାରଙ୍କୁ ଘେରିଲେ ଟେଲିଗ୍ରାମ ସିଇଓ

ନୂଆଦିଲ୍ଲୀ,୧୭।୬: ଭାରତରେ ଟେଲିଗ୍ରାମ (Telegram) କୁ ସାମୟିକ ଭାବେ ବ୍ୟାନ କରାଯାଇଛି। NEET-UG ୨୦୨୬ ପୁନଃ-ପରୀକ୍ଷା ପୂର୍ୱରୁ କପି ଏବଂ ଗୁଜବ ବା ଭୁଲ ସୂଚନା ରୋକିବା…

‘I Am The Boss’… G-7 ମିଟିଂରେ ବଡ଼ ଘୋଷଣା କଲେ ଟ୍ରମ୍ପ! ସମସ୍ତେ କାବା

ନୂଆଦିଲ୍ଲୀ,୧୭।୬: ବୁଧବାର G-7 ନେତାମାନଙ୍କ ବୈଠକର ଶେଷ ଦିନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଏକ ବିବୃତ୍ତି ଭାଇରାଲ ହେଉଛି। କ୍ଲିପରେ, ସମସ୍ତେ ବସିଥିବାବେଳେ…

ଅଭିଯୋଗ ଦେବାକୁ ଯାଇଥିବା ନାବାଳିକାଙ୍କୁ ଥାନାରେ ଧମକ, ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ବାରିପଦା/ମୋରଡ଼ା,୧୭ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ବିବାଦୀୟ ମୋରଡ଼ା ଥାନା ଅଧିକାରୀ ସୁମିତ କୁମାର ସୋରେନ ଅଭିଯୋଗ ଦେବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ଥାନାରେ ଧମକ ଦେବା ଘଟଣାକୁ…

ଇରାନକୁ ଡୋନାଲ୍ଡ ଟ୍ରମ୍ପଙ୍କ ଖୋଲା ଧମକ: ‘ସର୍ତ୍ତ ନ ମାନିଲେ ସିଧା ମୁଣ୍ଡ ଉପରେ ପକାଇବୁ ବୋମା’

ନୂଆଦିଲ୍ଲୀ,୧୭।୬: ଇରାନ ସହିତ ଚାଲିଥିବା ଆଲୋଚନା ଏବଂ ଚୁକ୍ତିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ବୟାନ ପୁଣି ଥରେ ଯୁଦ୍ଧ ଚିନ୍ତାକୁ ବଢ଼ାଇ ଦେଇଛି।…

କାଠରେ ରାମଦୋଳି ନିଜେ ପ୍ରସ୍ତୁତ କରନ୍ତି ଗାଁର ଯୁବତୀ-ଯୁବକ, ରଜ କୁଇନ୍‌ ପ୍ରତିଯୋଗିତାରେ ନେଲେ ଖୁବ୍‌ ମଜା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରଜ ମହୋତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଭଞ୍ଜନଗର ପାତ୍ର କଲୋନୀରେ ୩ ଦିନ ବ୍ୟାପି ଚାଲିଥିବା ରଜ କୁଇନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri