ସ୍ତ୍ରୀ ପିନ୍ଧୁ ନ ଥିଲେ ସ୍ବାମୀଙ୍କ ପସନ୍ଦର ଶାଢୀ, ହୋଇଗଲା ଛାଡପତ୍ର!

ଆଗ୍ରା,୧।୩: ଉତ୍ତରପ୍ରଦେଶର ଆଗ୍ରାରୁ ଏକ ଆଶ୍ଚର୍ଯ୍ୟ ଜନକ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମନଲାଖି ଶାଢୀ ନ ପିନ୍ଧିବାରୁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଫାଟ ଦେଖାଯାଇଛି। କଥା ଯାଇ ପହଞ୍ଚିଛି ଥାନାରେ। ଥାନାରେ ବ୍ୟକ୍ତିଜଣକ ତାଙ୍କ ସ୍ତ୍ରୀଙ୍କୁ ଛାଡପତ୍ର ଦେବାକୁ ଦାବି କରିଛନ୍ତି।

ଘଟଣା ହେଉଛି, ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ମନଲାଖି ଶାଢୀ ପିନ୍ଧିବାକୁ ଦିଅନ୍ତି। ସ୍ତ୍ରୀ ଏହାକୁ ନ ପିନ୍ଧିବାରୁ ଦୁହିଁଙ୍କ ଭିତରେ ଝଗଡା ହୁଏ। ଝଗଡା ଉଗ୍ରରୂପ ଧାରଣ କରିବାରୁ ସ୍ତ୍ରୀ ଘର ଛାଡି ବାପଘରକୁ ଚାଲିଯାଆନ୍ତି। ହେଲେ ସ୍ବାମୀ ଏକଥାରେ ରାଗିଯାଇ ଥାନାରେ କେସ୍‌ କରନ୍ତି।

ଏନେଇ ସ୍ବାମୀ କହିଛନ୍ତି, ସେ ତାଙ୍କ ସ୍ତ୍ରୀଙ୍କୁ ବହୁତ ଭଲ ପାଆନ୍ତି। ସେ ଚାହାନ୍ତି ସ୍ତ୍ରୀ ତାଙ୍କ ପସନ୍ଦର ଶାଢୀ ପିନ୍ଧନ୍ତୁ। ନିଜ ମନଲାଖି ଶାଢୀରେ ସ୍ତ୍ରୀଙ୍କୁ ଦେଖିଲେ ସେ ବୁତ ଖୁସି ହୁଅନ୍ତି। ଅନ୍ୟପକ୍ଷରେ, ସ୍ତ୍ରୀ କହିଛନ୍ତି, ସେ ପ୍ରାୟତଃ ସ୍ବାମୀଙ୍କ ପସନ୍ଦର ଶାଢୀ ପିନ୍ଧନ୍ତି। ବେଳେବେଳେ ସେ ନିଜ ପସନ୍ଦର ଶାଢୀ ପିନ୍ଧିଲେ, ସ୍ବାମୀ ରାଗି ଯାଆନ୍ତି ଏବଂ ନାନା କଥା ଶୁଣାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ଟିମ ଇଣ୍ଡିଆରୁ ଆସିଲା ବଡ଼ ଖବର: ଶୁଣିଲେ ଖୁସି ହୋଇଯିବେ ବୈଭବ

ନୂଆଦିଲ୍ଲୀ,୨୭।୯: ଏସିଆନ ଗେମ୍ସରେ ମହିଳା କ୍ରିକେଟ ଟିମ ଜବରଦସ୍ତ ପ୍ରଦର୍ଶନ କରିଛି। ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ଭାରତୀୟ ମହିଳା ଟିମ ସ୍ବର୍ଣ୍ଣ ପଦକ ଜିତିଛି। ଏବେ…

ବିରାଟଙ୍କ ନାଁରେ ବଡ଼ ଉପଲବ୍ଧି, ଏହି ଖେଳାଳିଙ୍କ ୨୮ ବର୍ଷର ରେକର୍ଡ ଭାଙ୍ଗି ରଚିଲେ ଇତିହାସ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ମଇଦାନକୁ ଓହ୍ଲାଇବା ସହ ନୂଆ ଇତିହାସ ରଚିଛନ୍ତି ବିରାଟ କୋହଲି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ୍‌ ଷ୍ଟାଡିୟମ୍‌ରେ…

BJP ଟିକେଟ ଅଫର କରିଥିଲେ ଜ୍ଞାନେଶ କୁମାର! ଦାବିକୁ ନେଇ ରାଜନୀତିରେ ହଇଚଇ, ରାହୁଲ କହିଲେ…

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)ର ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ଏବେ ଏକ ନୂଆ…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ…

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ…

ବ୍ୟାପକ ବିରୋଧ ପ୍ରଦର୍ଶନ ପରେ ନଇଁ ପଡ଼ିଛନ୍ତି ବିଜୟ ସରକାର

ଚେନ୍ନାଇ,୨୭।୯: ତାମିଲନାଡୁରେ, ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତିଙ୍କ ନେତୃତ୍ୱାଧୀନ TVK ସରକାର ଶେଷରେ ତୀବ୍ର ବିରୋଧର ସମ୍ମୁଖୀନ ହୋଇ ଏକ ବଡ଼ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?