Posted inଖେଳ

ଜୀବନରେ ସ୍ତ୍ରୀ ଏବଂ ପ୍ରେମିକା ଚାପ ଦିଅନ୍ତି: ଗାଙ୍ଗୁଲି

ନୂଆଦିଲ୍ଲୀ,୧୯।୧୨: ବିରାଟ କୋହଲିଙ୍କ ସ୍ଥାନରେ ରୋହିତ ଶର୍ମାଙ୍କୁ ଭାରତ ଦିନିକିଆ ଦଳର ଅଧିନାୟକ କରାଯିବା ପରଠାରୁ ବିସିସିଆଇର ସଭାପତି ସୌରଭ ଗାଙ୍ଗୁଲିଙ୍କୁ ନେଇ ଚର୍ଚ୍ଚା ଲାଗି ରହିଛି। ଏପର୍ଯ୍ୟନ୍ତ ବିବାଦ ସୃଷ୍ଟି କରିବା ଭଳି ସେଭଳି କିଛି କହି ନ ଥିଲେ ହେଁ ବିସିସିଆଇ ଏହି ମାମଲାକୁ ଆଭ୍ୟନ୍ତରୀଣ ଭାବେ ପରିଚାଳନା କରିବ ବୋଲି କହିଥିଲେ। ଏହାଛଡ଼ା ଗୁରୁଗାଓଁରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଗାଙ୍ଗୁଲି ଅନେକ ବିଷୟ ଉପରେ ମତ ରଖିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ଗାଙ୍ଗୁଲିଙ୍କୁ ଜୀବନରେ ଆସୁଥିବା ସମସ୍ତ ପ୍ରକାର ଚାପକୁ କିଭଳି ମୁକାବିଲା କରିବେ ବୋଲି ପଚରାଯାଇଥିଲା। ଏହାର ଜବାବ ଦେଇ ଗାଙ୍ଗୁଲି କହିଥିଲେ ଜୀବନରେ କୌଣସି ଚାପ ନାହିଁ। କେବଳ ସ୍ତ୍ରୀ ଏବଂ ପ୍ରେମିକା ଚାପ ଦିଅନ୍ତି।

ଏହାଛଡ଼ା ଗାଙ୍ଗୁଲିଙ୍କୁ କେଉଁ ଖେଳାଳିଙ୍କ ମନୋଭାବ ପସନ୍ଦ ବୋଲି ପଚରାଯାଇଥିଲା। ଜବାବରେ ବିରାଟ କୋହଲିଙ୍କ ନାମ ନେଇଥିଲେ ସେ। କୋହଲିଙ୍କ ଆଟିଚ୍ୟୁଡ୍‌ ବହୁତ ପସନ୍ଦ କରେ ହେଲେ ସେ ବହୁତ ଝଗଡ଼ା କରନ୍ତି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପୂର୍ବତନ ଅଧିନାୟକଙ୍କ ରେକର୍ଡ ଭାଙ୍ଗିଲେ ରୁଟ୍‌

ବ୍ରିସବେନ,୧୦।୧୨: ଗୋଟିଏ ବର୍ଷରେ ଇଂଲିଶ ଖେଳାଳି ଭାବେ ଟେଷ୍ଟ କ୍ରିକେଟରେ ସର୍ବାଧିକ ରନ୍‌ କରିବାରେ ପୂର୍ବତନ ଅଧିନାୟକ ମାଇକେଲ ଭନଙ୍କ ରେକର୍ଡ ଭାଙ୍ଗିଛନ୍ତି ଇଂଲଣ୍ଡ ଅଧିନାୟକ...

ଏମ୍‌ଆଇ ପାଇଁ ବିଜୟ ଲକ୍ଷ୍ୟ ୧୯୪…

ମୁମ୍ବାଇ, ୧୭।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୫ ତମ ମ୍ୟାଚରେ ମଙ୍ଗଳବାର ସନ୍‌ ରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ଟସ...

ବନ୍ଦ କୋଠରୀରେ ଏମିତି କାମ କରୁଛନ୍ତି ନବବିବାହିତ କ୍ରିକେଟର୍‌‌

ଭାରତୀୟ ଦ୍ରୁତ ବୋଲର ଜଶପ୍ରୀତ ବୁମ୍‌ରା ପୁଣି ଥରେ ପଡ଼ିଆକୁ ଫେରିବାକୁ ପ୍ରସ୍ତୁତ ହେଉଛନ୍ତି। ବିବାହ ପରେ ସେ ପ୍ରଥମ ଥର ପାଇଁ ବ୍ୟାୟାମ କରୁଥିବା...

ପୋଲାର୍ଡଙ୍କ ଅତିଥି ସାଜିଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୫।୮: ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟର କିରନ୍‌ ପୋଲାର୍ଡଙ୍କ ଘରେ ଅତିଥି ସାଜିଲେ ଟିମ୍‌ ଇଣ୍ଡିଆ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ଓ୍ବେଷ୍ଟଇଣ୍ଡିଜ ଗସ୍ତ ସମୟରେ ବିରତି ନେଇ ସେ...

ଡିସି ପାଇଁ ବିଜୟ ଲକ୍ଷ୍ୟ ୧୯୪ ରନ…

ଲକ୍ଷ୍ନୌ,୧।୪ : ଶନିବାର ଆଇପିଏଲ ୨୦୨୩ର ତୃତୀୟ ମ୍ୟାଚ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି) ଏବଂ ଦିଲ୍ଲୀ କ୍ୟାପତଟାଲ୍ସ(ଡିସି) ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ ଲକ୍ଷ୍ନୌର ଭାରତ...

ଏସିଆ କପ୍‌ରେ ଡ୍ରାଭିଡଙ୍କ ସ୍ଥାନ ନେବେ ଲକ୍ଷ୍ମଣ

ନୂଆଦିଲ୍ଲୀ,୨୪।୮: ଏସିଆ କପ ୨୦୨୨ ଆରମ୍ଭ ହେବାକୁ ଆଉ କିଛି ଦିନ ବାକି ଅଛି। ଏହି ଟୁର୍ନାମେଣ୍ଟ ଆରମ୍ଭ ପୂର୍ବରୁ ଭାରତୀୟ କ୍ରିକେଟ ବୋର୍ଡ ଏକ...

ବେକାର ହେଲା ଗେଲ୍‌ଙ୍କ ବିସ୍ଫୋରକ ଶତକ

ସେଣ୍ଟ କିଟ୍ସ, ୧୧।୯: ଓ୍ବାର୍ନର ପାର୍କଠାରେ ଅନୁଷ୍ଠିତ କାରିବିଅନ ପ୍ରିମିୟର ଲିଗ୍‌ (ସିପିଏଲ) ମ୍ୟାଚ୍‌ରେ ଜାମାଇକା ତାଲାଓ୍ବାସ ଦଳର ଅଧିନାୟକ କ୍ରିସ୍‌ ଗେଲ୍‌ଙ୍କ କ୍ୟାରିୟରର ୨୨ତମ...

ଆଇପିଏଲ୍‌:ଫୋକସ୍‌ରେ ନୂଆ ଅଧିନାୟକ ପନ୍ତ, ଦିଲ୍ଲୀ କ୍ୟାପିଟାଲ୍ସ ଲାଗି ଏକାଧିକ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୭।୪(ପି.ଟି.): ଆଉ ଦୁଇ ଦିନ ପରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆୟୋଜନ ହେବାକୁ ଯାଉଥିବା ବେଳେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ନୂଆ ଚ୍ୟାଲେଞ୍ଜ୍‌ ସୃଷ୍ଟି...

Advertisement
Archives

Model This Week