Posted inଜାତୀୟ

ଆଧାର ତଥ୍ୟ ବ୍ୟକ୍ତିଗତ, ସ୍ତ୍ରୀ ମଧ୍ୟ ହାସଲ କରିପାରିବେ ନାହିଁ: କର୍ନାଟକ ହାଇକୋର୍ଟ

ବେଙ୍ଗାଲୁରୁ,୨୮।୧୧: ଆଧାର ତଥ୍ୟ ବ୍ୟକ୍ତିଗତ। ଏହାକୁ କୌଣସି ସମ୍ପର୍କୀୟ ଲୋକ ଜାଣିପାରିବେ ନାହିଁ। ଏପରିକି ନିଜ ସ୍ତ୍ରୀ ମଧ୍ୟ ନୁହେଁ। କର୍ନାଟକ ହାଇକୋର୍ଟ ଏକ ଆବେଦନର ଶୁଣାଣି କରି ଏପରି ରାୟ ପ୍ରକାଶ କରିଛନ୍ତି। କୋର୍ଟ କହିଛନ୍ତି, କେବଳ ବିବାହ ଆଧାରରେ ସ୍ବାମୀ ହେଉ କି ସ୍ତ୍ରୀ ଆଧାରର ବ୍ୟକ୍ତିଗତ ତଥ୍ୟ ଜାଣିବା ଉଚିତ ନୁହେଁ। ବିବାହ ବ୍ୟକ୍ତିଗତ ଅଧିକାର(Right to privacy)କୁ କେବେ ବି ପ୍ରଭାବିତ କରିପାରିବ ନାହିଁ।

କୋର୍ଟ ଆହୁରି କହିଛନ୍ତି, ଜଣେ ମହିଳା ବିବାହ ସମ୍ପର୍କ ଆଧାରରେ ନିଜ ଜୀବନସାଥୀଙ୍କର UID ଡାଟାକୁ ହାସଲ କରିପାରିବେ ନାହିଁ। ଏହା ସେମାନଙ୍କ ଅଧିକାରରେ ଆସୁନାହିଁ।
ସୂଚନାଯୋଗ୍ୟ, ହୁବୁଲି ଜିଲାର ଜଣେ ମହିଳାଙ୍କ ଦ୍ୱାରା ଆବେଦନ କରାଯାଇଥିବା ଯାଚିକାର ଶୁଣାଣି କରିଛନ୍ତି। ଆବେଦନରେ ମହତିଳା କହିଛନ୍ତି, ନିଜଠାରୁ ଅଲଗା ରହୁଥିବା ସ୍ବାମୀଙ୍କ ଠାରୁ ସେ ଆଧାର ନମ୍ବର, ବିବରଣୀ ଓ ଫୋନ ନମ୍ବର ମାଗିଥିଲେ। ମହିଳା ନିଜ ସ୍ବାମୀଙ୍କ ବିରୋଧରେ ପରିବାର ଅଦାଲତରେ ଭରଣ-ପୋଷଣ ଆଦେଶରେ ସମ୍ମୁଖୀନ ହେଉଥିବା ସମସ୍ୟାକୁ ଅkାଧାର କରି ଯାଚିକା ଦାୟର କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?