ରାଜନୀତିରେ ବଡ଼ ଧରଣର ପରିବର୍ତ୍ତନ: ହାରିଗଲେ ସ୍ତ୍ରୀ,ସ୍ବାମୀ

ବାରିପଦା, ୫ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ରାଜନୀତିରେ ବଡ଼ ଧରଣର ପରିବର୍ତ୍ତନ ହୋଇଛି। ଏମ୍‌ପି ଆସନ ସମେତ ସମସ୍ତ ୯ଟି ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀଙ୍କୁ ହରାଇ ଭାଜପା ପ୍ରାର୍ଥୀମାନେ ବିଜୟୀ ହୋଇଛନ୍ତି। ଏମ୍‌ପି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବିଜେଡି ପ୍ରାର୍ଥୀ ସୁଦାମ ମାର୍ଣ୍ଡି ଓ ବାଙ୍ଗିରିପୋଷି ବିଧାନସଭା ଆସନରେ ନିର୍ବାଚନ ଲଢୁଥିବା ତାଙ୍କ ସ୍ତ୍ରୀ ରଞ୍ଜିତା ମାର୍ଣ୍ଡି ପରାଜିତ ହୋଇଛନ୍ତି। ଏକ ନିର୍ବାଚନୀ ସଭାରେ ଆମେ ସ୍ବାମୀ ଓ ସ୍ତ୍ରୀ ବାଘ, ବାଘୁଣୀ ବୋଲି କହି ସମାଲୋଚନାର ସରବ୍ୟ ହୋଇଥିବା ସୁଦାମଙ୍କ ପାଇଁ ଏହା ମହଙ୍ଗା ପଡ଼ିଲା ବୋଲି ରାଜନୈତିକ ସମୀକ୍ଷକମାନେ କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs SL: ବଦଳିଲେ ଟିମ ଇଣ୍ଡିଆର ଅଧିନାୟକ, ଶୁବମନ ଗିଲଙ୍କ ସ୍ଥାନ ନେଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୭।୮: ଶ୍ରୀଲଙ୍କା ଏକାଦଶ ଟସ ଜିତି ଅଭ୍ୟାସ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା; ଫଳରେ, କଲମ୍ବୋରେ ଖେଳାଯାଉଥିବା ଏହି ମ୍ୟାଚରେ ଭାରତୀୟ ଦଳ ପ୍ରଥମେ…

ରାହୁଲ ଗାନ୍ଧୀଙ୍କ ଘର ବାହାରେ ସାଧୁ-ସନ୍ଥଙ୍କ ହଙ୍ଗାମା! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୭।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ଦିଲ୍ଲୀସ୍ଥିତ ବାସଭବନ ବାହାରେ ଶୁକ୍ରବାର ସାଧୁ-ସନ୍ଥଙ୍କ ସମେତ ଅନେକ ଲୋକ ବିରୋଧ ପ୍ରଦର୍ଶନ କରିଥିଲେ।…

ତ୍ରିଷାଙ୍କୁ ନେଇ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ ବିଜୟ, ଉଦୟନିଧିଙ୍କୁ କହିଲେ ମୁଁ…

ନୂଆଦିଲ୍ଲୀ, ୭।୮: ତାମିଲନାଡୁ ଏବଂ କର୍ନାଟକ ମଧ୍ୟରେ କାବେରୀ ନଦୀ ଜଳକୁ ନେଇ ବିବାଦ ଜାରି ରହିଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ବିଜୟ ଥାଲାପତି କହିଛନ୍ତି ଯେ,…

ଆସନ୍ତାକାଲିଠୁ Flipkart Freedom Sale ଆରମ୍ଭ: ଜାଣନ୍ତୁ ୫ ଧମାକାଦାର ଡିସ୍‌କାଉଣ୍ଟ, କରନ୍ତୁ ନାହିଁ ମିସ୍‌

ନୂଆଦିଲ୍ଲୀ, ୭।୮: Flipkart Freedom Sale ୨୦୨୬ ଆସନ୍ତାକାଲି ଅର୍ଥାତ୍‌ ୮ ଅଗଷ୍ଟରୁ ଆରମ୍ଭ ହେଉଛି। ଯଦି ଆପଣ ଏହି ସେଲ୍‌ରେ ନୂଆ ଫୋନ କିଣିବାକୁ ଯୋଜନା…

ମାଛ ଧରିବାକୁ ଯାଇଥିଲେ ବୃଦ୍ଧ, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

ମହାକାଳପଡ଼ା,୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଇ ପ୍ରବାହିତ ମହାନଦୀ ଶାଖା ଗୁପ୍ତଗିରୀ ନାଳରେ ଜଣେ ମାଛ ଧରାଳିଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ…

ହାର୍ଦ୍ଦିକ ପାଣ୍ଡ୍ୟାକୁ ନେଇ ଆସିଲା ଚମକାଇଦେଲା ଭଳି ଖବର: କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ, ୭।୮: IPL ୨୦୨୬ ସିଜନ ଶେଷ ହେବା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। IPL ୨୦୨୪ରେ…

ଦିନକ ଭିତରେ ଆଣ୍ଠୁମାଡ଼ିଲା ବାଂଲାଦେଶ: ଭାରତଠାରୁ ମାଗିଲା…

ନୂଆଦିଲ୍ଲୀ, ୭।୮: ବାଂଲାଦେଶ-ଭାରତ ଫ୍ରେଣ୍ଡଶିପ ପାଇପଲାଇନ ମାଧ୍ୟମରେ ଭାରତରୁ ବାଂଲାଦେଶକୁ ପ୍ରାୟ ୫,୦୦୦ ମେଟ୍ରିକ ଟନ ଡିଜେଲ ପଠାଯାଉଛି। ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଯୋଗୁ ବିଶ୍ୱବ୍ୟାପୀ…

ପ୍ରଥମେ ଛେଳି ଚୋରି କଲେ, ତା’ପରେ ତାଲା ଭାଙ୍ଗି ବ୍ୟାଙ୍କରେ ପଶିଲେ: ୩ ଜଣଙ୍କୁ…

ଅତାବିରା/ଗୋଡ଼ଭଗା, ୭/୮(ଯୁଧିଷ୍ଠିର ମହାପାତ୍ର / ସୁରେଶ ଦାଶ ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲହଣ୍ଡା ପଞ୍ଚାୟତ ସ୍ଥିତ ୟୁକୋ ବ୍ୟାଙ୍କରେ ବିଳମ୍ବିତ ରାତିରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri