ଇମ୍ରାନଙ୍କୁ ଏହି ଜିନିଷ ଧରି ପିଟନ୍ତି ସ୍ତ୍ରୀ

ସିରିଏଲ କିସର ନାମରେ ଜଣାଶୁଣା ଅଭିନେତା ଇମ୍ରାନ ହାଶମୀ ଆଜି ୪୪ ତମ ଜନ୍ମଦିନ ପାଳନ କରୁଛନ୍ତି। ଇମ୍ରାନ ୨୪ ମାର୍ଚ୍ଚ ୧୯୭୯ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ୨୦୦୪ରେ ଇମ୍ରାନ ‘ମର୍ଡର’ ଫିଲ୍ମରୁ ପରିଚୟ ହାସଲ କରିଥିଲେ। ଏହି ଚଳଚ୍ଚିତ୍ର ପରେ ଲୋକମାନେ ତାଙ୍କୁ ସିରିଏଲ କିସର ବୋଲି କହିବା ଆରମ୍ଭ କରିଦେଲେ। ଏଥି ସହିତ ୨୦୧୨ ଚଳଚ୍ଚିତ୍ର ରାଜ ୪ରେ ସେ ଅଭିନେତ୍ରୀ ବିପାଶା ବସୁଙ୍କ ସହ ଦୀର୍ଘ ସମୟ ପର୍ଯ୍ୟନ୍ତ ଚୁମ୍ବନ ଦେଇ ଚର୍ଚ୍ଚାକୁ ଆସିଥିଲେ। ଏହି ଚୁମ୍ବନ ପ୍ରାୟ ୨୦ ମିନିଟ ପର୍ଯ୍ୟନ୍ତ ଚାଲିଥିଲା, ଯାହା ବଲିଉଡରେ ସବୁଠୁ ଲମ୍ବା ଚୁମ୍ବନ ବୋଲି ବିଶ୍ୱାସ କରାଯାଏ।
୨୦୦୩ରେ ଇମ୍ରାନ ବଲିଉଡରେ ଡେବ୍ୟୁ କରିଥିଲେ, ତାଙ୍କର ପ୍ରଥମ ଚଳଚ୍ଚିତ୍ର ଥିଲା ଫୁଟପାଥ। ଏହି ଫିଲ୍ମରେ ସେ ବିପାଶା ବସୁଙ୍କ ସହ ନଜର ଆସିଥିଲେ। ଏହାପୂର୍ବରୁ ଇମ୍ରାନ ପରଭୀନ ନାମକ ଶିକ୍ଷୟତ୍ରୀଙ୍କୁ ପ୍ରେମ କରୁଥିଲେ। ୧୨ ଡିସେମ୍ବର ୨୦୦୬ରେ ଇମ୍ରାନ ଏବଂ ପରଭୀନ ବିବାହ କରିଥିଲେ। ୨୦୧୦ରେ, ସେମାନଙ୍କର ଆୟାନ ନାମକ ଏକ ପୁତ୍ର ହୋଇଥିଲା। ଆଜିକାଲି ଉଭୟ ଖୁସିରେ ଜୀବନ ବିତାଉଛନ୍ତି।
ଫିଲ୍ମରେ ଇମ୍ରାନଙ୍କ ଚୁମ୍ବନ ସିନ୍‌କୁ ପସନ୍ଦ କରନ୍ତି ନାହିଁ ପରଭୀନ। ଯେତେବେଳେ ବି ଇମ୍ରାନ ବଡ ପରଦାରେ ଚୁମ୍ବନ ଦିଅନ୍ତି, ପରଭୀନ ରାଗନ୍ତି। ବେଳେବେଳେ ପରିସ୍ଥିତି ଏପରି ହୁଏ ଯେ, ପରବୀନ ତାଙ୍କୁ ବ୍ୟାଗ୍‌ରେ ପିଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri