ସ୍ବାମୀଙ୍କ ଝୁଲନ୍ତା ମୃତଦେହ ମିଳିବା ପରେ ଆତ୍ମହତ୍ୟା କଲେ ସ୍ତ୍ରୀ

ଖୋର୍ଦ୍ଧା,୧।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ବଣିଆଟାଙ୍ଗି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀଙ୍କ ଝୁଲନ୍ତା ମୃତଦେହ ମିଳିବା ପରେ ସ୍ତ୍ରୀ’ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଦମ୍ପତ୍ତି ହେଲେ ସମରେନ୍ଦ୍ର ସେନାପତି(୪୦) ଓ ସୁନିତା(୩୫)। ପୋଲିସ ମୃତଦେହ ଜବତ କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି। ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବାବେଳେ ପାରିବାରିକ କଳହରୁ ଉଭୟ ଆତ୍ମହତ୍ୟା କରିଥିବା ପୋଲିସର ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି। ତାଙ୍କର ଦୁଇଟି ଝିଅ ଓ ଗୋଟିଏ ପୁଅ ଅଛି।
ସୂଚନାଯୋଗ୍ୟ, ରବିବାର ଅପରାହ୍ନରେ ପ୍ରଥମେ ଘର ଭିତରୁ ସମରେନ୍ଦ୍ରଙ୍କ ଝୁଲନ୍ତା ମୃତଦେହ ମିଳିଥିଲା। ଖବରପାଇ ପରିବାର ଲୋକେ ପହଞ୍ଚି ଉଦ୍ଧାର କରି ଖୋର୍ଦ୍ଧା ମେଡିକାଲକୁ ନେଇଥିଲେ। ଏହାର କିଛି ସମୟ ପରେ ମ୍ରିୟମାଣ ହୋଇ ସ୍ତ୍ରୀ ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ହୋଇପଡିଥିଲେ। ତାଙ୍କୁ ମେଡିକାଲ ନିଆଯାଇଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ସ୍ବାମୀଙ୍କ ଆତ୍ମହତ୍ୟା ଖବରପାଇ ସ୍ତ୍ରୀ ଏଭଳି ଚରମ ନିଷ୍ପତ୍ତି ନେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri