ପତ୍ନୀଙ୍କୁ ବିଧାନସଭା ଟିକେଟ ମିଳିବା ପରେ ମୋଦିଙ୍କୁ ଧନ୍ୟବାଦ ଦେଲେ ରବିନ୍ଦ୍ର ଜାଡେଜା

ନୂଆଦିଲ୍ଲୀ,୧୦ ।୧୧: ଗୁଜରାଟ ବିଧାନସଭା ନିର୍ବାଚନ ଲାଗି ୧୦ ନଭେମ୍ବର ଅର୍ଥାତ୍ ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା) ୧୮୨ ଆସନ ପାଇଁ ୧୬୦ ପ୍ରାର୍ଥିଙ୍କ ନାମ ଘୋଷଣା କରିଛି । ଭାଜପା ପ୍ରଥମେ ୧ ଡିସେମ୍ବରରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ୮୪ ଜଣ ପ୍ରାର୍ଥିଙ୍କ ନାମ ଘୋଷଣା କରିଥିଲା । ଭାଜପା ଜାମନଗର ନର୍ଥରୁ ଷ୍ଟାର କ୍ରିକେଟର ରବିନ୍ଦ୍ର ଜାଡେଜାଙ୍କ ପତ୍ନୀ ରିବାବା ଜାଡେଜାଙ୍କୁ ଟିକେଟ ଦେଇଛି ।
ପତ୍ନୀଙ୍କୁ ବିଧାନସଭା ନିର୍ବାଚନ ଲାଗି ଟିକେଟ ମିଳିବା ପରେ ପ୍ରଥମ ପ୍ରତିକ୍ରିୟାରେ ଜାଡେଜା ତାଙ୍କ ପତ୍ନୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଟୁଇଟ କରି କହିଛନ୍ତି, ଭାଜପା ପକ୍ଷରୁ ଜାମନଗର ନର୍ଥ ବିଧାନସଭା ଆସନ ଲାଗି ଟିକେଟ ମିଳିଥିବାରୁ ତୁମକୁ ଶୁଭେଚ୍ଛା । ଏହାସବୁ ତୁମ ପରିଶ୍ରମର ଫଳ । ମୋ ତରଫରୁ ତୁମକୁ ବହୁତ ବହୁତ ଶୁଭକାମନା । ତୁମେ ତୁମ କାର୍ଯ୍ୟରେ ସମାଜର ଭଲ କରି ଚାଲିଛ । ରବିନ୍ଦ୍ର ଜାଡେଜା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଶୁଭେଚ୍ଛା ଜଣାଇ ଲେଖିଛନ୍ତି ଆପଣମାନେ ମୋ ପତ୍ନୀଙ୍କ କାର୍ଯ୍ୟ ଉପରେ ଭରସ। କରିଥିବାରୁ ଧନ୍ୟବାଦ ।


Enter your email to get our daily news in your inbox.

All Right Reserved By Dharitri.Com

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri